Sunday, April 26, 2026 01:31 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ

କର୍ଣ୍ଣାଟକ ନିର୍ବାଚନ ତାରିଖ ଘୋଷଣା

by Our Correspondent
29 Mar, 2023- 12:30 PM
in Latest News, National, News, Politics
1 min read
0
ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଘୋଷଣା ହୋଇଛି । ମେ’ ୧୦(ବୁଧବାର) ସେଠାରେ ଉପନିର୍ବାଚନ ଅନୁଷ୍ଠିତ ହେବ । ମେ’ ୧୩ ତାରିଖ( ଶନିବାର) ଭୋଟଗଣତି ହୋଇ ଫଳ ଘୋଷଣା ହେବ । ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର କର୍ଣ୍ଣାଟକ ବିଧାନସଭା ନିର୍ବାଚନ ତାରିଖ ସହ ଝାରସୁଗୁଡ଼ା ଉପନିର୍ବାଚନ ତାରିଖ ଏବଂ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି ।

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଏପ୍ରିଲ୍ ୧୩ ରେ ବିଜ୍ଞପ୍ତି ପ୍ରକାଶ ପାଇବ । ଏପ୍ରିଲ୍ ୨୦ ତାରିଖ ନାମାଙ୍କନପତ୍ର ଦାଖଲର ଶେଷ ଦିନ ରହିଛି । ୨୧ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ଏବଂ ୨୪ ତାରିଖରେ ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ଦିନ ରଖାଯାଇଛି । ମେ’ ୧୦ ରେ ଭୋଟ ଗ୍ରହଣ ହୋଇ ୧୩ ତାରିଖରେ ଫଳ ଘୋଷଣା ହେବ ।

ନବ ଦାସଙ୍କ ମୃତ୍ୟୁ ପରେ ଝାରସୁଗୁଡ଼ା ବିଧାନସଭା ଆସନ ଖାଲି ପଡ଼ିଛି । ଜାନୁଆରୀ ୨୯ ତାରିଖରେ ଶ୍ରୀ ଦାସଙ୍କର ମୃତ୍ୟୁ ହୋଇଥିଲା । ପୁଲିସ ଏଏସଆଇ ଗୋପାଳ ଦାସ ତାଙ୍କୁ ଗୁଳି କରି ହତ୍ୟା କରିଥିଲେ ।

କର୍ଣ୍ଣାଟକ ଭୋଟ: ୨୨୪ ଆସନ ବିଶିଷ୍ଟ କର୍ଣ୍ଣାଟକ ବିଧାନସଭା ପାଇଁ ମେ’ ୧୦ ରେ ନିର୍ବାଚନ ଅନୁଷ୍ଠିତ ହେବ । ମେ’ ୧୩ ତାରିଖରେ ଫଳ ଘୋଷଣା ହେବ ।

କାର୍ଯ୍ୟସୂଚୀ ଅନୁଯାୟୀ, ଏପ୍ରିଲ୍ ୧୩ ରେ ବିଜ୍ଞପ୍ତି ପ୍ରକାଶ ପାଇବ । ଏପ୍ରିଲ୍ ୨୦ ତାରିଖ ନାମାଙ୍କନପତ୍ର ଦାଖଲର ଶେଷ ଦିନ ରହିଛି । ୨୧ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ଏବଂ ୨୪ ତାରିଖରେ ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ଦିନ ରଖାଯାଇଛି ।
୨୨୪ ବିଧାନସଭା ଆସନ ପାଇଁ ୫ କୋଟି ୨୧ ଲକ୍ଷ ଭୋଟର ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ ।

ସୂଚନାଯୋଗ୍ୟ, ୨୦୧୮ ନିର୍ବାଚନରେ ବିଜେପିକୁ ୧୦୪ ଆସନ ମିଳିଥିଲା ବେଳେ କଂଗ୍ରେସକୁ ୮୦ ଏବଂ ଜେଡିଏସ୍ କୁ ମିଳିଥିଲା ୩୭ ଆସନ । ସେଠାରେ ବିଜେପି ଏବେ କ୍ଷମତାରେ ଅଛି ।

 

Previous Post

କୋଚିଂ ଅନୁଷ୍ଠାନ ଉପରେ କେନ୍ଦ୍ରୀୟ ସଂସ୍ଥାର ଚଢ଼ଉ

Next Post

ଟୁଇଟ୍ କରି ଫସିଗଲେ ଧର୍ମେନ୍ଦ୍ର!

Next Post
ଟୁଇଟ୍ କରି ଫସିଗଲେ ଧର୍ମେନ୍ଦ୍ର!

ଟୁଇଟ୍ କରି ଫସିଗଲେ ଧର୍ମେନ୍ଦ୍ର!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA