Wednesday, April 22, 2026 04:09 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ପୁରୀ ପୌରପାଳିକା ଲିଜ୍‌ ଜମି ହେବ ନିୟମିତ, ସେପ୍ଟେମ୍ବର ସୁଦ୍ଧା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ଟେଣ୍ଡର

ପୁରୀ ଓ ନୟାଗଡ ଜିଲ୍ଲାର ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ସମୀକ୍ଷା

by Our Correspondent
15 Sep, 2023- 04:56 PM
in Latest News, News
1 min read
0
ପୁରୀ ପୌରପାଳିକା ଲିଜ୍‌ ଜମି ହେବ ନିୟମିତ, ସେପ୍ଟେମ୍ବର ସୁଦ୍ଧା ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ ଟେଣ୍ଡର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ପୁରୀ ଓ ନୟାଗଡ ଜିଲ୍ଲା ଗସ୍ତ ସମୟରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା। ଏ ସଂପର୍କରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ଆଜି ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ପୁରୀ ପୌରପାଳିକା ଜମି ସମସ୍ୟା ସଂପର୍କରେ ୫-ଟି ସଚିବଙ୍କ ଗସ୍ତ ସମୟରେ ଜନସାଧାରଣ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପୁରୀ ପୌରପାଳିକା ଦ୍ଵାରା ପୌରପାଳିକା ନିୟମ ଓ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ଲିଜଗୁଡିକୁ ନିୟମିତ କରିବା ପାଇଁ ବୈଠକରେ ନୀତିଗତ ନିଷ୍ପତ୍ତି ନିଆଯାଇଛି ।

ଏହି କାର୍ଯ୍ୟକୁ ଧାର୍ଯ୍ୟ ଅବଧି ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ଆବଶ୍ୟକ ସର୍ଭେ କାମକୁ ୨୦ ଦିନ ମଧ୍ୟରେ ଶେଷ କରିବା ପାଇଁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ଜିଲ୍ଲାପାଳଙ୍କୁ ଆବଶ୍ୟକ ଅତିରିକ୍ତ ରାଜସ୍ବ ଅଧିକାରୀ ଯୋଗାଇ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି ।

ପୁରୀ ପୌରପାଳିକା ବହୁ ବର୍ଷ ଧରି ବିଭିନ୍ନ ଅନୁଷ୍ଠାନ ଓ ଲୋକମାନଙ୍କୁ ଲିଜ ସୂତ୍ରରେ ପ୍ରାୟ ୫୦୪ ଏକର ଜମି ଦେଇଛି । ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ୍୍ ନିୟମିତ କରିବା ପାଇଁ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ମାନଙ୍କ ଉପରେ ଉପଯୁକ୍ତ ଦେୟ ଧାର୍ଯ୍ୟ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି

ନୟାଗଡ ଜିଲ୍ଲାର ମଂଜରୀ ଗ୍ରାମ ନିକଟରେ ବୃତ୍ତଙ୍ଗ ନଦୀ ଉପରେ ଜଳଭଣ୍ଡାର ପ୍ରକଳ୍ପ ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା । ପରିବେଶ ତଥା ଅନ୍ୟାନ୍ୟ ଆବଶ୍ୟକ ମଂଜୁରୀ ମିଳିବା ପରେ ପ୍ରକଳ୍ପ ପାଇଁ ତୁରନ୍ତ ଟେଣ୍ଡର ଆହ୍ବାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।

ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’ର ଶୁଭାରମ୍ଭ

Next Post

ଇଓଡବ୍ଲୁ ଜାଲରେ ବିଲଡର ତପନ ମହାନ୍ତି

Next Post
ଇଓଡବ୍ଲୁ ଜାଲରେ ବିଲଡର ତପନ ମହାନ୍ତି

ଇଓଡବ୍ଲୁ ଜାଲରେ ବିଲଡର ତପନ ମହାନ୍ତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA