Thursday, November 12, 2026 09:27 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

‘ଜଙ୍ଗଲ କ୍ରାଏ’କୁ ଦାଦା ସାହେବ ଫାଲକେ ପୁରସ୍କାର

କିସ୍‍ ରଗ୍‍ବୀ ଉପରେ ଆଧାରିତ ଚଳଚ୍ଚିତ୍ର

by Our Correspondent
02 May, 2021- 11:15 PM
in Entertainment, Latest News, News
1 min read
0
‘ଜଙ୍ଗଲ କ୍ରାଏ’କୁ ଦାଦା ସାହେବ ଫାଲକେ ପୁରସ୍କାର

ଭୁବନେଶ୍ୱର: କିସ୍‍ ରଗ୍‍ବୀ ଉପରେ ଆଧାରିତ ଚଳଚ୍ଚିତ୍ର ‘ଜଙ୍ଗଲ କ୍ରାଏ’କୁ ଦାଦା ସାହେବ ଫାଲ୍‍କେ ଆନ୍ତର୍ଜାତିକ ଚଳଚ୍ଚିତ୍ର ପୁରସ୍କାର ମିଳିଛି । ଏକାଦଶ ଦାଦା ସାହେବ ଫାଲ୍‍କେ ଫିଲ୍ମ ଫେଷ୍ଟିଭଲ ୨୦୨୧ ଅବସରରେ ଜୁରୀ ବର୍ଗରେ ଶ୍ରେଷ୍ଠ ଚଳଚ୍ଚିତ୍ର ଭାବେ ଜଙ୍ଗଲ କ୍ରାଏକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । କିସ୍‍ର ୧୨ଜଣ ଛାତ୍ରଙ୍କୁ ନେଇ ଗଠିତ କିସ୍‍ ରଗ୍‍ବୀ ଦଳ ୨୦୦୭ରେ ଇଂଲଣ୍ଡରେ ଯେଭଳି ୧୪ବର୍ଷରୁ କମ୍‍ ଆନ୍ତର୍ଜାତୀୟ ରଗ୍‍ବୀ ଚାମ୍ପିଅନ୍‍ ହେଲେ ତା ଉପରେ ଏକ ନିଛକ ପ୍ରେରଣାଦାୟୀ ସତ୍ୟ କାହାଣୀ ଉପରେ ଆଧାରିତ ଚଳଚ୍ଚିତ୍ର ହେଉଛି ‘ଜଙ୍ଗଲ କ୍ରାଏ’ ।

୩୦ ହଜାର ଜନଜାତି ଛାତ୍ରଛାତ୍ରୀଙ୍କୁ ନେଇ ଗଢ଼ି ଉଠିଥିବା କିସ୍‍ ଅନୁଷ୍ଠାନ ଶିକ୍ଷା, କ୍ରୀଡ଼ା ସହ ଅନ୍ୟାନ୍ୟ କ୍ଷେତ୍ରରେ ନିଜର ପାରଦର୍ଶିତା ଦେଖାଇଛନ୍ତି । ୨୦୦୫ ମସିହାରେ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କିସରେ ରଗ୍‍ବୀକୁ ସୁଯୋଗ ଦେଇଥିଲେ । ୨୦୦୭ରେ କିସ୍‍ର ୧୨ ଛାତ୍ରଙ୍କୁ ନେଇ ଗଠିତ ଭାରତୀୟ ୧୪ବର୍ଷରୁ କମ୍‍ ରଗ୍‍ବୀ ଦଳ ଆନ୍ତର୍ଜାତିକ ରଗ୍‍ବୀ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଲଂଲଣ୍ଡରେ କିସ୍‍ ରଗ୍‍ବୀ ଦଳ ଅତି ଚମତ୍କାର ଭାବେ ପ୍ରଦର୍ଶନ କରି ବିଶ୍ୱ ଚାମ୍ପିଅନ୍‍ ହୋଇଥିଲା । ଏହା ଥିଲା କିସ୍‍ ରଗ୍‍ବୀ ସଫଳତାର ପ୍ରଥମ ସୋପାନ । ଯାହା ଏବେ ଜଙ୍ଗଲ କ୍ରାଏ ଚଳଚିତ୍ରର କାହାଣୀ ହୋଇଛି ।

ସୁଯୋଗ ମିଳିଲେ କୌଣସି କାର୍ଯ୍ୟ ଅସାଧ୍ୟ ରହେ ନାହିଁ ନାହିଁ ଏବଂ କ୍ରୀଡ଼ା ଓ ଶିକ୍ଷା ଜରିଆରେ ଦାରିଦ୍ର‌୍ୟ ଦୂରୀକରଣ ସହ ଛାତ୍ରଛାତ୍ରୀଙ୍କୁ ଦେଶ ଗଠନରେ ବ୍ରତୀ କରିଥାଏ ବୋଲି ‘ଜଙ୍ଗଲ କ୍ରାଏ’ ଚଳଚ୍ଚିତ୍ର ରେ ଦର୍ଶାଯାଇଛି । ଭୌଗୋଳିକ, ସାଂସ୍କୃତିକ ଓ କୌଶଳଗତ ବାଧାବିଘ୍ନକୁ ଜନଜାତି ପିଲାମାନେ ସାହସର ସହ ଅତିକ୍ରମ କରି ବିଶ୍ୱ ଚାମ୍ପିଅନ୍‍ ହେବା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା । ଜଙ୍ଗଲ କ୍ରାଏର ସଫଳତାରେ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ପ୍ରଯୋଜକ ପ୍ରଶାନ୍ତ ସାହ ଓ ନିର୍ଦ୍ଦେଶକ ସାଗର ବାଲାରିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ସହିତ ଚଳଚ୍ଚିତ୍ର ଚୟନକାରୀଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।

Previous Post

ବିଜେପିର ବଙ୍ଗଳା ଦଖଲ ସ୍ୱପ୍ନ ଚୁରମାର୍

Next Post

ପିପିଲି ଉପନିର୍ବାଚନ ସ୍ଥଗିତ

Next Post
ପିପିଲି ଉପନିର୍ବାଚନ ସ୍ଥଗିତ

ପିପିଲି ଉପନିର୍ବାଚନ ସ୍ଥଗିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA