Sunday, June 15, 2025 11:29 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କିଟ୍‍କୁ ସ୍ପୋର୍ଟଷ୍ଟାର ଏସେସ୍‍ ପୁରସ୍କାର ୨୦୨୫

କ୍ରୀଡ଼ା ପ୍ରୋତ୍ସାହନ କ୍ଷେତ୍ରରେ ଦେଶର

by Our Correspondent
14 Feb, 2025- 11:56 PM
in Latest News, News, Sports
1 min read
0
କିଟ୍‍କୁ ସ୍ପୋର୍ଟଷ୍ଟାର ଏସେସ୍‍ ପୁରସ୍କାର ୨୦୨୫

ଭୁବନେଶ୍ୱର, ୧୪ ।୨: କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ କିଟ୍‍ ବିଶ୍ୱବିଦ୍ୟାଳୟକୁ ସମ୍ମାନଜନକ ସ୍ପୋର୍ଟଷ୍ଟାର ଏସେସ୍‍ ପୁରସ୍କାର ୨୦୨୫ ପ୍ରଦାନ କରାଯାଇଛି । କ୍ରୀଡ଼ା ଓ କ୍ରୀଡ଼ାବିତ୍‍ଙ୍କୁ ପ୍ରୋତ୍ସାହନ ଯୋଗାଇ ଦେଇଆସୁଥିବା ଦେଶର ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ କିଟ୍‍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଶୁକ୍ରବାର ମୁମ୍ବାଇଠାରେ ‘ସ୍ପୋର୍ଟଷ୍ଟାର’ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ବ୍ୟକ୍ତିଗତ ଭାବେ ଉପସ୍ଥିତ ରହି ଏହି ସମ୍ମାନ ଗ୍ରହଣ କରିଥିଲେ। କିଟ୍‍ ବିଶ୍ୱବିଦ୍ୟାଳୟକୁ ସ୍ପୋର୍ଟଷ୍ଟାର ପକ୍ଷରୁ ୨୦୨୨ ପରେ ଦ୍ୱିତୀୟ ଥର ଏହି ପୁରସ୍କାର ପ୍ରଦାନ କରାଯାଇଥିବାରୁ ଶ୍ରୀ ସାମନ୍ତ ସ୍ପୋର୍ଟଷ୍ଟାରକୁ ଧନ୍ୟବାଦ ଜଣାଇଛନ୍ତି । ସେହିପରି କ୍ରୀଡ଼ାକୁ ପ୍ରୋତ୍ସାହନ ଦେଉଥିବା ରାଜ୍ୟ ଭାବରେ ମଧ୍ୟପ୍ରଦେଶ, କର୍ପୋରେଟ ଭାବରେ ରିଲିଆନ୍ସ ଓ ପବ୍ଲିକ ସେକ୍ଟର ୟୁନିଟ ଭାବରେ ରେଳବାଇ (ଆରଏସପିବି)କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ବିଶ୍ୱନାଥନ୍‍ ଆନନ୍ଦଙ୍କ ସମେତ ବହୁ କ୍ରୀଡ଼ାବିତ୍‍, କୋଚ୍‍ ଓ ପ୍ରାକ୍ତନ କ୍ରୀଡ଼ାବିତ୍‍ ପ୍ରମୁଖ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ୨୦୦୪ ମସିହାରୁ ପ୍ରତିଷ୍ଠାତା ଶ୍ରୀ ସାମନ୍ତଙ୍କ ନେତୃତ୍ୱରେ କିଟ୍‍ ଓ କିସ୍‍ କ୍ରୀଡ଼ାର ବିକାଶ, କ୍ରୀଡ଼ାବିତ୍‍ଙ୍କୁ ଉତ୍ସାହ ଓ ପ୍ରୋତ୍ସାହନ ଯୋଗାଇ ଦେଇ ଆସୁଛି । କିଟ୍‍ ଓ କିସରେ ଉନ୍ନତ ଓ ଅନ୍ତର୍ଜାତୀୟମାନର କ୍ରୀଡ଼ା ଭିତ୍ତିଭୂମି ଜରିଆରେ ଉଭୟ ଅନୁଷ୍ଠାନରୁ ଏପର୍ଯ୍ୟନ୍ତ ୨୩ ଜଣ ଅଲିମ୍ପିଆନ୍‍, ୩ଜଣ ପାରାଅଲିମ୍ପିଆନ୍‍, ୧୧ ଅର୍ଜୁନ ପୁରସ୍କାର ବିଜେତା ଓ ଜଣେ ଖେଳରତ୍ନ ପୁରସ୍କାର ବିଜେତା ସୃଷ୍ଟି ହୋଇପାରିଛନ୍ତି। ଏହା ସହ ଉଭୟ ଅନୁଷ୍ଠାନରୁ ୫ ହଜାରରୁ ଊର୍ଦ୍ଧ୍ୱ ଆଞ୍ଚଳିକ, ଜିଲ୍ଲାସ୍ତରୀୟ, ରାଜ୍ୟସ୍ତରୀୟ, ଜାତୀୟ ଓ ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‍ ସୃଷ୍ଟି ହୋଇ ପାରିଛନ୍ତି । କିଟ୍‍ ଓ କିସ୍‍ର ଏହି ସଫଳତା ସ୍ପୋର୍ଟଷ୍ଟାର ବିଚାରକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା ।

ଏକ ଶିକ୍ଷାନୁଷ୍ଠାନ ଭାବରେ କିଟ୍ ଓ କିସ୍ ବର୍ଷ ବର୍ଷ ଧରି ଅନେକ କ୍ରୀଡ଼ା ପୁରସ୍କାର ଜିତିଆସିଛି । ୨୦୨୩ରେ କିଟ୍‍କୁ ପ୍ରଥମ ସିଆଇଆଇ ସ୍ପୋର୍ଟସ ବିଜିନେସ ପୁରସ୍କାର “ବେଷ୍ଟ ସ୍ପୋର୍ଟସ ଫେସିଲିଟି’ ପୁରସ୍କାର ମିଳିଥିଲା । ଏହା ପୂର୍ବରୁ ୨୦୨୨ରେ ଭାରତ ସରକାରଙ୍କ ଦ୍ୱାରା ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର; ଏଫସିସିଆଇ ଇଣ୍ଡିଆ କ୍ରୀଡ଼ା ପୁରସ୍କାର ୨୦୨୨; ଦି ହିନ୍ଦୁ ଦ୍ୱାରା ସ୍ପୋର୍ଟଷ୍ଟାର ଆସେସ୍ ପୁରସ୍କାର ୨୦୨୨ ଏବଂ କ୍ରୀଡ଼ା ଏବଂ କ୍ରୀଡ଼ାବିତ୍‍ଙ୍କୁ ପ୍ରୋତ୍ସହନ ପାଇଁ ସର୍ବୋତ୍ତମ ଅବଦାନ ପାଇଁ ୨୦୧୯ରେ କିଟ୍‍କୁ ଓଡ଼ିଶା ସରକାରଙ୍କ ଦ୍ୱାରା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରରେ ମଧ୍ୟ ସମ୍ମାନିତ କରାଯାଇଛି ।

Previous Post

ସୋଆ ଏସ୍ଏଚ୍ଏମ୍ ରେ ଏକଦିବସୀୟ ଜାତୀୟ ସମ୍ମିଳନୀ ଆୟୋଜିତ

Next Post

ଭକ୍ତଙ୍କୁ ନେଇ କଂଗ୍ରେସ ଶିବିର ଉତ୍ସାହିତ

Next Post
ଭକ୍ତଙ୍କୁ ନେଇ କଂଗ୍ରେସ ଶିବିର ଉତ୍ସାହିତ

ଭକ୍ତଙ୍କୁ ନେଇ କଂଗ୍ରେସ ଶିବିର ଉତ୍ସାହିତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19058 shares
    Share 7623 Tweet 4765
  • ନବୀନ..ନବୀନ, ମୋହନ..ମୋହନ

    16582 shares
    Share 6633 Tweet 4146
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7287 shares
    Share 2915 Tweet 1822
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5779 shares
    Share 2312 Tweet 1445
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5464 shares
    Share 2186 Tweet 1366

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA