Wednesday, April 22, 2026 11:09 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଅଚ୍ୟୁତ ସାମନ୍ତଙ୍କୁ ହାଜିରା ନୋଟିସ୍

କିଟ୍ ଘଟଣାରେ ଉଚ୍ଚସ୍ତରୀୟ କମିଟିର ତନାଘନା

by Our Correspondent
20 Feb, 2025- 08:45 PM
in Latest News, News
1 min read
0
ଅଚ୍ୟୁତ ସାମନ୍ତଙ୍କୁ ହାଜିରା ନୋଟିସ୍

ଭୁବନେଶ୍ୱର: ନେପାଳୀ ଛାତ୍ରୀ ଆତ୍ମହତ୍ୟା ଏବଂ ପରବର୍ତ୍ତୀ ଘଟଣା ଉପରେ ଆସନ୍ତାକାଲି ପକ୍ଷ ରଖିବେ କିଟ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ । ଏହି ମାମଲାରେ ରାଜ୍ୟ ସରକାର ଗଠନ କରିଥିବା ଉଚ୍ଚସ୍ତରୀୟ କମିଟି ଆଗରେ ହାଜର ହେବା ପାଇଁ ଆଜି ତାଙ୍କୁ ସମନ୍ ପଠାଯାଇଛି । ଆସନ୍ତାକାଲି(ଶୁକ୍ରବାର) ସଂଧ୍ୟା ସାଢ଼େ ୬ଟାରେ ରାଜ୍ୟ ଅତିଥି ଭବନଠାରେ ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ହେବାକୁ ତାଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି ।

କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳ ଛାତ୍ରଛାତ୍ରୀଙ୍କୁ ମାରପିଟ୍ ଘଟଣାର ଅଧିକ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଉଚ୍ଚସ୍ତରୀୟ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କରାଯାଇଛି । ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ଏବଂ ଉଚ୍ଚଶିକ୍ଷା ବିଭାଗର କମିସନ ତଥା ସଚିବ ଟିମ୍ ରେ ସାମିଲ ଅଛନ୍ତି ।

ମାମଲାର ଅନୁଧ୍ୟାନ କରିବାକୁ ଗତକାଲି ଏହି ଟିମ୍ କିଟ୍ କ୍ୟାମ୍ପସ୍ ଯାଇଥିଲେ । କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଲା ତାହା ପଚାରି ବୁଝିବା ସହ ତଥ୍ୟ ସଂଗ୍ରହ କରିଥିଲେ ।

ଇତିମଧ୍ୟରେ କିଟ୍ କ୍ୟାମ୍ପସ୍ ସ୍ୱାଭାବିକ ଅବସ୍ଥାକୁ ଫେରି ଆସିଥିବା ବେଳେ ଛାତ୍ରୀ ଆତ୍ମହତ୍ୟା ପରବର୍ତ୍ତୀ ଘଟଣାରେ ଦୋଷୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ମୁଖ୍ୟ ଗେଟ୍ ସାମନାରେ ଆଜି ସଂଧ୍ୟାରେ ବଜରଙ୍ଗ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । କୌଣସି ଅପ୍ରୀତିକର ପରିସ୍ଥିତି ଏଡ଼ାଇବା ପାଇଁ ବ୍ୟାପକ ପୁଲିସ ମୁତୟନ ହୋଇଥିଲେ ।

ସେପଟେ ମୃତ ଛାତ୍ରୀ ପ୍ରକୃତିଙ୍କ ସ୍ମୃତି ଉଦ୍ଦେଶ୍ୟରେ ତାଙ୍କ ନାମରେ ଏକ ମେଧାବୃତ୍ତି ପ୍ରଦାନ କରାଯିବ ବୋଲି କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଗତକାଲି ଘୋଷଣା କରିଛନ୍ତି । ପ୍ରକୃତିଙ୍କ ବାପାଙ୍କ ପ୍ରସ୍ତାବକ୍ରମେ ଏହି ମେଧାବୃତ୍ତି କିଟ୍ ରେ ପଢ଼ୁଥିବା ନେପାଳର ମେଧାବୀ ଛାତ୍ରଙ୍କୁ ପ୍ରଦାନ କରାଯିବ । ଗତକାଲି ପ୍ରକୃତିଙ୍କ ମୃତଦେହ ତାଙ୍କ ବାପା ଓ ମାମୁଁଙ୍କୁ ହସ୍ତାନ୍ତର ପ୍ରକ୍ରିୟା କାର୍ଯ୍ୟ ଶେଷ ହେବା ପରେ ଶ୍ରୀ ସାମନ୍ତ ତାଙ୍କ ସହ କଥା ହୋଇ ଗଭୀର ଦୁଃଖ ପ୍ରକାଶ କରିବା ସହ ଶାନ୍ତ୍ୱନା ଦେଇଥିଲେ ।

Previous Post

ତାମିଲନାଡୁରେ ଓଡ଼ିଆ ମହିଳାଙ୍କୁ ଗଣଦୁଷ୍କର୍ମ

Next Post

ଅଚ୍ୟୁତଙ୍କୁ ବୋକା ବନାଇଲା କଳିଙ୍ଗ ଟିଭି!

Next Post
ଅଚ୍ୟୁତଙ୍କୁ ବୋକା ବନାଇଲା କଳିଙ୍ଗ ଟିଭି!

ଅଚ୍ୟୁତଙ୍କୁ ବୋକା ବନାଇଲା କଳିଙ୍ଗ ଟିଭି!

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA