Thursday, April 30, 2026 07:14 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଆଇବିଡିପି ପରୀକ୍ଷାରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ସଫଳତା

by Our Correspondent
08 Jul, 2021- 05:52 PM
in Latest News, News
1 min read
0
ଆଇବିଡିପି ପରୀକ୍ଷାରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ସଫଳତା

ଭୁବନେଶ୍ୱର: ଇଣ୍ଟରନ୍ୟାସ୍‍ନାଲ୍‍ ବାକାଲରେଟ୍‍ ଡିପ୍ଲୋମା ପ୍ରୋଗ୍ରାମ୍‍ (ଆଇବିଡିପି) ପରୀକ୍ଷାରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି । ମଙ୍ଗଳବାର ପ୍ରକାଶିତ ପରୀକ୍ଷା ଫଳ ଅନୁସାରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ୨୫ ପ୍ରତିଶତ ଛାତ୍ରଛାତ୍ରୀ ୪୦ ପଏଣ୍ଟରୁ ଊର୍ଦ୍ଧ୍ୱ ସ୍କୋର କରିଥିବା ବେଳେ ସ୍କୁଲ୍‍ର ହାରାହାରି ସଫଳତା ୩୬ ପଏଣ୍ଟ ରହିଛି ।

ସ୍କୁଲ୍‍ର ସାତ୍ତ୍ୱିକ ପାଣିଗ୍ରାହୀ ମୋଟ ୪୫ ପଏଣ୍ଟରୁ ସର୍ବାଧିକ ୪୩ ପଏଣ୍ଟ ସହ ସମସ୍ତ ୬ଟି ଯାକ ବିଷୟରେ ସର୍ବାଧିକ ୭ ପଏଣ୍ଟ ହାସଲ୍‍ କରି ସ୍କୁଲ୍‍ ଟପ୍ପର୍ ଓ ବର୍ଷର ଭାଲେଡିକ୍ଟୋରିଆନ୍‍ ହେବା ସହ ଆମେରିକାର ନିଉୟର୍କ ବିଶ୍ୱବିଦ୍ୟାଳୟରେ ଅର୍ଥନୀତି ପଢ଼ିବା ପାଇଁ ଯୋଗ୍ୟତା ହାସଲ କରିଛନ୍ତି । ସମୀକ୍ଷା ସାମନ୍ତରାୟ ୪୨ ପଏଣ୍ଟ ହାସଲ କରି ସାଲ୍ୟୁଟାଟୋରିଆନ୍‍ ହେବା ସହ ସିଙ୍ଗାପୁରସ୍ଥିତ ନନ୍ୟାଙ୍ଗ ଟେକ୍ନୋଲୋଜିକାଲ ବିଶ୍ୱବିଦ୍ୟାଳୟରେ ପଢ଼ିବା ପାଇଁ ଯୋଗ୍ୟତା ହାସଲ କରିଛନ୍ତି । ସେହିପରି ଭାସ୍ୱତୀ ବାସୁମାତାରି ୪୧ ପଏଣ୍ଟ ସହ ଇଂଲଣ୍ଡର କେମ୍ବ୍ରିଜ୍‍ ଅଧୀନସ୍ଥ ଟ୍ରିନିଟି କଲେଜ ଓ ଜୟଦୀପ ଦାଶ ୪୦ ପଏଣ୍ଟ ସହ ଲଣ୍ଡନର ଇମ୍ପେରିଆଲ୍‍ କଲେଜରେ ପଢ଼ିବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ସୂର୍ଯ୍ୟାଂଶ ବଳ ଓ ସ୍ୱାଧୀନ ରାଉତ କାନାଡ଼ାର ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ, ଊନିକା ଦାଶ ଇଂଲଣ୍ଡର ୟୁନିଭରସିଟି ଅଫ୍‍ ସେଫିଲ୍‍ଡରେ ଉଚ୍ଚଶିକ୍ଷା ପାଇବା ପାଇଁ ଯୋଗ୍ୟତା ହାସଲ କରିଥିବା ବେଳେ ବି. ଅଙ୍କିତ ପାତ୍ର ଆମେରିକାର ପରଡିଉ ବିଶ୍ୱବିଦ୍ୟାଳୟ ଓ ଅଙ୍କିତା ନାୟକ ଇଂଲଣ୍ଡର ୱାରିକ୍‍ ଓ କିଙ୍ଗସ କଲେଜରେ ପଢ଼ିବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି ।

ସମସ୍ତ ସଫଳ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ। ମହାମାରୀ ସତ୍ତ୍ୱେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଆଇବିଡିପି ଛାତ୍ରଛାତ୍ରୀମାନେ ପୂର୍ବ ଧାରା ବଜାୟ ରଖି ବ୍ୟାପକ ସଫଳତା ହାସଲ କରିପାରିଛନ୍ତି । ଶ୍ରୀ ସାମନ୍ତ ଏଥିପାଇଁ ସ୍କୁଲ୍‍ର ଚେୟାରପର୍ସନ ଡ. ମୋନା ଲିସା ବଳ, ଅଧ୍ୟକ୍ଷ ଡ. ସଞ୍ଜୟ ସୁଆର ଓ ଇଣ୍ଟରନ୍ୟାସ୍‍ନାଲ୍‍ କରିକୁଲମ୍‍ ମୁଖ୍ୟ ନନ୍ଦିତା ମିଶ୍ରଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ସୂଚନାଯୋଗ୍ୟ ଓଡ଼ିଶାର ଏକମାତ୍ର ସ୍କୁଲ୍‍ ଭାବେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଆଇବିଡିପି ପାଠ୍ୟକ୍ରମ ପ୍ରଦାନ କରିଆସୁଛି । ଏହା ଦ୍ୱାରା ଏହି ଡିପ୍ଲୋମା ପ୍ରୋଗ୍ରାମ ଛାତ୍ରଛାତ୍ରୀଙ୍କୁ ବିଦେଶରେ ଉଚ୍ଚଶିକ୍ଷା ଲାଭ କରିବାରେ ସହାୟକ ହେଉଛି ।

Previous Post

ଧର୍ମେନ୍ଦ୍ର, ବୈଷ୍ଣବ କାହାର ?

Next Post

ମହାପ୍ରଭୁଙ୍କ ନୀତିକାନ୍ତି ତଥା କୋଭିଡ ନିୟମ ପାଳନ ଉପରେ ଗୁରୁତ୍ଵ

Next Post
ମହାପ୍ରଭୁଙ୍କ ନୀତିକାନ୍ତି ତଥା କୋଭିଡ ନିୟମ ପାଳନ ଉପରେ ଗୁରୁତ୍ଵ

ମହାପ୍ରଭୁଙ୍କ ନୀତିକାନ୍ତି ତଥା କୋଭିଡ ନିୟମ ପାଳନ ଉପରେ ଗୁରୁତ୍ଵ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA