Tuesday, April 21, 2026 11:55 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କିଟ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ର ହଂସ ଦାରୁକ ରାଜ୍ୟ ଟପ୍ପର୍

ଜେଇଇ ଆଡଭାନ୍‍ସଡ୍ ୨୦୨୫ ଫଳାଫଳ ପ୍ରକାଶ

by Our Correspondent
03 Jun, 2025- 08:43 PM
in Latest News, News
1 min read
0
କିଟ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ର ହଂସ ଦାରୁକ ରାଜ୍ୟ ଟପ୍ପର୍

ଭୁବନେଶ୍ୱର: ଜେଇଇ ଆଡଭାନ୍‍ସଡ ୨୦୨୫ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବା ବେଳେ କିଟ ଇଣ୍ଟରନ୍ୟାସନାଲ ସ୍କୁଲ ପୁଣି ଥରେ ଏହାର  ଶୈକ୍ଷିକ ଉତ୍କର୍ଷତା ପ୍ରମାଣିତ କରିଛି। କିଟ ଇଣ୍ଟରନ୍ୟାସନାଲ ସ୍କୁଲ ଛାତ୍ର ହଂସ ଦାରୁକ ସର୍ବଭାରତୀୟ ରାଙ୍କ ୩୯ରେ ରହି ରାଜ୍ୟ ଟପ୍‍ପର ହେବାର ରାଜ୍ୟ ପାଇଁ ଗୌରବ ଅର୍ଜନ କରିଛନ୍ତି। କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ମୋଟ ୧୩ ଜଣ ଛାତ୍ରଛାତ୍ରୀ ଜେଇଇ ଆଡଭାନ୍ସଡ୍ ୨୦୨୫ରେ କୃତୀତ୍ୱ ହାସଲ୍‍ କରି ପ୍ରତିଷ୍ଠିତ ଭାରତର ପ୍ରମୁଖ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ ଆଇଆଇଟିରେ ପ୍ରବେଶ ପାଇଁ ଯୋଗ୍ୟତା ହାସଲ କରିଛନ୍ତି।

ସ୍କୁଲର ଅନ୍ୟ ୧୨ ଜଣ ସଫଳ ଛାତ୍ରଛାତ୍ରୀ ସମ୍ମାନ ପୋଦ୍ଦାର, ଶ୍ରେୟସ ସାମନ୍ତରାୟ, ସ୍ୱୟମ କୃଷ୍ଣ ମନୋହରୀ, ଆଦିତ୍ୟ ନାୟକ, କୃଷ୍ଣାଂସୁ ମହାନ୍ତି, ରଶ୍ମୀ ରଂଜନ ବସ୍ତିଆ, ଅମୃତାଂଶୁ ଦାଶ, ପ୍ରଭୁଦତ୍ତ ପୃଷ୍ଟି, ସାଇ ସର୍ବେଶ ଥାଟୋଇ, ଋଗବେଦ ସାଇ ମହାରଥୀ, ସାତ୍ୱିକ ମିଶ୍ର, ଏବଂ ହର୍ଷବର୍ଦ୍ଧନ ସିଂହ ସିଦାର ସର୍ବଭାରତୀୟ ରାଙ୍କ ହାସଲ କରି ଆଇଆଇଟିରେ ପ୍ରବେଶ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଏହି ସଫଳତା କିଟ ଇଂଟରନ୍ୟାସନାଲ ସ୍କୁଲ ଛାତ୍ରଛାତ୍ରୀଙ୍କ ଉତ୍ସର୍ଗ, କଠିନ ପରିଶ୍ରମର ପ୍ରମାଣ ଓ କିଟ ଇଣ୍ଟରନ୍ୟାସନାଲ ସ୍କୁଲରେ ଉଚ୍ଚମାନର ଶୈକ୍ଷିକ ବ୍ୟବସ୍ଥା ପ୍ରତିପାଦିତ କରୁଛି। ଏହି ଖବରରେ କିଟ ଓ କିସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସମସ୍ତ ସଫଳ ଛାତ୍ରଛାତ୍ରୀ, ସେମାନଙ୍କ ଅଭିଭାବକ ଓ କିଟ ଇଣ୍ଟରନ୍ୟାସନାଲ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସେମାନଙ୍କ କଠିନ ପରିଶ୍ରମ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଏହା ସହ ସ୍କୁଲର ଚେୟାରପର୍ସନ ଡ ମୋନାଲିସା ବଳ ଓ ଅଧ୍ୟକ୍ଷ ଡ ସଞ୍ଜୟ ସୁଆରଙ୍କୁ ମଧ୍ୟ ଶ୍ରୀ ସାମନ୍ତ ଅଭିନନ୍ଦନ ଜଣାଇଛନ୍ତି।

Previous Post

ଅତ୍ୟାଧୁନିକ ସ୍ୱୟଂ ସମ୍ପୂର୍ଣ୍ଣ ହେବ କଳିଙ୍ଗ ଷ୍ଟୁଡ଼ିଓ

Next Post

ସୋଆ ଏସ୍ଏଚ୍ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

Next Post
ସୋଆ ଏସ୍ଏଚ୍ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ସୋଆ ଏସ୍ଏଚ୍ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA