ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶିତ ହୋଇଛି । ଏଥିରେ କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସ୍କୁଲ୍ର ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି।








