ଭୁବନେଶ୍ୱର: ପଟିଆ ଗ୍ରାମ ମଙ୍ଗଳ ସମିତି ଆନୁକୂଲ୍ୟରେ ପଟିଆ ଗାଁରେ ଅନୁଷ୍ଠିତ ନିଯୁକ୍ତି ମେଳାରେ କିଟ୍ ପକ୍ଷରୁ ୧୨୫ଜଣଙ୍କୁ ନିଯୁକ୍ତି ଦିଆଯାଇଛି । ଶନିବାର ଅନୁଷ୍ଠିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପଟିଆ ଗାଁର ୧୨୫ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ।








