Monday, May 25, 2026 03:30 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଭାରତରେ ୫ମ ସ୍ଥାନରେ କିଟ୍ ବିଶ୍ୱବିଦ୍ୟାଳୟ

by Our Correspondent
21 Jun, 2025- 09:54 PM
in Latest News, News
1 min read
0
ଭାରତରେ ୫ମ ସ୍ଥାନରେ କିଟ୍ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ଟାଇମ୍‍ସ ହାୟର ଏଜୁକେସନ (ଟିଏଚଇ) ଏକ ସର୍ଜନାତ୍ମକ ପଦ୍ଧତିରେ ପ୍ରତ୍ୟେକ ବିଶ୍ୱବିଦ୍ୟାଳୟର ସାମାଜିକ ପ୍ରଭାବ କଣ ଅଛି ତାର ମୂଲ୍ୟାଙ୍କନ କରି ରାଙ୍କ ପ୍ରଦାନ କରିଥାଏ। ଏହି ପରିପ୍ରେକ୍ଷୀରେ ବିଶ୍ୱର ଯେଉଁ ବିଶ୍ୱବିଦ୍ୟାଳୟଗୁଡିକ ସାମାଜିକ ପ୍ରଭାବ ଉପରେ କାର୍ଯ୍ୟ କରନ୍ତି ସେହି ଅନୁଷ୍ଠାନଗୁଡିକ ଏଥିରେ ଅଂଶଗ୍ରହଣ କରନ୍ତି। କିଟ୍ ଏହି ରାଙ୍କିଙ୍ଗରେ ପ୍ରତିବର୍ଷ ଅଂଶଗ୍ରହଣ କରିଥାଏ । ଏଥିରେ ଉନ୍ନତ ପ୍ରଦର୍ଶନ କରି ପ୍ରତିବର୍ଷ କିଟ୍‌ର ସ୍ଥାନ ଉପରକୁ ଉଠିଥାଏ। ଚଳିତବର୍ଷ ମଧ୍ୟ କିଟ୍ ଟାଇମ୍‍ସ ହାୟର ଏଜୁକେସନ ଇମ୍ପାକ୍ଟ ଗ୍ଲୋବାଲ ରାଙ୍କିଙ୍ଗ ୨୦୨୫ରେ କିଟ୍ ବହୁତ ଭଲ ପ୍ରଦର୍ଶନ କରିଛି । ୩ ଟି ମାନଦଣ୍ଡ ଆଧାରରେ ଚଳିତ ବର୍ଷ କିଟ୍ ବେଶ ପ୍ରଭାବୀ ରାଙ୍କ ହାସଲ କରିଛି। ଅସମାନତା ହ୍ରାସ (ଏସ୍‍ଡିଜି-୧୦) ଓ ଶାନ୍ତି, ନ୍ୟାୟ ଏବଂ ସଶକ୍ତ ପ୍ରତିଷ୍ଠାନ (ଏସ୍‍ଡିଜି-୧୬), ସୁଲଭ ଓ ସ୍ୱଚ୍ଛ ଉର୍ଜା (ଏସ୍‍ଡିଜି-୭)ରେ ଦେଶର ପ୍ରଥମ ସ୍ଥାନରେ କିଟ୍ ବିଶ୍ୱବିଦ୍ୟାଳୟ ରହିଥିବା ବେଳେ ଗୁଣାତ୍ମକ ଶିକ୍ଷା (ଏସ୍‍ଡିଜି-୪)ରେ ଭାରତରେ କିଟ୍ ୩ୟ ସ୍ଥାନରେ ରହିଛି। ଇମ୍ପାକ୍ଟ ରାଙ୍କିଙ୍ଗରେ ସାମଗ୍ରିକ ଭାବେ କିଟ୍ ବିଶ୍ୱବିଦ୍ୟାଳୟ ସମସ୍ତ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡିକ ମଧ୍ୟରେ ୫ମ ସ୍ଥାନରେ ରହିଛି। ଜାତିସଂଘର ସ୍ଥାୟୀ ବିକାଶ ଲକ୍ଷ୍ୟ (ଏସଡିଜି)କୁ ଆଗକୁ ନେବାରେ ବିଶ୍ୱବିଦ୍ୟାଳୟଗୁଡ଼ିକର ପ୍ରଦର୍ଶନ ଉପରେ ମୂଲ୍ୟାଙ୍କନ ଆଧାରରେ ଚଳିତବର୍ଷ ବିଶ୍ୱର ୧୩୦ଟି ଦେଶର ପ୍ରାୟ ୨୪ଶହରୁ ଅଧିକ ଖ୍ୟାତି ସଂପନ୍ନ ବିଶ୍ୱବିଦ୍ୟାଳୟ ଏହି ରାଙ୍କିଙ୍ଗରେ ଅଂଶଗ୍ରହଣ କରିଥିଲେ। ସେଥିମଧ୍ୟରୁ କିଟ୍ ବିଶ୍ୱରେ ୧୦୧ କୋହର୍ଟ ମଧ୍ୟରେ ରହିଛି ।

କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କିଟ୍‌ର ସଫଳତା ଉପରେ ନିଜ ପ୍ରତିକ୍ରିୟାରେ କହିଛନ୍ତି, କିଟ୍ ଏକ ଛୋଟ ଅନୁଷ୍ଠାନରୁ ଆରମ୍ଭ ହୋଇଥିଲା ବେଳେ ଏହା ବିଶ୍ୱର ସମସ୍ତ ଅନୁବନ୍ଧନ ଓ ରାଙ୍କିଙ୍ଗରେ ନିଜର ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଛି। ଏବେ କିଟ୍‍ ବିଶ୍ୱର ସମସ୍ତ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ସହ ସମକକ୍ଷ ହେବା ପାଇଁ ଯୋଗ୍ୟତା ଅର୍ଜନ କରିଛି। ଭାରତରେ କିଟ୍ ଏକ ଅଗ୍ରଣୀ ବିଶ୍ୱବିଦ୍ୟାଳୟ ଭାବରେ ମଧ୍ୟ ଏକ ଉଲ୍ଲେଖନୀୟ ପ୍ରଭାବ ପକାଇ ପାରିଛି। ଏହିସବୁ ରାଙ୍କିଙ୍ଗରେ କିଟ୍‌ର ଲଗାତାର ସଫଳତା ନିରନ୍ତର ଶିକ୍ଷା, ସ୍ଥାୟୀତ୍ୱ, ଅନ୍ତର୍ଭୁକ୍ତି ଏବଂ ବିଶ୍ୱ ସହଯୋଗ କ୍ଷେତ୍ରରେ ଉତ୍କର୍ଷତା ପ୍ରତି ଏହାର ପ୍ରତିବଦ୍ଧତା ପ୍ରତିପାଦନ କରୁଛି ବୋଲି ସେ କହିଛନ୍ତି। 

Previous Post

ମୋଦୀ ଭାଷଣରେ କ’ଣ କହିଲେନି…

Next Post

ଡାଇରିଆ ପରିସ୍ଥିତି ନିୟନ୍ତ୍ରଣାଧିନ, ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Next Post
ଡାଇରିଆ ପରିସ୍ଥିତି ନିୟନ୍ତ୍ରଣାଧିନ, ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଡାଇରିଆ ପରିସ୍ଥିତି ନିୟନ୍ତ୍ରଣାଧିନ, ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA