Friday, January 16, 2026 01:03 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News Health

ବେତନଟୀରେ ଖୋଲିବ କିମ୍‌ସ-ଶୁଭ୍ରା ରୁରାଲ୍ ହସ୍‌ପିଟାଲ୍

କିମ୍‌ସ ଓ ଶୁଭ୍ରା ଫାଉଣ୍ଡେସନ୍ ମିଳିତ ସହଯୋଗ

by Our Correspondent
26 Aug, 2025- 08:59 PM
in Health, Latest News, News
1 min read
0
ବେତନଟୀରେ ଖୋଲିବ କିମ୍‌ସ-ଶୁଭ୍ରା ରୁରାଲ୍ ହସ୍‌ପିଟାଲ୍

ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲା ବେତନଟୀ ଅନ୍ତର୍ଗତ କୁଂଚିଶୋଳ ଗ୍ରାମରେ ଏକ ରୁରାଲ ହସ୍‌ପିଟାଲ୍ ଚଳାଇବା ପାଇଁ ଭୁବନେଶ୍ୱରର କିମ୍‌ସ ଓ ଗୁଜରାଟର ଶୁଭ୍ରା ଫାଉଣ୍ଡେସନ୍ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଯାଇଛି । ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‌, କିସ୍ ଓ କିମ୍‌ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଓ ଶୁଭ୍ରା ପ୍ରିୟମ୍ବଦା ଫାଉଣ୍ଡେସନ୍‌ର ନିର୍ଦ୍ଦେଶିକ ସ୍ମିତା ମୁର୍ମଙ୍କ ଉପସ୍ଥିତରେ ଏହି ବୁଝାମଣାପତ୍ର ସ୍ୱାକ୍ଷର ହୋଇଯାଇଛି । ଶୁଭ୍ରା ପ୍ରିୟମ୍ବଦା ଫାଉଣ୍ଡେସନ୍ ପକ୍ଷରୁ ବଦ୍ରି ମହାପାତ୍ର ଓ କିମ୍‌ସ ପକ୍ଷରୁ ଏହାର ଗ୍ରୁପ୍ ନିର୍ଦ୍ଦେଶକ ଦିଲ୍ଲୀପ ପଣ୍ଡା ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିଲେ । ବୁଝାମଣା ଅନୁଯାୟୀ ହସ୍‌ପିଟାଲ୍ ପାଇଁ ଶୁଭ୍ରା ପ୍ରିୟମ୍ବଦା ଫାଉଣ୍ଡେସନ୍ ପକ୍ଷରୁ ସମସ୍ତ ଭିତିଭୂମି ଯୋଗାଇ ଦିଆଯାଇଛି । କିମ୍‌ସ ହସ୍‌ପିଟାଲ୍‌ର କ୍ଲିନିକାଲ୍ ଏଷ୍ଟାବ୍ଲିସ୍‌ମେଂଟ, ଅପରେସନ୍ ଓ ସମସ୍ତ ପ୍ରଶାସନିକ ଦାୟିତ୍ୱ ବହନ କରିବ ।

ସୂଚନାଯୋଗ୍ୟ, ସ୍ମିତା ମୁର୍ମୁ ଏକ ସମ୍ଭ୍ରାନ୍ତ ପରିବାରରୁ ଆସିଥିବା ବେଳେ ଗତ ୩୦ବର୍ଷ ଧରି ମୟୂରଭଞ୍ଜ ଜିଲ୍ଲାର ବେତନଟୀ ସମେତ ସ୍ଥାନୀୟ ଅଂଚଳରେ ସ୍ୱାସ୍ଥ୍ୟସେବା ତଥା ଅନ୍ୟାନ୍ୟ ସମାଜ ମଙ୍ଗଳ କ୍ଷେତ୍ରରେ କାର୍ଯ୍ୟ କରିଆସୁଛନ୍ତି । କିମ୍‌ସ ଓ ଶୁଭ୍ରା ପ୍ରିୟମ୍ବଦା ହସ୍‌ପିଟାଲ୍ ହେଲେ ଏହା ଦ୍ୱାରା ବେତନଟୀ ତଥା ସ୍ଥାନୀୟ ଅଂଚଳର ଜନଜାତି ଓ ବହୁ ଜନସାଧାରଣ ଉପକୃତ ହୋଇପରିବେ । ବେତନଟୀର କୁଂଚିଶୋଳ ଗ୍ରାମ ହେଉଛି ଓଡ଼ିଶା ତଥା ଭାରତର ଗର୍ବ ଓ ଗୌରବ ଜମ୍ମୁ କାଶ୍ମୀରର ପ୍ରଥମ ଏଲ୍‌ଜି ତଥା ଭାରତର ପୂର୍ବତନ ସିଏଜି ଡ. ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ଜନ୍ମିତ ଗ୍ରାମ । ଏଥିରେ ଖୁସି ବ୍ୟକ୍ତ କରି କିଟ୍‌, କିସ୍ ଓ କିମ୍‌ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଛନ୍ତି ଆମେ ସ୍ୱାସ୍ଥ୍ୟ କ୍ଷେତ୍ରରେ ବ୍ୟାପକ କାର୍ଯ୍ୟ କରିଆସୁଛୁ । କିମ୍‌ସ-ଶୁଭ୍ରା ପ୍ରିୟମ୍ବଦା ହସ୍‌ପିଟାଲ୍ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି ବୋଲି ସୂଚନା ଦେଇଛନ୍ତି ।

Previous Post

ଯୁବ, ଛାତ୍ର ବିଜେଡିର ନୂଆ ଚେହେରା

Next Post

“ଜୟ ଓଡ଼ିଶା”ର ୧୭ତମ ରକ୍ତଦାନ ଶିବିର

Next Post
“ଜୟ ଓଡ଼ିଶା”ର ୧୭ତମ ରକ୍ତଦାନ ଶିବିର

"ଜୟ ଓଡ଼ିଶା"ର ୧୭ତମ ରକ୍ତଦାନ ଶିବିର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19146 shares
    Share 7658 Tweet 4787
  • ନବୀନ..ନବୀନ, ମୋହନ..ମୋହନ

    16593 shares
    Share 6637 Tweet 4148
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7295 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5811 shares
    Share 2324 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5481 shares
    Share 2192 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA