Friday, May 15, 2026 03:41 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ହିଟ୍‍-କୋଲ୍‍ଡ ବ୍ରୋଙ୍କୋସ୍କୋପିକ୍ ପଦ୍ଧତିରେ ଫୁସ୍‍ଫୁସ୍‍ରୁ ବାହାରିଲା ଟୁମର୍‍

କିମ୍‍ସରେ ବିରଳ ଅସ୍ତ୍ରୋପଚାର

by Our Correspondent
19 Jul, 2025- 07:50 PM
in Health, Latest News, News
1 min read
0
ହିଟ୍‍-କୋଲ୍‍ଡ ବ୍ରୋଙ୍କୋସ୍କୋପିକ୍ ପଦ୍ଧତିରେ ଫୁସ୍‍ଫୁସ୍‍ରୁ ବାହାରିଲା ଟୁମର୍‍

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ କିମ୍‌ସର ଡାକ୍ତରମାନେ ଏକ ଅଭିନବ ପ୍ରଣାଳୀରେ ଜଣେ ରୋଗୀଙ୍କ ଫୁସ୍‌ଫୁସ୍‌ରୁ ଏକ ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି। ଜଣେ ୪୦ ବର୍ଷୀୟ ମହିଳାଙ୍କଠାରେ କାର୍ସିନଏଡ୍ ଟ୍ୟୁମର ଭଳି ଏକ ବିରଳ ପ୍ରକାରର ଫୁସଫୁସ ଟ୍ୟୁମର ଚିହ୍ନଟ ହେବା ପରେ ରୋଗୀ ଜଣକ ୨୦୨୩ ମସିହାରେ ରେଡିଏସନ୍ ଥେରାପି ନେଇଥିଲେ। ରୋଗୀ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବା ସହ ତାଙ୍କୁ ନିରନ୍ତର କାଶ ହେଉଥିଲା। ତେବେ ମହିଳାଙ୍କ ଶ୍ୱାସନଳୀର ଅଧାରୁ ଅଧିକ ଅଂଶ ଏକ ମାଂସ ପିଣ୍ଡ ଭଳି କିଛି ଅବରୋଧ କରୁଥିବା ଜୁନ୍ ୨୦୨୫ ରେ ତାଙ୍କଠାରେ ପୁନର୍ବାର କରାଯାଇଥିବା ସ୍କାନରୁ ଜଣାପଡ଼ିଥିଲା।

କିମ୍‌ସର ଇଣ୍ଟରଭେନସନାଲ ପଲମୋନୋଲୋଜି ବିଶେଷଜ୍ଞ ଦଳ ଏହି ଚ୍ୟାଲେଞ୍ଜର ମୁକାବିଲା କରିବା ପାଇଁ ଏକ ଅଭିନବ ଉପାୟ ଅବଲମ୍ବନ କରିଥିଲେ। କାର୍ଡିଓଥୋରାସିକ୍ ଅପରେଟିଂ ଥିଏଟରରେ ସାଧାରଣ ଆନାସ୍ଥେସିଆ ଦେଇ ସେମାନେ ରୋଗୀଙ୍କଠାରେ ଏକ ନମନୀୟ ବ୍ରୋଙ୍କୋସ୍କୋପ୍ ପ୍ରବେଶ କରାଇଥିଲେ। ପରେ ହିଟ୍ ଆଣ୍ଡ କୋଲ୍‌ଡ ପଦ୍ଧତି ଜରିଆରେ ଉତ୍ତାପ ନିୟନ୍ତ୍ରଣ ପ୍ରକ୍ରିୟା ବ୍ୟବହାର କରି ଟ୍ୟୁମରର ସଫଳ ଅସ୍ତ୍ରୋପଚାର କରାଯାଇଥିଲା।

କିମ୍‌ସ ଇଣ୍ଟରଭେନସନାଲ ପଲମୋନୋଲୋଜି ବିଭାଗର ଡା ଦେବାଶିଷ ବେହେରା, ଡା ସ୍ୱଦୀପ ମିଶ୍ର ଏବଂ ଡା ସୁଶାନ୍ତ ମିଶ୍ର ଏହି ଜଟିଳ ଅସ୍ତ୍ରୋପଚାରର ନେତୃତ୍ୱ ନେଇଥିଲେ। ଡା ଅଶୋକ କୁମାର ବଡ଼ମାଳି, ଡା ଜ୍ଞାନ ରଞ୍ଜନ ମିଶ୍ରଙ୍କ କାର୍ଡିଆକ୍ ଆନାସ୍ଥେସିଆ ଦଳ ଏଥିରେ ସଂପୂର୍ଣ୍ଣ ସହଯୋଗ କରିଥିଲେ। ଏହା ବ୍ୟତୀତ ପଲମୋନୋଲୋଜିର ରେସିଡେଣ୍ଟ ଡା ଅଭିଷେକ ଦାସ, ଡା ନିଖିଲ କୃଷ୍ଣ ଏବଂ ଡା ଦେବ ଗର୍ଗ ମଧ୍ୟ ଏହି ଅସ୍ତ୍ରୋପଚାରରେ ସାମିଲ ହୋଇଥିଲେ। ଏଭଳି ବିରଳ ଅସ୍ତ୍ରୋପଚାର ପାଇଁ କିଟ୍‌, କିସ୍ ଓ କିମ୍‌ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଏଥିରେ ସାମିଲ୍ ହୋଇଥିବା ଡାକ୍ତରୀ ଦଳ ଓ କର୍ମଚାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Previous Post

ଜୁଲାଇ ୨୧ରୁ ଏଆଇସିଟିଇ ଏବଂ ଆଇବିସିଏସ୍ ପକ୍ଷରୁ ପାଂଚ ଦିନିଆ ଏଫଡିପି

Next Post

ଛାତ୍ରୀଙ୍କ ସୁରକ୍ଷା ପାଇଁ ‘ଶକ୍ତିଶ୍ରୀ ଯୋଜନା’

Next Post
ଛାତ୍ରୀଙ୍କ ସୁରକ୍ଷା ପାଇଁ ‘ଶକ୍ତିଶ୍ରୀ ଯୋଜନା’

ଛାତ୍ରୀଙ୍କ ସୁରକ୍ଷା ପାଇଁ 'ଶକ୍ତିଶ୍ରୀ ଯୋଜନା'

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA