Sunday, February 22, 2026 05:21 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଜନଜାତି କଲ୍ୟାଣ ଓ ମହିଳା ସଶକ୍ତିକରଣ ପାଇଁ କିସ୍‍ ଓ ନୱା ମଧ୍ୟରେ ବୁଝାମଣା

by Our Correspondent
25 Aug, 2022- 08:17 PM
in Latest News
1 min read
0
ଜନଜାତି କଲ୍ୟାଣ ଓ ମହିଳା ସଶକ୍ତିକରଣ ପାଇଁ କିସ୍‍ ଓ ନୱା ମଧ୍ୟରେ ବୁଝାମଣା

ଭୁବନେଶ୍ୱର: କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ସୋସିଆଲ୍‍ ସାଇନ୍‍ସେସ୍‍ (କିସ୍‍) ଓ ନାଭି ୱେଲଫାୟାର ଓ ୱେଲ୍‍ନେସ୍‍ ଆସୋସିଏସନ (ନୱା) ମଧ୍ୟରେ ଏକ ବୁଝାମଣାପତ୍ର ଗୁରୁବାର ସ୍ୱାକ୍ଷରିତ ହୋଇଛି । ଏହି ବୁଝାମଣ ପତ୍ରରେ କିସ୍‍ ପକ୍ଷରୁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସ୍ୱାକ୍ଷର କରିଥିବା ବେଳେ ନୱା ପକ୍ଷରୁ ଏହାର ସଭାପତି କାଲା ହରି କୁମାର ଏଥିରେ ସ୍ୱାକ୍ଷର କରିଛନ୍ତି । ଏହି ବୁଝାମଣପତ୍ର ଅନୁଯାୟୀ ଉଭୟ କିସ୍‍ ଓ ନୱା ମିଳିତ ଭାବେ ଜନଜାତି କନ୍ୟାଶିଶୁଙ୍କ କଲ୍ୟାଣ, ଆତ୍ମନିର୍ଭରତା, ମହିଳା ସଶକ୍ତିକରଣ, ଶୈକ୍ଷିକ ବିନିମୟ କାର୍ଯ୍ୟକ୍ରମ ଆଦିର ପ୍ରୋତ୍ସାହନ ଦିଗରେ କାର୍ଯ୍ୟ କରିବେ । କିସ୍‍ର ଜନଜାତି ଛାତ୍ରଛାତ୍ରୀଙ୍କ କଲ୍ୟାଣ ଓ ଆକାଂକ୍ଷାର ପ୍ରୋତ୍ସାହନ ନିମନ୍ତେ ନୱା ଆବଶ୍ୟକ ସହାୟତା ଯୋଗାଇଦେବ । ସେହିପରି କିଟ୍‍ ମାଧ୍ୟମରେ କିସ୍‍ ନୌସେନା ପରିବାରର ପିଲାମାନଙ୍କୁ ଉଚ୍ଚତର ବୈଷୟିକ ଶିକ୍ଷା ଯୋଗାଇଦେବ ।

ଏହି ଅବସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‍ ଓ କିସ୍‍ର ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇ ଶ୍ରୀମତୀ ହରିକୁମାର କହିଲେ, ତୁମେମାନେ ଦେଶଠାରୁ କିଛି ଆଶା ରଖିବା ଅପେକ୍ଷା ତୁମେମାନେ ଦେଶପାଇଁ କଣ କରିପାରିବ ସେହି କଥା ଚିନ୍ତା କରିବା ଆବଶ୍ୟକ । ସମଗ୍ର ବିଶ୍ୱକୁ ପରିବର୍ତ୍ତନ କରିବାର କ୍ଷମତା ଶିକ୍ଷାର ରହିଛି । ପ୍ରତ୍ୟେକ ପରିବାର ଓ ସମାଜର ମୁଳଦୂଆ ହେଉଛି ଶିକ୍ଷା । ସକରାତ୍ମକ ପରିବର୍ତ୍ତନ ଆଣିବାରେ ଛାତ୍ରଛାତ୍ରୀମାନଙ୍କର କ୍ଷମତା ରହିଛି । ତେଣୁ ସବୁବେଳେ ଧୈର୍ଯ୍ୟର ସହ ସକାରାତ୍ମକ ମନୋଭାବ ରଖିଲେ ତୁମର ପ୍ରତ୍ୟେକ ଆଶା ଠିକ୍‍ ସମୟରେ ପୂରଣ ହୋଇପାରିବ ବୋଲି ଶ୍ରମତୀ ହରି କୁମାର ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ଶ୍ରୀ ସାମନ୍ତ କହିଲେ, ଶିକ୍ଷା ହେଉଛି ଶିଶୁର ତୃତୀୟ ନୟନ । ଶିକ୍ଷା ହେଉଛି ପରିବାର, ସମାଜ, ରାଜ୍ୟ ଓ ଦେଶର ବିକାଶର ମୂଳ ଆଧାର । ଜନଜାତି ପିଲାଙ୍କ କଲ୍ୟାଣ ନିମନ୍ତେ କିସ୍‍ ସହ ବୁଝାମଣାପତ୍ର ସ୍ୱାକ୍ଷର କରିଥିବାରୁ ସେ ନୱା ଓ ଶ୍ରୀମତୀ ହରି କୁମାରଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

କିଟ୍‍ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସସ୍ମିତାରାଣୀ ସାମନ୍ତ କହିଲେ, ଜନଜାତି ପିଲାଙ୍କ କଲ୍ୟାଣ ଓ ମହିଳା ସଶକ୍ତିକରଣ ଦିଗରେ କିସ୍‍ ଓ ନୱା ମିଳିତ ଭାବେ କାର୍ଯ୍ୟ କରି ଏକ ନୂତନ ଦିଗନ୍ତ ସୃଷ୍ଟି କରିବେ ।

ଏହି କାର୍ଯ୍ୟକ୍ରମରେ କିଟ୍‍, କିସ୍‍ ଓ ଭାରତୀୟ ନୌସେନାର ବହୁ ପଦସ୍ଥ ଅଧିକାରୀ ଉପସ୍ଥିତ ଥିଲେ ।

Previous Post

VSSUT ପାଇଁ ହଜାରେ କୋଟି

Next Post

ଇକୋନୋମିକ ଟାଇମ୍ସ ପକ୍ଷରୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ

Next Post
ଇକୋନୋମିକ ଟାଇମ୍ସ ପକ୍ଷରୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ

ଇକୋନୋମିକ ଟାଇମ୍ସ ପକ୍ଷରୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA