Tuesday, May 13, 2025 09:42 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଜାତିସଂଘ ପକ୍ଷରୁ କିସ୍‍କୁ ବିଶ୍ୱର ଶ୍ରେଷ୍ଠ ସାକ୍ଷରତା ପୁରସ୍କାର

by Our Correspondent
08 Sep, 2022- 11:48 PM
in Latest News, News
1 min read
0
ଜାତିସଂଘ ପକ୍ଷରୁ କିସ୍‍କୁ ବିଶ୍ୱର ଶ୍ରେଷ୍ଠ ସାକ୍ଷରତା ପୁରସ୍କାର

ଭୁବନେଶ୍ୱର: ଆଜି କିସ୍‍ ସମେତ ସମଗ୍ର ବିଶ୍ୱରେ ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳିତ ହେଉଥିବା ବେଳେ କିସ୍‍କୁ ମଳିଛି ବିଶ୍ୱସ୍ତରରେ ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ । ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ କିସ୍‍କୁ ମିଳିଛି ସମ୍ମାନଜନକ ୟୁନେସ୍କୋ ଇଣ୍ଟରନ୍ୟାସ୍‍ନାଲ୍‍ ଲିଟେରାସି ପୁରସ୍କାର- ୨୦୨୨ । ଆଜି ଆଫିକ୍ରାର ଡି ଆଇଭୋର କୋଷ୍ଟଠାରେ ୟୁନେସ୍କୋ ପକ୍ଷରୁ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ କିସ୍‍ର ପ୍ରତିନିଧି ଏହି ପୁରସ୍କାର ଗ୍ରହଣ କରିଥିଲେ । ପୁରସ୍କାର ବାବଦରେ କିସ୍‍କୁ ୨୦ ହଜାର ଆମେରିକୀୟ ଡଲାର ଓ ମେଡାଲ୍‍ ଓ ପ୍ରଶସ୍ତିପତ୍ର ପ୍ରଦାନ କରଯାଇଥିଲା ।

ଏହି ଅନ୍ତର୍ଜାତୀୟ ଶିକ୍ଷା ପୁରସ୍କାର ପାଇବାରେ କିସ୍‍ ବିଶ୍ୱର ପ୍ରଥମ ଜନଜାତି ଅନୁଷ୍ଠାନ ହୋଇଥିବା ବେଳେ ଭାରତର ସମସ୍ତ ଘରୋଇ ଓ ସରକାରୀ ଅନୁଷ୍ଠାନ କ୍ଷେତ୍ରରେ ୫ମ ଅନୁଷ୍ଠାନ ଓ ତୃତୀୟ ଏନ୍‍ଜିଓ । ଏହା ଓଡିଶା ତଥା ଭାରତ ପାଇଁ ଗର୍ବ ଓ ଗୌରବର ବିଷୟ । ଆଜି ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳନ ଅବସରରେ କିସ୍‍ର ୩୦ ହଜାର ଛାତ୍ରଛାତ୍ରୀ ଏହି ଖୁସିରେ ଉତ୍ସବ ମନାଇଥିଲେ । ଶ୍ରୀ ସାମନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଲଡୁ ବଣ୍ଟନ ସହ ଶୁଭେଚ୍ଛା ଜଣାଇଥିଲେ ।

ଶିକ୍ଷାବିତ୍‍ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ପ୍ରତିଷ୍ଠିତ କିସ୍‍ ହେଉଛି ବିଶ୍ୱର ସର୍ବବୃହତ ଆବାସିକ ଓ ଜନଜାତି ଶିକ୍ଷାନୁଷ୍ଠାନ । କିସ୍‍ରେ ଅଧ୍ୟୟନରତ ୩୦ହଜାର ଜନଜାତି ଛାତ୍ରଛାତ୍ରୀ ଓ ଉତ୍ତୀର୍ଣ୍ଣ ୪୦ହଜାର ପୁରାତନ ଛାତ୍ରଛାତ୍ରୀଙ୍କୁ ସେମାନଙ୍କର ସାମଗ୍ରିକ ବିକାଶ, ଧନ୍ଦାମୂଳକ ତାଲିମ ଓ କ୍ରୀଡାରେ ଉତ୍କର୍ଷତା ପ୍ରତିପାଦନ ନିମନ୍ତେ ସମସ୍ତ ପ୍ରକାର ସୁଯୋଗ ଯୋଗାଇ ଦେଉଛି । ୧୯୯୩ ମସିହାରେ ୧୨୫ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଆରମ୍ଭ ହୋଇଥିବା ଏହି ଛୋଟିଆ ଅନୁଷ୍ଠାନ ଆଜି ବିଶ୍ୱର ସର୍ବବୃହତ ଜନଜାତି ଆବାସିକ ଶିକ୍ଷାନୁଷ୍ଠାନରେ ପରଣିତ ହୋଇଛି । ୨୦୧୫ ମସିହାରୁ କିସ୍‍ ଜାତିସଂଘର ଅର୍ଥନୈତିକ ଓ ସାମାଜିକ ପରିଷଦ ଦ୍ୱାରା ସ୍ପେସିଆଲ୍‍ କନ୍‍ସଲ୍‍ଟେଟିଭର ମାନ୍ୟତା ପାଇଛି । ଏହାଛଡ଼ା ଜାତିସଂଘର ବିଭିନ୍ନ ସଂସ୍ଥା ଓ ବିଭିନ୍ନ ଆନ୍ତର୍ଜାତିକ ସଂସ୍ଥା ସହ କିସ୍‍ର ସହବନ୍ଧନ ରହିଆସିଛି ।

Previous Post

ଅଧିକ କେନ୍ଦ୍ରୀୟ ଅନୁଦାନ ଦାବି କଲେ ଅତନୁ

Next Post

ଆଉ ନାହାନ୍ତି ରାଣୀ ଏଲିଜାବେଥ୍-୨

Next Post
ଆଉ ନାହାନ୍ତି ରାଣୀ ଏଲିଜାବେଥ୍-୨

ଆଉ ନାହାନ୍ତି ରାଣୀ ଏଲିଜାବେଥ୍-୨

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19040 shares
    Share 7616 Tweet 4760
  • ନବୀନ..ନବୀନ, ମୋହନ..ମୋହନ

    16580 shares
    Share 6632 Tweet 4145
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7287 shares
    Share 2915 Tweet 1822
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5766 shares
    Share 2306 Tweet 1442
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5460 shares
    Share 2184 Tweet 1365

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA