Wednesday, March 4, 2026 12:12 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News Health

ବ୍ରହ୍ମପୁର ସମ୍ ରେ ଜଟିଳ କ୍ୟାନ୍ସର ସଫଳ ଅସ୍ତ୍ରୋପଚାର

by Our Correspondent
12 Sep, 2025- 08:36 PM
in Health, News
1 min read
0
ବ୍ରହ୍ମପୁର ସମ୍ ରେ ଜଟିଳ କ୍ୟାନ୍ସର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର : ବ୍ରହ୍ମପୁର ସ୍ଥିତ ସମ୍ ହସ୍ପିଟାଲ୍ରେ ଏକ ଜଟିଳ ହେଡ୍ ଆଣ୍ଡ ନେକ୍ କ୍ୟାନ୍ସର ରିସେକ୍ସନ୍ ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ କରାଯାଇଥିବା ବେଳେ ଦକ୍ଷିଣ ଓଡ଼ିଶାର ରୋଗୀ ମାନଙ୍କ ନିମନ୍ତେ ନୂତନ ଆଶା ସଂଚାର ହେବା ସହ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ମାଇଲ ଖୁଂଟ ସୃଷ୍ଟି ହୋଇଛି ।

ଜଣେ ୬୯ ବର୍ଷୀୟ ପୁରୁଷଙ୍କର ଦକ୍ଷିଣ ପାଶ୍ୱର୍ ଗାଲ ମଧ୍ୟରେ ଥିବା ଅଂଶରେ କ୍ୟାନ୍ସର ସୃଷ୍ଟି ହୋଇ ଜଟିଳ ସ୍ୱାସ୍ଥ୍ୟ ପରିସ୍ଥିତ ସୃଷ୍ଟି ହୋଇଥିବା ବେଳେ ଏହାର ଅସ୍ତ୍ରୋପଚାର କରାଯାଇଥିଲା । ଏହା ଏକ ଜଟିଳ ଅସ୍ତ୍ରୋପଚାର ଥିଲା ବୋଲି ହସ୍ପିଟାଲ୍ ପକ୍ଷରୁ କୁହାଯାଇଛି ।

ଏହି ଅସ୍ତ୍ରୋପଚାର ୬ ଘଂଟା ପର୍ଯ୍ୟନ୍ତ ଚାଲିଥିବା ବେଳେ ସୃଷ୍ଟି ହୋଇଥିବା ଟୁ୍ୟମରଟି ଅଧିକ ମାତ୍ରାରେ ଜଟିଳ ପରିସ୍ଥିତି ସୃଷ୍ଟି କରିଥିବାରୁ ଏବଂ ମୁହଁ ଖୋଲି ପାରୁ ନଥିବାରୁୁ ଏହି ଅସ୍ତ୍ରୋପଚାର ଖୁବ୍ ଆହ୍ୱାନପୂର୍ଣ୍ଣ ଥିଲା । ତେବେ ଏତେ ସବୁ ସମସ୍ୟା ସତ୍ୱେ ଅସ୍ତ୍ରୋପଚାରଟି ବିନା କୌଣସି ସମସ୍ୟାରେ ସମ୍ପନ୍ନ କରାଯାଇଥିଲା ।

ଅସ୍ତ୍ରୋପଚାର ପରେ ରୋଗୀ ଜଣକ ସୁସ୍ଥ ହେବାରେ ଲାଗିଛନ୍ତି ଏବଂ ଆଇସିୟୁରୁ ୱାର୍ଡକୁ ସ୍ଥାନାନ୍ତରିତ ହୋଇଛନ୍ତି ।

ହସ୍ପିଟାଲ୍ର ସର୍ଜିକାଲ୍ ଅଙ୍କୋଲୋଜି ବିଭାଗର କନ୍ସଲଟାଂଟ ଡାକ୍ତର ସାଇରୁଦ୍ର ଏସ. ପୁହାଣଙ୍କ ନେତୃତ୍ୱରେ ଏହି ଅସ୍ତ୍ରୋପଚାର କରାଯାଇଥିବା ବେଳେ ଏହି ଟିମ୍ରେ ପ୍ଲାଷ୍ଟିକ୍ ଆଣ୍ଡ ରି-କନ୍ଷ୍ଟ୍ରକ୍ଟିଭ୍ ସର୍ଜନ୍ ଡାକ୍ତର ସୁଧାକର ଜେନା, ଆନ୍ସେଥେସିଓଲୋଜିଷ୍ଟ ଡାକ୍ତର ଶୁଭ୍ରଜିତ ସାହୁ, କି୍ରଟିକାଲ୍ କେୟାର ସ୍ପେଶିଆଲିଷ୍ଟ ଡାକ୍ତର ପ୍ରତୁ୍ୟଷକାନ୍ତି ମିଶ୍ର ଏବଂ ଡାକ୍ତର ପ୍ରିୟଙ୍କା ସାମିଲ ଥିଲେ ।

ସମ୍ ହସ୍ପିଟାଲ୍ ବ୍ରହ୍ମପୁରର ନିଦେ୍ର୍ଦଶକ ଶ୍ରୀ ଦେବପ୍ରସାଦ ଦାଶ ଏହି ସଫଳ ଅସ୍ତ୍ରୋପଚାର ନିମନ୍ତେ ଡାକ୍ତରୀ ଟିମ୍ ଏବଂ ସମସ୍ତ ଅସ୍ତ୍ରୋପଚାର କକ୍ଷର କର୍ମଚାରୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଏହି ସଫଳତା ନିମନ୍ତେ ନିଜର ଖୁସି ବ୍ୟକ୍ତ କରିଛନ୍ତି । ସେ କହିଛନ୍ତି ଯେ କ୍ୟାନ୍ସରର ସମସ୍ତ ଚିକିତ୍ସା ନିମନ୍ତେ ମେଡିକାଲ୍ ଅଙ୍କୋଲୋଜି ଏବଂ କେମୋଥେରାପି ସେବା ଗତ ୬ ମାସ ଧରି ହସ୍ପିଟାଲରେ ଉପଲବ୍ଧ ହୋଇପାରିଛି ।

Previous Post

ପ୍ରଥମ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ମୁଟ୍‍ କୋର୍ଟ ପ୍ରତିଯୋଗିତା ଉଦ୍‍ଘାଟିତ

Next Post

ସାର ପର୍ଯ୍ୟାପ୍ତ ମହଜୁଦ ଦାବି ମିଛ: ବିଜେଡି

Next Post
ସାର ପର୍ଯ୍ୟାପ୍ତ ମହଜୁଦ ଦାବି ମିଛ: ବିଜେଡି

ସାର ପର୍ଯ୍ୟାପ୍ତ ମହଜୁଦ ଦାବି ମିଛ: ବିଜେଡି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19162 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA