Tuesday, April 21, 2026 10:50 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News

ଅଚିହ୍ନା ଶବକୁ ଶେଷ ସମ୍ମାନ ଦେଲା ଓଡ଼ିଶା-ମୋ ପରିବାର

by Our Correspondent
21 Dec, 2022- 08:59 PM
in News
1 min read
0
ଅଚିହ୍ନା ଶବକୁ ଶେଷ ସମ୍ମାନ ଦେଲା ଓଡ଼ିଶା-ମୋ ପରିବାର
ଭୁବନେଶ୍ୱର : ପ୍ରତ୍ୟେକ ମଣିଷର ଇଚ୍ଛାଥାଏ ଯେ, ମୃତ୍ୟୁପରେ ତାଙ୍କ ଶବକୁ ସମ୍ମାନର ସହ ସତ୍କାର କରାଯିବ ବୋଲି । ହେଲେ ଯଦି ସେହି ମଣିଷର ମୃତ୍ୟୁ ପରେ ତାଙ୍କ ଶବକୁ ଶେଷ ସମ୍ମାନ ଦେବାପାଇଁ ପାଖରେ ତାଙ୍କ ପ୍ରିୟଜନ ଉପସ୍ଥିତ ନଥାନ୍ତି ତେବେ ଏହି ଅଚିହ୍ନା ଶବର ଶେଷକୃତ୍ୟ ସମ୍ପନ୍ନରେ ଓଡ଼ିଶା-ମୋ ପରିବାରର କରିଥାଏ ସହାୟ । ତେବେ ଆଜି ଏକ ଅଚିହ୍ନା ଶବକୁ କ୍ୟାପିଟାଲ ହସ୍ପିଟାଲର ଶବ ସଂରକ୍ଷଣ ଗୃହରୁ ଆଣି ସତ୍ୟନଗର ଶ୍ମଶାନରେ ଶବ ସତ୍କାରରେ ସହାୟକ ହୋଇଛି ଓଡ଼ିଶା-ମୋ ପରିବାର ।
ସୂଚନାଯୋଗ୍ୟ ଯେ, ଭୁବନେଶ୍ୱର ଉପକଣ୍ଠ କଳାରାହାଙ୍ଗ ଲେଭେଲ କ୍ରସିଂ ନିକଟରେ ପଡ଼ି ରହିଥିଲା ପାଖାପାଖି ୩୫ ବର୍ଷିୟା ମହିଳାଙ୍କ ମୃତ ଦେହ । ଏହା ଦେଖି ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସକୁ ଫୋନ୍ କରିଥିଲେ । ଆମ୍ବୁଲାନ୍ସ ଆସି ପୋଲିସର ସହାୟତାରେ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲକୁ ପୋଷ୍ଟ ମର୍ଟମ କରିବାକୁ ନେଇଥିଲା । ତେବେ ପରେ ଏହି ଶବକୁ କୌଣସି ଦାବିଦାର ନଆସିବାରୁ ଶବ ସତ୍କାର କରିବା ପାଇଁ ପୋଲିସ ଓଡ଼ିଶା-ମୋ ପରିବାର ଯୁଗ୍ମ ସଂପାଦକ ଶ୍ରୀ ରୁଦ୍ର ନାରାୟଣ ସାମନ୍ତରାୟଙ୍କୁ ଯୋଗାଯୋଗ କରିଥିଲେ । ଶ୍ରୀ ସାମନ୍ତରାୟ ଏହି ବିଷୟରେ ଓଡ଼ିଶା-ମୋ ପରିବାର ଆବାହକ ଶ୍ରୀ ଅରୂପ ପଟନାୟକଙ୍କୁ ଅବଗତ କରାଇଥିଲେ । ପରେ ଜୟ ଓଡ଼ିଶାର ଶବ ପରିବହନ ଯାନ ‘ଶେଷ ସାଥୀ’ ରେ ଶବକୁ ସତ୍ୟନଗର ଶ୍ମଶାନକୁ ନିଆଯାଇଥିଲା ଏବଂ ସେଠାରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା । ଏହି ସମୟରେ ଓଡ଼ିଶା-ମୋ ପରିବାରର ସଦସ୍ୟମାନେ ସେଠାରେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟ ତୁଲାଇଥିଲେ ।
Previous Post

ଓଡ଼ିଶାରେ କୋଭିଡ୍ ର ଚୀନ୍ ଭାରିଏଣ୍ଟ

Next Post

ଗାୟତ୍ରୀବାଳା ପଣ୍ଡାଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର

Next Post
ଗାୟତ୍ରୀବାଳା ପଣ୍ଡାଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର

ଗାୟତ୍ରୀବାଳା ପଣ୍ଡାଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA