Friday, February 20, 2026 10:27 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧିଙ୍କୁ ସୁରଜ୍ ପୁରସ୍କାର

ବିଶ୍ଵ ଅଙ୍ଗ ଦାନ ଦିବସ

by Our Correspondent
13 Aug, 2022- 09:08 PM
in Latest News, News
1 min read
0
ସ୍ୱର୍ଗତ ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧିଙ୍କୁ ସୁରଜ୍ ପୁରସ୍କାର

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ଅନ୍ତର୍ଗତ ଆଲାଡ଼ି ଗ୍ରାମର ସ୍ୱର୍ଗତ ସୁଶୀଲ କୁମାର ସାହୁ ଓ କନିଶି ବ୍ଲକ୍ ନୀଳାଚଳନଗରର ସିଦ୍ଧି ସମୃଦ୍ଧିଙ୍କୁ ଚଳିତବର୍ଷ ପାଇଁ ସୁରଜ୍ ପୁରସ୍କାର ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ଭିଡ଼ିଓ କନଫରେନ୍ସ ଜରିଆରେ ଆୟୋଜିତ କାର୍ଯ୍ୟକ୍ରମରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସୁଶୀଲଙ୍କ ପତ୍ନୀ ଶ୍ରୀମତୀ ପିଙ୍କି ସାହୁ ଓ ସିଦ୍ଧିଙ୍କ ପିତା ସପନ୍ କୁମାର ବିନ୍ଧାଣୀ ଉଭୟଙ୍କୁ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି ।

ହୃଦୟ, କିଡନୀ ଓ ଯକୃତ ପରି ଜୀବନ ରକ୍ଷାକାରୀ ଅଙ୍ଗଦାନ ପାଇଁ ୨୦୨୦ ମସିହାରୁ ଏହି ପୁରସ୍କାର ଦିଆଯାଉଛି । ଚଳିତବର୍ଷ ଏହା ତୃତୀୟ ସୁରଜ୍ ପୁରସ୍କାର । ୨୦୨୦ରେ ଗଞ୍ଜାମର ମସ୍ତିଷ୍କ ମୃତ ସୁରଜ୍ ବେହେରାଙ୍କ ପିତାମାତା ତାଙ୍କର ୬ଟି ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ଦାନ କରି ୬ଟି ଜୀବନ ରକ୍ଷା କରିଥିବାରୁ ମୁଖ୍ୟମନ୍ତ୍ରୀ ସେହି ବର୍ଷ ତାଙ୍କ ନାମରେ ସୁରଜ୍ ପୁରସ୍କାର ଆରମ୍ଭ କରିଥିଲେ ।

ମୂଖ୍ୟମନ୍ତ୍ରୀ କହିଲେ ଯେ ଅଙ୍ଗ ଦାନ ଅନେକ ପରିବାର ପାଇଁ ଆଶା ସୃଷ୍ଟି କରି ପାରୁଛି। ଅନ୍ୟର ଜୀବନ ରକ୍ଷା ସବୁଠାରୁ ଅଧିକ ପୁଣ୍ୟ କାର୍ଯ୍ୟ। ଅଙ୍ଗ ଦାନ ଏକ ସାହସିକ ଓ ସାହସିକ ନିଷ୍ପତ୍ତି। ଅଙ୍ଗ ଦାନ କରୁଥିବା ପରିବାରଙ୍କ ତ୍ୟାଗର ତୁଳନା ନାହିଁ। ଉଭୟ ସୁଶୀଲ ଓ ସିଦ୍ଧିଙ୍କ ପିତା ମାତାଙ୍କ ନିକଟରେ ସମାଜ ରୁଣୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବାଚସ୍ପତି ଶ୍ରୀ ଆରୁଖ ଓ ସ୍ଵାସ୍ଥ୍ୟ ମନ୍ତ୍ରୀ ନବ ଦାସ ପ୍ରମୁଖ ନିଜର ବକ୍ତବ୍ୟ ରଖି ସୁଶୀଲ ଓ ସିଦ୍ଧୀଙ୍କ ପରିବାରର ତ୍ୟାଗ ର ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କ ଏହି ମହାନ କାର୍ଯ୍ୟ ସମାଜ ପାଇଁ ଆଦର୍ଶ ବୋଲି କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ( ୫ଟି) ଶ୍ରୀ ଭି କେ ପଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।

ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଶାସନ ସଚିବ , ଉନ୍ନୟନ କମିଶନର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Previous Post

ନବ ଦମ୍ପତ୍ତିଙ୍କ ପାଇଁ ସ୍ୱତନ୍ତ୍ର ଗିଫ୍ଟ ଯୋଜନା

Next Post

ଅଙ୍ଗଦାନ ମାଧ୍ୟମରେ ଜଣେ ବ୍ୟକ୍ତି ଆଠଟି ଜୀବନ ରକ୍ଷା କରିପାରିବ: କିମସ୍ ବିଶେଷଜ୍ଞ

Next Post
ଅଙ୍ଗଦାନ ମାଧ୍ୟମରେ ଜଣେ ବ୍ୟକ୍ତି ଆଠଟି ଜୀବନ ରକ୍ଷା କରିପାରିବ: କିମସ୍ ବିଶେଷଜ୍ଞ

ଅଙ୍ଗଦାନ ମାଧ୍ୟମରେ ଜଣେ ବ୍ୟକ୍ତି ଆଠଟି ଜୀବନ ରକ୍ଷା କରିପାରିବ: କିମସ୍ ବିଶେଷଜ୍ଞ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA