Tuesday, May 12, 2026 04:48 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଓଡିଶାରେ ଚାଲିଛି ଜଙ୍ଗଲରାଜ: ବିଜେଡି

ରାଜ୍ୟରେ ବ୍ୟାପିବାରେ ଲାଗିଛି ଅରାଜକତା

by Our Correspondent
11 May, 2026- 11:52 PM
in Latest News, News
1 min read
0
ଓଡିଶାରେ ଚାଲିଛି ଜଙ୍ଗଲରାଜ: ବିଜେଡି

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ହିଂସାକାଣ୍ଡ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାର ଘଟଣାକୁ ଅନୁଧ୍ୟାନ କଲେ, ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଓ ଗୃହ ବିଭାଗର ବିଫଳତା ସମ୍ପୂର୍ଣ୍ଣ ପଦାରେ ପଡିଛି କହି ବିଜେପି ସରକାରକୁ କଡା ସମାଲୋଚନା କରିଛି ବିଜେଡି । ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି ଓ ବିଜୁ ଛାତ୍ର ଜନତା ଦଳର ସଭାନେତ୍ରୀ ଇପ୍ସିତା ସାହୁ ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବାରେ ସରକାର ବିଫଳ ହୋଇଛନ୍ତି ବୋଲି କହିଛନ୍ତି ।

ଡ. ମହାନ୍ତି କହିଛନ୍ତି ଯେ, ଆଜିର ଦିନରେ ଓଡିଶାରେ ଆଇନଶୃଙ୍ଖଳା ପରିସ୍ଥିତି ଧ୍ୱଂସ ହୋଇଯାଇଛି । ଡବଲ ଇଞ୍ଜିନ ସରକାରର ଅପାରଗତା ଓ ଉଦାସୀନତା ଯୋଗୁଁ ଗତ ୧ ସପ୍ତାହ ମଧ୍ୟରେ ଢେଙ୍କାନାଳ, ହିଞ୍ଜିଳି, କଣାସ, ବାଲିଅନ୍ତା, ବାଲିପାଟଣାରେ ଜଘନ୍ୟ ଘଟଣା ଘଟିଛି । ସରକାରୀ ସ୍ତରରେ ନିଷ୍କି୍ରୟତା ଯୋଗୁଁ ରାଜ୍ୟରେ ପୋଲିସ ବ୍ୟବସ୍ଥା ଦୁର୍ବଳ ହୋଇପଡିଛି । ପୋଲିସ ଷ୍ଟେସନ ଗୁଡିକ ବିଜେପିର କାର୍ଯ୍ୟାଳୟ ପାଲଟିଛି ।

ଇପ୍ସିତା ସାହୁ କହିଛନ୍ତି ଯେ, ବିଜେପି ନେତାମାନେ ବିଧାନସଭା ଭିତରେ ୨୪ ବର୍ଷର ୫-ଟି ନାଁ ଧରିକି ଘୋଷି ହେଉଛନ୍ତି । ବର୍ତ୍ତମାନ ବିଜେପି ସରକାରରେ ୨୪ ଘଣ୍ଟାରେ ୫ଟି ଛାତି ଥରାଇ ଦେଲା ଭଳି ଘଟଣା ଘଟିଛି । ଭାରତ ଇତିହାସରେ ସ୍ୱାଧୀନତା ପରେ ଏଭଳି ଘଟଣା କେଉଁଠି ଘଟିନଥିବ । ପୋଲିସ ଡିଜି ସ୍ୱୀକାର କରିଛନ୍ତି, ସାଧାରଣ ଜନତା ଅସୁରକ୍ଷିତ ଅନୁଭବ କରୁଛନ୍ତି ।ଡିଜିଙ୍କ କଥାରେ ଗୁରୁତ୍ୱ ଅଛି, କାରଣ ଓଡିଶା ଇତିହାସରେ ଏହା ପ୍ରଥମ । ଆମେରିକା ଭଳି ରାଷ୍ଟ୍ର ନିଜ ନାଗରିକଙ୍କୁ ଓଡିଶା ନଯିବା ପାଇଁ ଆଡ଼ଭାଇଜରି ଜାରି କରିଥିଲା । ଏଥିରେ ଦର୍ଶାଇଥିଲା ଓଡିଶାରେ ନାରୀ ଅସୁରକ୍ଷିତ ।

ଇପ୍ସୀତା ସାହୁ ଆହୁରି କହିଥିଲେ, ଗତକାଲି ରାୟଗଡା ସହରରେ ଜଣେ ଦଳିତ ଯୁବକଙ୍କୁ ଅପହରଣ ପରେ ଗୁଳି କରି ହତ୍ୟା କଲା ପରେ ନାଗାବଳୀ ନଦୀ କୂଳରେ ଫିଙ୍ଗି ଦେଇଥିଲେ ଦୁର୍ବୁତ୍ତ । ନୟାଗଡ଼ ଜିଲ୍ଲା ଓଡଗାଁ ଠାରେ ପଥର ମାଫିଆଙ୍କ ବିରୋଧରେ ପୋଲିସକୁ ସୂଚନା ଦେବାରୁ ଜଣେ ଯୁବକଙ୍କୁ ଖଣ୍ଡ ଖଣ୍ଡ କରି ହାଣି ମାରି ଦେଲେ ମାଫିଆ । ସେହିପରି ମହାକାଳପଡା ଜମ୍ବୁରେ ୨ଟି ବାଇକରେ ଆସି ଖରିନାସୀରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କଲେ । ଅନ୍ୟପଟେ ସୋରରେ ମହିଳାଙ୍କୁ କଟୁରୀରେ ହାଣି ହତ୍ୟା କରାଯାଇଥିଲା । ଶ୍ରୀମନ୍ଦିର ପ୍ରଶାସନ ବୈଠକ ଚାଲିଥିବା ବେଳେ ମହିଳା କନେଷ୍ଟବଳକୁ ଅଟୋ ଡ୍ରାଇଭର ଅପହରଣ କରିବାକୁ ଚେଷ୍ଟା କରିଥିଲେ । ଏହି ରାଜ୍ୟରେ ଆଇନ ବ୍ୟବସ୍ଥାକୁ ନିୟନ୍ତ୍ରଣ କରିବାରେ ଏ ସରକାର ସମ୍ପୂର୍ଣ୍ଣ ବିଫଳ । ସାଧାରଣ ଜନତାଙ୍କୁ ନ୍ୟାୟ ଦେବା ପାଇଁ ବିଜୁ ଛାତ୍ର ଜନତା ଦଳ ରାଜରାସ୍ତାକୁ ଓହ୍ଲାଇବ ।

Previous Post

‘ଅରେଞ୍ଜ ଇକୋନୋମି’ରେ ସମୃଦ୍ଧ ହେବ ଓଡ଼ିଶା

Next Post

ସିଇଓଙ୍କୁ ଭେଟିଲା ବିଜେଡି

Next Post
ସିଇଓଙ୍କୁ ଭେଟିଲା ବିଜେଡି

ସିଇଓଙ୍କୁ ଭେଟିଲା ବିଜେଡି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA