Friday, January 16, 2026 01:24 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମହାପ୍ରଭୁଙ୍କ ମାଦକ ଚୋରି: ମିଛ କହି ଫାଙ୍କିଦେଲେ ଆଇନମନ୍ତ୍ରୀ

ଆଇନମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେଡି

by Our Correspondent
24 Jun, 2025- 09:02 PM
in Latest News, News
1 min read
0
ମହାପ୍ରଭୁଙ୍କ ମାଦକ ଚୋରି: ମିଛ କହି ଫାଙ୍କିଦେଲେ ଆଇନମନ୍ତ୍ରୀ

ଭୁବନେଶ୍ୱର: ଏଥର ରଥଯାତ୍ରା ସ୍ମରଣୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନକ ଆଗରୁ ବିବୃତି ଦେଇଥିଲେ । ମାତ୍ର ଘରେ ନ ପଶୁଣୁ ଚାଳ ବାଜିଛି । ରଥଯାତ୍ରାକୁ ମଝିରେ ଦୁଇ ଦିନ ଥିଲା ବେଳେ ଆରମ୍ଭ ହୋଇଛି ବିଭ୍ରାଟ । ମହାପ୍ରଭୁଙ୍କ ଚିକିତ୍ସା ଉଦେ୍ଦଶ୍ୟରେ ଆସିଥିବା ମୋଦକ ଶ୍ରୀମନ୍ଦିର ପରିସରରୁ ଚୋରି ହୋଇଯାଇଛି । ଅନବସର ଏକାଦଶୀ ଦିନ ମହାପ୍ରଭୁଙ୍କ ସର୍ବାଙ୍ଗ ପରେ କବିରାଜ ସେବକ ଭକ୍ତମାନେ ସମୁଦାୟ ୩୧୩ ମୋଦକ ଗାରଦରେ ଜମା ଦେଇଥିଲେ । ମହାପ୍ରଭୁଙ୍କ ଭୋଗ ପାଇଁ ମଣତି ସମୟରେ ୩୧୩ ମୂର୍ତ୍ତି ଅମୁଣିଆ ମୋଦକରୁ ୭୦ କମ୍ ଥିବା ଜଣାପଡିଥିଲା ।

ବଳଭଦ୍ରଙ୍କ ବାଡ଼ଗ୍ରାହୀ ହଳଧର ଦାସ ଏହି ଚୋରି ଘଟଣା ଶ୍ରୀମନ୍ଦିର ପ୍ରଶାସକଙ୍କୁ ପ୍ରଥମେ ଲିଖିତ ଭାବରେ ଜଣାଇ ଥିଲା ବେଳେ ଜଗନ୍ନାଥଙ୍କ ବାଡ଼ଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ର ଏହା ସତ ବୋଲି କହିଛନ୍ତି ।

ତେବେ ଆଶ୍ଚର୍ଯ୍ୟର କଥା, ଏହି ଅତ୍ୟନ୍ତ ସମ୍ବେନଶୀଳ ଘଟଣାର ସମ୍ପୂର୍ଣ୍ଣ ତଦନ୍ତ ନ ସରୁଣୁ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଘଟଣାକୁ ମିଛ ବୋଲି କହି ଉଡ଼ାଇ ଦେଇଛନ୍ତି । ବାହାଦୁରି ମାରି ଲୋକଙ୍କୁ ବିଭ୍ରାନ୍ତ କରିବାକୁ ଏପରି କୁହାଯାଇଛି ବୋଲି ସେ ମନ୍ତବ୍ୟ ଦେବା ସହ “ବାହାଦୁରିଆ’ ମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଧମକ ଦେଇଛନ୍ତି । ଏହି ଘଟଣାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଅସ୍ପଷ୍ଟ ମନ୍ତବ୍ୟ ଦେଇଛନ୍ତି ।

ମହାପ୍ରଭୁଙ୍କ ମୋଦକ ଚୋରି ଏବଂ ଆଇନମନ୍ତ୍ରୀଙ୍କ ଏଭଳି ବିବୃତିକୁ ନେଇ ବିଜେଡି କଡ଼ା ପ୍ରତିକ୍ରିୟା ରଖିଛି । ବଡ଼ଠାକୁରଙ୍କ ବାଡ଼ଗ୍ରାହୀ ଏ ବିଷୟ ଲିଖିତ ଆକାରରେ ଜଣାଇଲା ପରେ ମଧ୍ୟ ଆଇନମନ୍ତ୍ରୀ ଓ ମୁଖ୍ୟ ପ୍ରଶାସକ ଏହାକୁ ଚପାଇ ଦେବାକୁ ଉଦ୍ୟମ କରିବା ସରକାରଙ୍କ ଅପାରଗତାକୁ ଦର୍ଶାଉଛି ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ଡ. ଲେଲିନ୍ ମହାନ୍ତି କହିଛନ୍ତି । ଗତବର୍ଷ ରଥଯାତ୍ରା ସମୟରେ ବଡ଼ଠାକୁର ପଡ଼ଇଯିବା ଘଟଣାର ରିପୋର୍ଟ ଆଜି ଯାଏଁ ମିଳିଲା ନାହିଁ । ଶ୍ରୀଜଗନ୍ନାଥଙ୍କୁ ନେଇ ଅନେକ ମିଛ ପ୍ରଚାର କରି କ୍ଷମତାକୁ ଆସିଥିବା ବିଜେପି ସରକାରଙ୍କ ଆଇନମନ୍ତ୍ରୀ ନୈତିକ ଦାୟିତ୍ୱ ବହନ କରି ଇସ୍ତଫା ଦିଅନ୍ତୁ ବୋଲି ସେ ଦାବି କରିଛନ୍ତି ।

 

 

 

Previous Post

ଟ୍ରମ୍ପଙ୍କ ଆଡ଼ଭାଇଜରୀ ଓଡ଼ିଶାକୁ ବିଶ୍ୱସ୍ତରରେ ନିନ୍ଦିତ କରିଛି: ବିଜେଡି

Next Post

ଦିଲ୍ଲୀରେ ଅଦିନିଆ ରଥଯାତ୍ରାକୁ ବିରୋଧ ହେଲାନି

Next Post
ଦିଲ୍ଲୀରେ ଅଦିନିଆ ରଥଯାତ୍ରାକୁ ବିରୋଧ ହେଲାନି

ଦିଲ୍ଲୀରେ ଅଦିନିଆ ରଥଯାତ୍ରାକୁ ବିରୋଧ ହେଲାନି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19147 shares
    Share 7659 Tweet 4787
  • ନବୀନ..ନବୀନ, ମୋହନ..ମୋହନ

    16593 shares
    Share 6637 Tweet 4148
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7295 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5811 shares
    Share 2324 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5481 shares
    Share 2192 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA