Saturday, April 18, 2026 07:18 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିଜେଡ଼ି, କଂଗ୍ରେସର ୩୦ ଜଣିଆ ଷ୍ଟାର୍ ପ୍ରଚାରକ

by Our Correspondent
02 Apr, 2021- 11:35 PM
in Latest News, News, Politics
1 min read
0
ବିଜେଡ଼ି, କଂଗ୍ରେସର ୩୦ ଜଣିଆ ଷ୍ଟାର୍ ପ୍ରଚାରକ

ଭୁବନେଶ୍ୱର: ବିଜେଡ଼ି ଓ କଂଗ୍ରେସ ପକ୍ଷରୁ ଆଜି ପିପିଲି ଉପନିର୍ବାଚନ ପ୍ରଚାର ପାଇଁ ଷ୍ଟାର୍ ପ୍ରଚାରକ ତାଲିକା ଦିଆଯାଇଛି । ଉଭୟ ଦଳରେ ୩୦ ଜଣ ଲେଖାଏଁ ଷ୍ଟାର୍ ପ୍ରଚାରକ ଅଛନ୍ତି । ବିଜେଡ଼ି ମୁଖ୍ୟ ପ୍ରଚାରକ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦ୍ୱିତୀୟରେ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ରହିଥିଲା ବେଳେ କଂଗ୍ରେସର ମୁଖ୍ୟ ପ୍ରଚାରକ ଭାବେ କେନ୍ଦ୍ରୀୟ ପ୍ରଭାରୀ ଡ. ଚେଲ୍ଲାକୁମାର ଓ ଦ୍ୱିତୀୟରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅଛନ୍ତି ।

ବିଜେଡ଼ି ଷ୍ଟାର୍ ପ୍ରଚାରକ

ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ମହେଶ୍ୱର ମହାନ୍ତି, ପିନାକୀ ମିଶ୍ର, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ନିରଞ୍ଜନ ପୂଜାରୀ, ସଞ୍ଜୟ କୁମାର ଦାସବର୍ମା, ଶ୍ରୀମତୀ ପ୍ରମିଳା ମଲ୍ଲିକ, ଅଶୋକ ଚନ୍ଦ୍ର ପଣ୍ଡା, ସମୀର ରଞ୍ଜନ ଦାଶ, ସୁଶାନ୍ତ କୁମାର ସିଂ, ନବ କିଶୋର ଦାସ, ଚନ୍ଦ୍ର ସାରଥୀ ବେହେରା, ଶ୍ରୀମତୀ ଟୁକୁନି ସାହୁ, ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ, ତୁଷାରକାନ୍ତି ବେହେରା, ମୁଜିବୁଲ୍ଲା(ମୁନ୍ନା) ଖାଁ, ପ୍ରୀତିରଞ୍ଜନ ଘଡ଼ାଇ, ପ୍ରଣବ କୁମାର ବଳବନ୍ତରାୟ, ସୁଧୀର କୁମାର ସାମଲ, ବ୍ୟୋମକେଶ ରାୟ, ଉମାକାନ୍ତ ସାମନ୍ତରାୟ, ଅନନ୍ତ ନାରାୟଣ ଜେନା, ବିଭୂତି ବଳବନ୍ତରାୟ, ରାଜେନ୍ଦ୍ର କୁମାର ସାହୁ,ଦେବୀ ରଞ୍ଜନ ତ୍ରିପାଠୀ, ଆକାଶ ଦାସନାୟକ, ଅରିନ୍ଦମ ରାୟ ।

କଂଗ୍ରେସ ଷ୍ଟାର୍ ପ୍ରଚାରକ

ଡ. ଚେଲ୍ଲାକୁମାର, ନିରଞ୍ଜନ ପଟ୍ଟନାୟକ, ଭକ୍ତ ଚରଣ ଦାସ, ଜି.ରୁଦ୍ର ରାଜୁ, ନରସିଂହ ମିଶ୍ର, ଚିରଞ୍ଜିବୀ ବିଶ୍ୱାଳ, ପ୍ରଦୀପ ମାଝୀ, ଶରତ ରାଉତ, ବିଶ୍ୱରଞ୍ଜନ ମହାନ୍ତି, ଡ. ରାଗିଣୀ ନାୟକ, ଜୟଦେବ ଜେନା, ରାମଚନ୍ଦ୍ର ଖୁଣ୍ଟିଆ, ଶ୍ରୀମତୀ ସୁଶୀଳା ତିରିଆ, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ସପ୍ତଗିରି ଉଲ୍ଲାକା, ସୁରେଶ କୁମାର ରାଉତରାୟ, ତାରା ପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା, ରମେଶ ଚନ୍ଦ୍ର ଜେନା, ମହମ୍ମଦ ମୋକିମ୍, ଅଧୀର ରଞ୍ଜନ ପାଣିଗ୍ରାହୀ, ଡ. ସି.ଏସ୍. ରାଜନ ଏକ୍କା, ଶ୍ରୀମତୀ ବିଜୟଲକ୍ଷ୍ମୀ ସାହୁ, ଗଣେଶ୍ୱର ବେହେରା, ଶ୍ରୀମତୀ ବନ୍ଦିତା ପରିଡ଼ା, ସଂଗ୍ରାମ କେଶରୀ ଜେନା, ଡ. ସ୍ମୃତି ରଞ୍ଜନ ଲେଙ୍କା, ସତ୍ୟ ପ୍ରକାଶ ନାୟକ, ସୟେଦ ୟାସିର୍ ନୱାଜ୍ ।

Previous Post

ପିପିଲିରେ ବିଜେଡ଼ି-ବିଜେପି ମୁହାଁମୁହିଁ

Next Post

ଅଢ଼େଇ ବର୍ଷରେ ସମ୍ପୂର୍ଣ୍ଣ ହେବ ଫୁଲବାଣୀ ମେଡ଼ିକାଲ୍ କଲେଜ

Next Post
ଅଢ଼େଇ ବର୍ଷରେ ସମ୍ପୂର୍ଣ୍ଣ ହେବ ଫୁଲବାଣୀ ମେଡ଼ିକାଲ୍ କଲେଜ

ଅଢ଼େଇ ବର୍ଷରେ ସମ୍ପୂର୍ଣ୍ଣ ହେବ ଫୁଲବାଣୀ ମେଡ଼ିକାଲ୍ କଲେଜ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA