Sunday, March 8, 2026 07:59 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଲାଲକୃଷ୍ଣ ଆଡଭାନୀଙ୍କୁ ‘ଭାରତ ରତ୍ନ’

by Our Correspondent
03 Feb, 2024- 08:58 PM
in Latest News, National, News
1 min read
0
ଲାଲକୃଷ୍ଣ ଆଡଭାନୀଙ୍କୁ ‘ଭାରତ ରତ୍ନ’

????????????????????????????????????

ନୂଆଦିଲ୍ଲୀ: ରାମମନ୍ଦିର ଆନ୍ଦୋଳନର ପ୍ରମୁଖ ବିନ୍ଧାଣୀ, ଭାରତବର୍ଷର ମହାନ୍ ଜନନେତା, ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଭାରତ ରତ୍ନ’ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କ ସୋସିଆଲ୍ ମିଡିଆ ହାଣ୍ଡଲ୍ ‘ଏକ୍ସ’ ରେ ଏହି ସୂଚନା ଦେବା ସହ ଆଡଭାନୀଙ୍କ ସହ କଥା ହୋଇ ଶୁଭେଚ୍ଛା ଜଣାଇଛନ୍ତି । ଆଡଭାନୀ ଆମ ସମୟର ସବୁଠୁ ସମ୍ମାନନୀୟ ରାଷ୍ଟ୍ରନେତା । ଭାରତର ପ୍ରଗତି ପାଇଁ ତାଙ୍କର ଯୋଗଦାନ ସ୍ମରଣୀୟ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଏହି ସମ୍ମାନ ପାଇଁ ଆଡଭାନୀ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ସମସ୍ତ ଦେଶବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ସେ କହିଛନ୍ତି ଏ ଜୀବନ ମୋ ପାଇଁ ନୁହେଁ । ଏ ଜୀବନ ମୋ ଦେଶ ପାଇଁ ।

ପାକିସ୍ଥାନର କରାଚୀରେ ଜନ୍ମ ଗ୍ରହଣ କରିଥିବା ଆଡଭାନୀ ଦେଶ ବିଭାଜନ ସମୟରେ ଭାରତ ଚାଲି ଆସିଥିଲେ । ମାତ୍ର ୧୪ ବର୍ଷ ବୟସରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘରେ ଯୋଗଦେଇଥିଲେ । ପରବର୍ତ୍ତୀ ସମୟରେ ସର୍ବାଧିକ ସମୟ ପର୍ଯ୍ୟନ୍ତ ସେ ଥିଲେ ବିଜେପିର ସଭାପତି । ୧୯୮୬ ରୁ ୧୯୯୦, ୧୯୯୩ ରୁ ୧୯୯୮, ୨୦୦୪ ରୁ ୨୦୦୫ ପର୍ଯ୍ୟନ୍ତ ସେ ବିଜେପିର ରାଷ୍ଟ୍ରୀୟ ସଭାପତି ଥିଲେ ।

ଦୀର୍ଘ ପ୍ରାୟ ତିନି ଦଶନ୍ଧୀ ଧରି ସାଂସଦ ଥିବା ଲାଲକୃଷ୍ଣ ଆଡଭାନୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ ଉପପ୍ରଧାନମନ୍ତ୍ରୀ ଥିଲେ । ତାଙ୍କ ହାତରେ ଥିଲା ଗୃହ ବିଭାଗର ଦାୟିତ୍ୱ । ୧୯୯୦ ରେ ସୋମନାଥରୁ ଅଯୋଧ୍ୟା ପର୍ଯ୍ୟନ୍ତ ସେ ରାମ ଜନ୍ମଭୂମି ରଥଯାତ୍ରା କରିଥିଲେ । ଦିନକୁ ୩୦୦ କିମି ଯାତ୍ରା କରିବା ସହ ପ୍ରତିଦିନ ୬ଟି ରାଲିକୁ ସମ୍ବୋଧିତ କରୁଥିଲେ । ଆଜି ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପଛରେ ତାଙ୍କର ଅବଦାନ ସ୍ମରଣୀୟ । ୯୬ ବର୍ଷୀୟ ଆଡଭାନୀ ଅସୁସ୍ଥତା କାରଣରୁ ଗତ ୨୨ ତାରିଖରେ ରାମମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ ପାରି ନ ଥିଲେ ।

 

Previous Post

ସୋଆରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ

Next Post

ଜେଏନୟୁରେ ହେବ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର

Next Post
ଜେଏନୟୁରେ ହେବ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର

ଜେଏନୟୁରେ ହେବ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA