Wednesday, March 11, 2026 01:51 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମାନବିକତାର ପରିଚୟ ଦେଲା ଓଡ଼ିଶା ମୋ ପରିବାର

ଅଯୋଧ୍ୟା ରୁ ଓଡ଼ିଶା ଫେରିଲେ ଆହତ ହୋଇଥିବା ଯାତ୍ରୀମାନେ

by Our Correspondent
29 Oct, 2022- 08:00 PM
in Latest News, News
1 min read
0
ମାନବିକତାର ପରିଚୟ ଦେଲା ଓଡ଼ିଶା ମୋ ପରିବାର

ଭୁୁବନେଶ୍ୱର: ଅଯୋଧ୍ୟାକୁ ତୀର୍ଥ କରିବାକୁ ଯାଇ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିଲେ ଓଡିଆ ଯାତ୍ରୀ, କିଛି ଜଣ ଗୁରୁତର ଆହତ ହୋଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଏବଂ କିଛି ଯାତ୍ରୀ ଓଡ଼ିଶା ଫେରିଆସିଥିଲେ । ଆହତ ହୋଇଥିବା ଯାତ୍ରୀମାନଙ୍କ ପାଇଁ ସୁସ୍ଥ ହେବା ପରେ ଓଡ଼ିଶା ଫେରିବା କାଠି କର ପାଠ ଥିଲା । ଅର୍ଥ ଅଭାବରୁ ଘରକୁ ଫେରିପାରୁନଥିଲେ ସେମାନେ, ଖବର ପାଇ ସହାୟତାର ହାତ ବଢାଇଲା ଓଡ଼ିଶା ମୋ ପରିବାର । ନିଜ ନିଜ ଘରକୁ ଫେରିଲେ ଯାତ୍ରୀଗଣ ।

ସୂଚନାନୁସାରେ,ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଅଞ୍ଚଳର ପ୍ରାୟ ୪୦ ରୁ ୪୫ ଭକ୍ତ ତୀର୍ଥ କରିବା ପାଇଁ ଗତ ଅକ୍ଟୋବର ୧୯ ତାରିଖରେ ଏକ ବସ୍ ଯୋଗେ ଅଯୋଧ୍ୟା ବାହାରିଥିଲେ । ବସ୍ ଟି ଗତ ଅକ୍ଟୋବର ୨୧ତାରିଖରେ ଅଯୋଧ୍ୟା ବାଇ-ପାସ୍ ରୋଡ଼ରେ ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା । ବସରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୩ ଜଣ ଗୁରୁତର ଆହତ ହୋଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ସେମାନଙ୍କ ସହିତ ୩ ଜଣ ପରିବାର ସଦସ୍ୟ ତାଙ୍କର ଦେଖାଶୁଣା କରିବାକୁ ଥିଲେ ଏବଂ ଅନ୍ୟ ଯାତ୍ରୀମାନେ ନିରାପଦରେ ସେହି ବସ ଯୋଗେ ଘରକୁ ଫେରିଆସିଥିଲେ । ସ୍ୱାସ୍ଥ୍ୟାବସ୍ଥାରେ ସାମାନ୍ୟ ପରିବର୍ତ୍ତନ ଆସିବାରୁ ଆହତ ବ୍ୟକ୍ତିମାନଙ୍କୁ ଓଡ଼ିଶା ଫେରାଇ ନେବା ପାଇଁ ସେମାନଙ୍କ ପରିବାର ବର୍ଗ ସ୍ୱେଚ୍ଛାସେବୀ ବୁଢା ପଟ୍ଟନାୟକଙ୍କୁ ଅନୁରୋଧ କରିଥିଲେ ।

ଶ୍ରୀ ପଟ୍ଟନାୟକ ଏହି ଖବର ଓଡ଼ିଶା ମୋ ପରିବାରକୁ ଜଣାଇଥିଲେ । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଓଡ଼ିଶା ମୋ ପରିବାର ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯାଇ ଟ୍ରେନ ଯୋଗେ ତାଙ୍କୁ ଓଡ଼ିଶା ଫେରାଇ ଅଣାଯାଇଛି ।

ପରିଶେଷରେ ତୀର୍ଥ କରିବାକୁ ଯାଇଥିବା ଯାତ୍ରୀମାନଙ୍କୁ ଘରକୁ ଫେରାଇ ଆଣିଥିବାରୁ ସେମାନଙ୍କ ପରିବାର ବର୍ଗ ମୁଖ୍ୟମନ୍ତ୍ରୀ ଏବଂ ଓଡ଼ିଶା ମୋ ପରିବାରକୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ।

Previous Post

ପଦ୍ମପୁର ପାଇଁ ୪୮୮ କୋଟି

Next Post

ଦେଓରଞ୍ଜନ ସିଂହ ଗୃହ ସଚିବ

Next Post
ଦେଓରଞ୍ଜନ ସିଂହ ଗୃହ ସଚିବ

ଦେଓରଞ୍ଜନ ସିଂହ ଗୃହ ସଚିବ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19163 shares
    Share 7665 Tweet 4791
  • ନବୀନ..ନବୀନ, ମୋହନ..ମୋହନ

    16599 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA