Tuesday, June 23, 2026 04:08 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ମାନସ ମଙ୍ଗରାଜଙ୍କୁ ସମ୍ବଲପୁର ଲୋକସଭା ଆସନ ଦାୟିତ୍ୱ

ବିଜେଡି ପର୍ଯ୍ୟବେକ୍ଷକ ଅଦଳବଦଳ

by Our Correspondent
30 Dec, 2023- 01:22 PM
in Latest News, News, Politics
1 min read
0
ମାନସ ମଙ୍ଗରାଜଙ୍କୁ ସମ୍ବଲପୁର ଲୋକସଭା ଆସନ ଦାୟିତ୍ୱ

ଭୁବନେଶ୍ୱର: ବିଜୁ ଜନତା ଦଳର ପର୍ଯ୍ୟବେକ୍ଷକ ତାଲିକାରେ ସାମାନ୍ୟ ଅଦଳବଦଳ ହୋଇଛି । ବର୍ତ୍ତମାନ ସ୍ଥିତିରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କୁହାଯାଉଥିବା ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଭାବେ ରାଜ୍ୟସଭା ସାଂସଦ ତଥା ଦଳର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି । ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି ।

ଶ୍ରୀ ମଙ୍ଗରାଜ ବ୍ରହ୍ମପୁର ଲୋକସଭା ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ ସହ ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ ସମ୍ଭାଳିବେ । ଏହି ଦାୟିତ୍ୱକୁ ସେ ଚାଲେଂଜ ଭାବେ ଗ୍ରହଣ କରିବା ସହ ମୁଖ୍ୟମନ୍ତ୍ରୀ ତାଙ୍କ ଉପରେ ରଖିଥିବା ଭରସାକୁ ନିଶ୍ଚିତ ସାକାର କରିବେ ବୋଲି କହିଛନ୍ତି ।

ସେହିଭଳି ସୌଭାଗ୍ୟ ନାୟକଙ୍କୁ ସମ୍ବଲପୁର ଓ ରେଙ୍ଗାଲି ବିଧାନସଭା କ୍ଷେତ୍ରର ପର୍ଯ୍ୟବେକ୍ଷକ କରାଯାଇଥିବା ବେଳେ ଅମରେଶ ଜେନାଙ୍କ ଜାଗାରେ ଗୌତମବୁଦ୍ଧ ଦାସଙ୍କୁ ଦେବଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି । ଅମରେଶଙ୍କୁ ବୌଦ୍ଧ ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ମିଳିଛି ।

ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦସ୍ତଖତରେ ଦଳ ପକ୍ଷରୁ ଏ ନେଇ ପ୍ରେସ୍ ବିଜ୍ଞପ୍ତି ଜାରି କରାଯାଇଛି ।

ସୂଚନାଥାଉକି, ସମ୍ବଲପୁର ଲୋକସଭା ଆସନରୁ ଏଥର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲଢ଼ିବା ନିଶ୍ଚିତ ଜଣାପଡୁଥିବାରୁ ଏହି ଆସନର ଗୁରୁତ୍ୱ ବଢ଼ିଯାଇଛି । ୨୦୧୯ ନିର୍ବାଚନରେ ବିଜେପି ପ୍ରାର୍ଥୀ ନୀତେଶ ଗଙ୍ଗଦେବ ଏଠାରୁ ବିଜୟୀ ହୋଇଥିଲେ ।

Previous Post

ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ୧ ଲକ୍ଷ ୟୁନିଟ ରକ୍ତ ସଂଗ୍ରହ

Next Post

ମେଣ୍ଟ ନୁହେଁ, ଲଢ଼େଇ ହେବ: ସୁନୀଲ ବଂଶଲ

Next Post
ମେଣ୍ଟ ନୁହେଁ, ଲଢ଼େଇ ହେବ: ସୁନୀଲ ବଂଶଲ

ମେଣ୍ଟ ନୁହେଁ, ଲଢ଼େଇ ହେବ: ସୁନୀଲ ବଂଶଲ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA