Tuesday, February 10, 2026 09:01 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News Health

କିଟ୍‍ ରେ ବିଶାଳ ରକ୍ତଦାନ ଶିବିର

ଆର୍ଟ ଅଫ୍‍ ଗିଭିଂର ପ୍ରୟାସ

by Our Correspondent
31 Jan, 2026- 11:57 PM
in Health, Latest News, News
1 min read
0
କିଟ୍‍ ରେ ବିଶାଳ ରକ୍ତଦାନ ଶିବିର

ଗୋଟିଏ ଦିନରେ ୪ ହଜାର ୟୁନିଟ୍‍ ରକ୍ତ ସଂଗ୍ରହ

ଭୁବନେଶ୍ୱର: କିଟ୍‍ ପକ୍ଷରୁ ଶନିବାର ଏକ ବିଶାଳ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଆର୍ଟ ଅଫ୍‍ ଗିଭିଂର ଅନ୍ୟତମ ପ୍ରୟାସ ଭାବେ ଏହି ରକ୍ତଦାନ ପ୍ରତିବର୍ଷ ଆୟୋଜନ କରାଯାଇଥାଏ। ସକାଳ ୭ଟାରୁ ହଜାର ହଜାର କିଟ୍‍, କିସ୍‍ ଓ କିମ୍‍ସର ଛାତ୍ରଛାତ୍ରୀ ଓ କର୍ମଚାରୀ ସ୍ୱେଚ୍ଛାକୃତ ରକ୍ତଦାନ ନିମନ୍ତେ ପହଞ୍ଚିଥିଲେ। ରକ୍ତଦାନ ଶିବରକୁ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଦ୍‌ଘାଟନ କରିଥିଲେ। ରକ୍ତଦାନ ଶିବିରକୁ ଉଦ୍‍ଘାଟନ କରି ଶ୍ରୀ ସାମନ୍ତ ସମସ୍ତ ସ୍ୱେଚ୍ଛାସେବୀଙ୍କୁ ଶୁଭେଚ୍ଛା ସହ ଧନ୍ୟବାଦ ଜଣାଇଥିଲେ।

ଏହି ରକ୍ତଦାନ ଶିବିରରେ କିମ୍‍ସ ସମେତ ଏସ୍‌ସିବି ମେଡ଼ିକାଲ୍ କଲେଜ ହସ୍ପିଟାଲ ରକ୍ତ ଭଣ୍ଡାର, କ୍ୟାପିଟାଲ୍ ହସ୍ପିଟାଲ୍ ରକ୍ତଭଣ୍ଡାର, ଭୁବନେଶ୍ୱର ବିଏମ୍‍ସି ହସ୍‍ପିଟାଲ୍‍, କଟକସ୍ଥିତ ସେଣ୍ଟ୍ରାଲ ରେଡ଼କ୍ରସ ବ୍ଳଡ଼୍ ବ୍ୟାଙ୍କ, ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ରେଡକ୍ରସ୍‍ ସୋସାଇଟି ଓଡ଼ିଶା ରାଜ୍ୟ ଶାଖା, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ପୁରୀ, ଅନୁଗୋଳ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରକ୍ତଭଣ୍ଡାର ସମେତ କିମ୍‍ସ ରକ୍ତଭଣ୍ଡାରର କର୍ମଚାରୀ ଓ ଡାକ୍ତର ଉପସ୍ଥିତ ରହି ରକ୍ତ ସଂଗ୍ରହ କରିଥିଲେ। ଏହି ଶିବିର ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ମୋଟ ୪ ହଜାର ୟୁନିଟ୍‍ ରକ୍ତ ସଂଗ୍ରହ କରାଯାଇଥିଲା।

କାର୍ଯ୍ୟକ୍ରମରେ କିଟ୍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ, ଉପକୁଳପତି ପ୍ରଫେସର ଡା. ସିବିକେ ମହାନ୍ତି, ପ୍ରଫେସର କେ ଡ଼ି ରାଜୁ, କିମ୍‍ସ ମେଡିକାଲ କଲେଜ ଅଧ୍ୟକ୍ଷ ପ୍ରଫେସର ଆର ସି ଦାସ, କିମ୍‍ସ ମେଡିକାଲ ଅଧୀକ୍ଷକ ଡା. ମାନସ ବେହେରା, କିଟ୍ ବିଶ୍ୱବିଦ୍ୟାଳୟ କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି, କିମ୍‍ସ ଗ୍ରୁପ୍ ଡାଇରେକ୍ଟର ଡ. ଦିଲ୍ଲୀପ ପଣ୍ଡାଙ୍କ ସମେତ କିଟ୍ ଓ କିମ୍‍ସର ବହୁ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।

ଏଥିରେ କିଟ୍ ଅନୁଷ୍ଠାନ ସମୂହ ଓ କିସ୍‌ର ଛାତ୍ରଛାତ୍ରୀ ଓ କର୍ମଚାରୀ ସ୍ୱେଚ୍ଛାକୃତ ଭାବେ ରକ୍ତ ଦାନ କରିଥିଲେ। ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ରକ୍ତଦାନ ହୋଇପାରିଛି। ସ୍ୱେଚ୍ଛାକୃତ ରକ୍ତଦାନକାରୀମାନେ ଯେପରି ଶୃଙ୍ଖଳିତର ସହ ରକ୍ତଦାନ କରିପାରିବେ ସେଥିପାଇଁ କିମ୍‍ସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା।

Previous Post

୧୨ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରି

Next Post

ରାସେଶ୍ୱରୀ ଦେବୀଜୀଙ୍କ ପ୍ରବଚନର ଶୁଭାରମ୍ଭ

Next Post
ରାସେଶ୍ୱରୀ ଦେବୀଜୀଙ୍କ ପ୍ରବଚନର ଶୁଭାରମ୍ଭ

ରାସେଶ୍ୱରୀ ଦେବୀଜୀଙ୍କ ପ୍ରବଚନର ଶୁଭାରମ୍ଭ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19159 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16596 shares
    Share 6638 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5482 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA