Friday, January 16, 2026 04:29 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

କେନ୍ଦୁଝର ଜିଲ୍ଲାରେ ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା

ପୋସ୍କୋ ଏବଂ ଜେ.ଏସ୍.ଡବ୍ଲ୍ୟୁ ମିଶି ସ୍ଥାପନ କରିବେ ମେଗା ଷ୍ଟିଲ ପ୍ଲାଣ୍ଟ

by Our Correspondent
21 Aug, 2025- 09:08 PM
in Latest News, News
1 min read
0
କେନ୍ଦୁଝର ଜିଲ୍ଲାରେ ହେବ ରାଜ୍ୟର ଦ୍ୱିତୀୟ  ବୃହତ ଇସ୍ପାତ କାରଖାନା

ଭୁବନେଶ୍ୱର: ଦକ୍ଷିଣ କୋରିଆର ପ୍ରସିଦ୍ଧ ଇସ୍ପାତ ଶିଳ୍ପ ପୋସ୍କୋ ଏବଂ ଭାରତର ଜେ.ଏସ୍.ଡବ୍ଲ୍ୟୁର ମିଳିତ ଆନୁକୂଲ୍ୟରେ କେନ୍ଦୁଝର ଜିଲ୍ଲାର ପାଟଣା ଅଞ୍ଚଳରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି । ଏହା ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା ।

ଜିଲ୍ଲାରେ ଏହି କାରଖାନା ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ଶାସନକୁ ଆସିବା ଆଗରୁ ଦାବୀ କରି ଆସୁଥିଲେ । ଏହା ମଧ୍ୟ ଦଳର ନିର୍ବାଚନ ଇସ୍ତାହାରରେ ସ୍ଥାନ ପାଇଥିଲା । କେନ୍ଦୁଝରର ଲୁହାପଥର ବିଦେଶକୁ ରପ୍ତାନୀ ହୋଇ କାମରେ ଆସୁଛି କିନ୍ତୁ ଓଡିଶାରେ ଏହା କାହିଁକି ବ୍ୟବହାର ହୋଇପାରୁନାହିଁ ବୋଲି ମୁଖ୍ୟମନ୍ତ୍ରୀ ସବୁବେଳେ ଦାବୀ କରିଆସୁଥିଲେ ଏବଂ ଏଥିପାଇଁ ଲଗାତାର ଉଦ୍ୟମ ଜାରି ରଖିଥିଲେ ।

ଆଜି ଅପରାହ୍ନରେ ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ଠାରେ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଂଗଠନ ଓ ନାଗରିକ ମଞ୍ଚ ଜିଲ୍ଲାରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଓ ସମ୍ୱର୍ଦ୍ଧନା ଜ୍ଞାପନ କରିଥିଲେ । କେନ୍ଦୁଝର ଜିଲ୍ଲାବାସୀଙ୍କ ବହୁତ ଦିନର ସ୍ୱପ୍ନ ଥିଲା, ଜିଲ୍ଲାରେ ଇସ୍ପାତ କାରଖାନା । ଆଜି ଏହା ସାକାର ହେବାକୁ ଯାଉଛି, ଏହା ସମ୍ଭବ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ଆନ୍ତରିକ ପ୍ରଚେଷ୍ଟା ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ବୋଲି ଧନ୍ୟବାଦ ଦେବାପାଇଁ ଆସିଥିବା କେନ୍ଦୁଝର ଜିଲ୍ଲାବାସୀଙ୍କ ମତ ଥିଲା । ପ୍ରଧାନମନ୍ତ୍ରୀଙ୍କର ଓଡ଼ିଶା, ବିଶେଷକରି କେନ୍ଦୁଝର ଜିଲ୍ଲାକୁ ଏହି ଅମୂଲ୍ୟ ଉପହାର ପାଇଁ ମଧ୍ୟ କୃତଜ୍ଞତା ଜ୍ଞାପନ କରିଛନ୍ତି ଜିଲ୍ଲାବାସୀ ।

ମୁଖ୍ୟମନ୍ତ୍ରୀ ଜିଲ୍ଲାବାସୀଙ୍କୁ ପ୍ରତ୍ୟୁତ୍ତରରେ ଧନ୍ୟବାଦ ଦେଇ କହିଥିଲେ ଯେ, ଖଣିବହୁଳ କେନ୍ଦୁଝର ଜିଲ୍ଲା ସମୃଦ୍ଧ ହେଲେ ଓଡ଼ିଶା ସମୃଦ୍ଧ ହେବ । ଇସ୍ପାତ କାରଖାନା ଦାବୀ ଜିଲ୍ଲାବାସୀଙ୍କର ସବୁଠୁ ପୁରୁଣା ଓ ବଡ଼ ଦାବୀ ଥିଲା । ପୂର୍ବରୁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀ ଦେଶର ଖଣିବହୁଳ ରାଜ୍ୟରେ ଚାରୋଟି ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ କରିବା ପାଇଁ ଘୋଷଣା କରିଥିଲେ । ତିନୋଟି ଇସ୍ପାତ କାରଖାନା ପ୍ରତିଷ୍ଠା ସରିଛି କିନ୍ତୁ ଇଚ୍ଛାଶକ୍ତିର ଅଭାବରୁ ଓଡ଼ିଶା ଏଥିରୁ ବଞ୍ଚିତ ଥିଲା । ଡବଲ ଇଞ୍ଜିନ ସରକାରଙ୍କ ଯୋଗୁଁ ଆଜି ବିଶ୍ୱର ବୃହତ ଇସ୍ପାତ ଉତ୍ପାଦନକାରୀ କମ୍ପାନୀ ପକ୍ଷରୁ ଏହା ସ୍ଥାପନ ହେବାକୁ ଯାଉଛି । ଏହି ଇସ୍ପାତ କାରଖାନା କେନ୍ଦୁଝର ଜିଲ୍ଲା ଓ ସମୃଦ୍ଧ ଓଡ଼ିଶାର ଭବିଷ୍ୟତ ନିର୍ମାଣ କରିବ । ଆଗାମୀ ଦିନରେ ପାଟଣା ଅଞ୍ଚଳ ମଧ୍ୟ ରାଉରକେଲା ଭଳି ଏକ ଅତ୍ୟାଧୁନିକ ସହରରେ ପରିଣତ ହେବ ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଡବଲ ଇଞ୍ଜିନ ସରକାରରେ କେବଳ କେନ୍ଦୁଝରରେ ନୁହେଁ ସମଗ୍ର ଓଡ଼ିଶାରେ ବ୍ୟାପକ ଶିଳ୍ପାୟନ ହେବ । ଓଡ଼ିଶା ପାଇଁ ଅନେକ ବଡ ବଡ ପ୍ରକଳ୍ପ କେନ୍ଦ୍ର ସରକାର ମଞ୍ଜୁର କରୁଛନ୍ତି ।

ଶେଷରେ ମୁଖ୍ୟମନ୍ତ୍ରୀ ଜିଲ୍ଲାବାସୀଙ୍କୁ ଉଦବୋଧନ ଦେଇ କହିଥିଲେ ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ, ମା ତାରିଣୀ ଏବଂ ପ୍ରଭୁ ବଳଦେବ ଜୀଉଙ୍କ ଆଶିର୍ବାଦରୁ ଆଜି ଜିଲ୍ଲାରେ ବୃହତ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି । ଏହା ମାଧ୍ୟମରେ କେନ୍ଦୁଝର ଜିଲ୍ଲା ସହିତ ସମଗ୍ର ରାଜ୍ୟର ବିକାଶ ହେବ । ତେଣୁ ଏଥିପାଇଁ ଜିଲ୍ଲାବାସୀ ବିଶେଷକରି, ପାଟଣା ଅଞ୍ଚଳବାସୀ ସମସ୍ତ ପ୍ରକାର ସହଯୋଗ କରିବା ପାଇଁ ଅନୁରୋଧ କରିଥିଲେ ।

Previous Post

ପାଣ୍ଡିଆନ୍ ସତ, ଆଉ ସବୁ ମିଛ!!

Next Post

ରାଜ୍ୟସ୍ତରୀୟ ସୃଜନ କମିଟି ଓ ୱାର ରୁମ କମିଟି ଗଠନ କଲା କଂଗ୍ରେସ

Next Post
ରାଜ୍ୟସ୍ତରୀୟ ସୃଜନ କମିଟି ଓ ୱାର ରୁମ କମିଟି ଗଠନ କଲା କଂଗ୍ରେସ

ରାଜ୍ୟସ୍ତରୀୟ ସୃଜନ କମିଟି ଓ ୱାର ରୁମ କମିଟି ଗଠନ କଲା କଂଗ୍ରେସ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19146 shares
    Share 7658 Tweet 4787
  • ନବୀନ..ନବୀନ, ମୋହନ..ମୋହନ

    16593 shares
    Share 6637 Tweet 4148
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7295 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5811 shares
    Share 2324 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5481 shares
    Share 2192 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA