Wednesday, April 8, 2026 03:34 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଲ୍‌ ଗେଟ୍‌ସ

ମା ମଙ୍ଗଳା ବସ୍ତି, କୃଷି ଭବନ, ମିିଶନ ଶକ୍ତି ବଜାର ପରିଦର୍ଶନ

by Our Correspondent
28 Feb, 2024- 05:54 PM
in Latest News, News
1 min read
0
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଲ୍‌ ଗେଟ୍‌ସ

ଭୁବନେଶ୍ୱର: ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଓଡ଼ିଶା ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ବିକାଶମୂଳକ ଯୋଜନା ସମ୍ପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ । ଜାଗାମିଶନ, ମିଶନ ଶକ୍ତି, ଓଡିଶା ସ୍କୁଲ ରୂପାନ୍ତରଣ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ତଥା ସ୍ୱାସ୍ଥ୍ୟସେବା ସମ୍ପର୍କିତ ଅନ୍ୟାନ୍ୟ ରୂପାନ୍ତରଣ କାର୍ଯ୍ୟକ୍ରମର ସେ ପ୍ରଶଂସା କରିଥିଲେ ।

ଅନ୍ୟପକ୍ଷରେ ବିଲ୍-ମେଲିଣ୍ଡା ଗେଟସ ଫାଉଣ୍ଡେସନ୍ ର କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରି ଜ୍ଞାନକୌଶଳ ଦୃଷ୍ଟିରୁ ଏହା ରାଜ୍ୟବାସୀଙ୍କ ବିକାଶ ଦିଗରେ ସହାୟକ ହୋଇଥିବା କହିଥିଲେ । ୫-ଟି ଉପକ୍ରମରେ ରାଜ୍ୟରେ ଚାଲିଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟର ପ୍ରଶଂସା ପାଇଁ ବିଲ୍‌ ଗେଟ୍‌ସଙ୍କୁ ଧନ୍ୟବାଦ ଦେଇଥିଲେ ମୁଖ୍ୟମନ୍ତ୍ରୀ ।

ଉଭୟଙ୍କ ମଧ୍ୟରେ ଆଲୋଚନା ବେଳେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କାର୍ତ୍ତିକ ପାଣ୍ଡିଆନ୍ ଉପସ୍ଥିତ ଥିଲେ ।

ଆଜି ସକାଳେ ବିଲ୍‌ ଗେଟ୍‌ସ ପ୍ରଥମେ ଲୁମ୍ବିନୀବିହାରସ୍ଥିତ ମା ମଙ୍ଗଳା ବସ୍ତି ଓ ବିଜୁ ଆଦର୍ଶ କଲୋନୀ ପରିଦର୍ଶନ କରିଥିଲେ । ଉନ୍ନୟନ କମିସନର ଶ୍ରୀମତୀ ଅନୁ ଗର୍ଗ, ନଗର ଉନ୍ନୟନ ବିଭାଗର ଅତରିକ୍ତ ମୁଖ୍ୟ ଶାସନ ସଚିବ ଜି. ମାଥାଭାଥନନ ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଏହାପରେ ସେ କୃଷି ଭବନ ଆସିଥିଲେ । କୃଷିରେ ଡିଜିଟାଲ୍ ପବ୍ଲିକ୍ ଇନଫ୍ରାଷ୍ଟ୍ରକଚର ପ୍ରୟୋଗ ଉପରେ କୃଷି ସଚିବ ଡ. ଅରବିନ୍ଦ ପାଢ଼ୀଙ୍କ ସହ ଆଲୋଚନା କରିଥିଲେ । ସୂଚନାଯୋଗ୍ୟ, ୨୦୨୧ ମସିହାରେ ରାଜ୍ୟ ସରକାର ଏବଂ ବିଲ୍- ମେଲିଣ୍ଡା ଗେଟସ୍ ଫାଉଣ୍ଡେସନ୍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା । ନାମମାତ୍ର, ଭୂମିହୀନ ଚାଷୀମାନଙ୍କ ଜୀବିକା ସମୃଦ୍ଧି ତଥା କୃଷିର ବିକାଶ ପାଇଁ ଏହା ଉଦ୍ଦିଷ୍ଟ ଥିଲା । ଏଥିରେ ଗେଟସ୍ ଫାଉଣ୍ଡେସନକୁ ଡାଟା ସିଷ୍ଟମ୍, ଆଇଟି ବିକାଶ ଦାୟିତ୍ୱ ଦିଆଯାଇଥିଲା ।

ମିିଶନ ଶକ୍ତି ବଜାର ପରିଦର୍ଶନ: କୃଷି ଭବନରୁ ବାହାରି ବିଲ୍‌ ଗେଟ୍‌ସ ଯାଇଥିଲେ ମିଶନ ଶକ୍ତି ବଜାର । ସେଠାରେ ତାଙ୍କୁ ସ୍ୱାଗତ କରିଥିଲେ ୫-ଟି ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ୍ ଓ ମିଶନ ଶକ୍ତି ବିଭାଗର କମିସନର ତଥା ସଚିବ ସୁଜାତା କାର୍ତ୍ତିକେୟନ୍ । କେବଳ ମହିଳାଙ୍କ ଦ୍ୱାରା ଏହି ବଜାର ପରିଚାଳିତ ହେଉଥିବା ଜାଣି ସେ ଖୁସି ପ୍ରକଟ କରିଥିଲେ । ମିଶନ ଶକ୍ତି ବଜାର ପରିଦର୍ଶନ କରିବା ବେଳେ କୋରାପୁଟ କଫି ପିଇଥିଲେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ ।

Previous Post

ସଞ୍ଜୟ-ଉମା ଟିକେଟ କଳି

Next Post

ବିଲ୍‌ ଗେଟ୍‌ସଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ

Next Post
ବିଲ୍‌ ଗେଟ୍‌ସଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ

ବିଲ୍‌ ଗେଟ୍‌ସଙ୍କୁ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19180 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA