Friday, June 26, 2026 10:56 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବେଲଜିୟମରେ ପ୍ରବାସୀ ଓଡିଆଙ୍କ ସମ୍ମିଳନୀରେ ଯୋଗଦେଲେ ଅତନୁ

by Our Correspondent
14 Jul, 2023- 09:01 PM
in Latest News, News
1 min read
0
ବେଲଜିୟମରେ ପ୍ରବାସୀ ଓଡିଆଙ୍କ ସମ୍ମିଳନୀରେ ଯୋଗଦେଲେ ଅତନୁ

ଭୁବନେଶ୍ୱର : ବେଲଜିୟମ ଗସ୍ତରେ ଥିବା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଆଜି ସେଠାରେ ପ୍ରବାସୀ ଓଡିଆମାନଙ୍କ ପକ୍ଷରୁ ଆୟୋଜିତ ଏକ ସମ୍ମିଳନୀରେ ଯୋଗ ଦେଇଛନ୍ତି ।  ବ୍ରୁସଲେସ ସହରର ସିଟି ସେଣ୍ଟର ଠାରେ ପ୍ରବାସୀ ଓଡିଆ ଦ୍ୱାରା ଆୟୋଜିତ ଏହି ଭବ୍ୟ କାର୍ଯ୍ୟକ୍ରମରେ ଯୋଗଦେଇ ବେଲଜିୟମରେ ରହୁଥିବା ପ୍ରବାସୀ ଓଡିଆମାନେ ଏବେ ବି ନିଜ ଜନ୍ମାମାଟି ପ୍ରତି ଆବେଗ ରଖିଥିବାରୁ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।

ଏହି ଅବସରରେ ମନ୍ତ୍ରୀ ଶ୍ରୀ ନାୟକ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡିଶାର ସାମଗ୍ରିକ ବିକାଶ ଆଜି ବିଶ୍ୱ ମାନଚିତ୍ରରେ ଓଡିଶାକୁ ପରଚିତ କରାଇପାରିଛି । ଏ କ୍ଷେତ୍ରରେ ପ୍ରବାସୀ ଓଡିଆମାନଙ୍କର ମଧ୍ୟ ବଡ ଅବଦାନ ରହିଛି । ଏଥି ସହିତ ପ୍ରବାସୀ ଓଡିଆମାନଙ୍କ ପାଇଁ ଓଡିଶା ସରକାର ଗ୍ରହଣ କରିଥିବା ସ୍ୱତନ୍ତ୍ର ପଦକ୍ଷେପ, ଓଡିଶା ମୋ ପରିବାର ଏବଂ ମିଶନ ଶକ୍ତିର ସଫଳତା ଆଦି ସମ୍ପର୍କରେ ସେ ସୂଚନା ଦେଇଥିଲେ । ଏଥିସହ ବିଦେଶରେ ରହୁଥିବା ପ୍ରବାସୀ ଓଡିଆମାନେ ଓଡିଶାର ଏହି ବିକାଶ ଧାରାରେ ନିଜକୁ ସାମିଲ କରିବାପାଇଁ ଶ୍ରୀ ନାୟକ ସେମାନଙ୍କୁ ଆହ୍ୱାନ ଦେଇଥିଲେ ।

ଏହି ଅବସରରେ ବେଲଜିୟମ ସ୍ଥିତ ପ୍ରବାସୀ ଓଡିଆମାନଙ୍କ ତରଫରୁ ମନ୍ତ୍ରୀ ଶ୍ରୀ ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ମନ୍ତ୍ରୀଙ୍କ ସହିତ ବେଲଜିୟମ ଗସ୍ତରେ ଥିବା ରାଜ୍ୟ ସମବାୟ ବ୍ୟାଙ୍କ ସଭାପତି ଟି.ପ୍ରସାଦ ରାଓ ଦୋରା ଏବଂ ପରିଚାଳନା ନିର୍ଦ୍ଦେଶକ ଉଦ୍ଧବ ଚନ୍ଦ୍ର ମାଝି ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

ପ୍ରବାସୀ ଓଡିଆମାନଙ୍କ ପକ୍ଷରୁ ଆୟୋଜିତ ସମ୍ମିଳନୀକୁ ବେଲଜିୟମର ସଞ୍ଜୟ ପରିଡା, ରଞ୍ଜିତ ପାଇକରାୟ, ରାମ କୁମାର ରଣା ଯାଦବ, ଅଂଶୁମାନ ତ୍ରିପାଠୀ ଏବଂ ନେଦରଲ୍ୟାଣ୍ଡର ଦୀପକ ପରିଡା ପ୍ରମୁଖ ସଫଳତାର ସହ ପରିଚାଳନା କରିଥିଲେ ।

Previous Post

ପଶ୍ଚିମ ଓଡିଶାରେ ‘ମୁଖ୍ୟମନ୍ତ୍ରୀ ସଭାଗୃହ’ ଯୋଜନା

Next Post

ଓଡ଼ିଶା କଂଗ୍ରେସରେ କୁଚକ୍ରୀ ଗୋଷ୍ଠୀ

Next Post
ଓଡ଼ିଶା କଂଗ୍ରେସରେ କୁଚକ୍ରୀ ଗୋଷ୍ଠୀ

ଓଡ଼ିଶା କଂଗ୍ରେସରେ କୁଚକ୍ରୀ ଗୋଷ୍ଠୀ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA