Tuesday, May 13, 2025 05:14 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିଜେଡିରେ ମିଶିଲେ ଅଧିରାଜ ପାଣିଗ୍ରାହୀ

୩ ବ୍ଲକ୍ ଅଧ୍ୟକ୍ଷ, ୪୦ ସରପଞ୍ଚ , ୩୪ ସମିତି ସଭ୍ୟ ବି ବିଜେଡ଼ିରେ

by Our Correspondent
20 Mar, 2024- 03:54 PM
in Latest News, News, Politics
1 min read
0
ବିଜେଡିରେ ମିଶିଲେ ଅଧିରାଜ ପାଣିଗ୍ରାହୀ

ଭୁବନେଶ୍ୱର: ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ଆଜି ତାଙ୍କର ଶତାଧିକ ସମର୍ଥକଙ୍କ ସହ ବିଜେଡିରେ ସାମିଲ ହୋଇଛନ୍ତି । ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଜେଡି ସାଧାରଣ ସମ୍ପାଦକ ତଥା ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ତାଙ୍କୁ ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ୱାଗତ କରିଥିଲେ । ବିଜୁ ମହିଳା ସଭାନେତ୍ରୀ ସ୍ନେହାଙ୍ଗିିନୀ ଛୁରିଆଙ୍କ ସମେତ ଅନେକ ଦଳୀୟ ନେତା ମଧ୍ୟ ଉପସ୍ଥିତ ଥିଲେ । ଅଧିରାଜଙ୍କ ସହ ବିଜେଡିରେ ମିଶିଥିବା ସ୍ଥାନୀୟ ଅଞ୍ଚଳର ଅନ୍ୟ ନେତାଙ୍କ ମଧ୍ୟରେ ଅଛନ୍ତି- ଖଡ଼ିଆଳ, ବୋଡ଼େନ୍ , ସିନାପାଲି ବ୍ଲକ୍ ଅଧ୍ୟକ୍ଷ, ୪୦ ସରପଞ୍ଚ ଏବଂ ୩୪ ପଞ୍ଚାୟତ ସମିତି ସଭ୍ୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶ ଓ ବିଜେଡି ସରକାରର ଲୋକାଭିମୁଖୀ କାର୍ଯ୍ୟକ୍ରମରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ଯୋଗଦେଇଥିବା ବିଧାୟକ ଶ୍ରୀ ପାଣିଗ୍ରାହୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ।

ସୂଚନାଯୋଗ୍ୟ, ଦୀର୍ଘ ୨୫ ବର୍ଷ ଧରି କଂଗ୍ରେସରେ ଥିବା ଅଧିରାଜ ଗତକାଲି ଦଳରୁ ଇସ୍ତଫା ଦେଇଥିଲେ । ୨୦୧୯ ନିର୍ବାଚନରେ ସେ ଖଡ଼ିଆଳ ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚନ ଜିତିଥିଲେ । ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଲଙ୍କୁ ୨,୮୫୭ ଭୋଟରେ ପରାସ୍ତ କରିଥିଲେ । ଜଣେ ଟାଣୁଆ ବିଧାୟକ ଭାବେ ପରିଚିତ ଅଧିରାଜ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିରୋଧରେ ଆନ୍ଦୋଳନ କରିଥିଲେ । ମାତ୍ର କିଛି ଦିନ ହେବ ସେ କଂଗ୍ରେସ ଛାଡ଼ି ଅନ୍ୟ ଦଳକୁ ଯିବା ନେଇ ଚର୍ଚ୍ଚା ହେଉଥିଲା । ଗତକାଲି କଂଗ୍ରେସରୁ ଇସ୍ତଫା ଦେବାର ୧୨ ଘଣ୍ଟା ପରେ ସେ ବିଜେଡିରେ ଯୋଗଦେଇ ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ଓ ଆଦର୍ଶରେ ନିଜକୁ ଅନୁପ୍ରାଣିତ କରିଛନ୍ତି ।

Previous Post

କଂଗ୍ରେସ ଛାଡ଼ିଲେ ବିଧାୟକ ଅଧିରାଜ

Next Post

ସାଂଗଠନିକ କସରତରେ ବିଜେଡି ଆଗରେ

Next Post
ସାଂଗଠନିକ କସରତରେ ବିଜେଡି ଆଗରେ

ସାଂଗଠନିକ କସରତରେ ବିଜେଡି ଆଗରେ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19040 shares
    Share 7616 Tweet 4760
  • ନବୀନ..ନବୀନ, ମୋହନ..ମୋହନ

    16580 shares
    Share 6632 Tweet 4145
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7287 shares
    Share 2915 Tweet 1822
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5766 shares
    Share 2306 Tweet 1442
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5460 shares
    Share 2184 Tweet 1365

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA