Tuesday, January 20, 2026 07:37 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମୋହନ ମାଝୀ ସରକାରଙ୍କ ଶପଥ

ଓଡ଼ିଶାରେ ବିଜେପି ରାଜ୍ ଆରମ୍ଭ

by Our Correspondent
12 Jun, 2024- 06:29 PM
in Latest News, News
1 min read
0
ମୋହନ ମାଝୀ ସରକାରଙ୍କ ଶପଥ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ରାଜ୍ ସହ ଡବଲ୍ ଇଞ୍ଜିନ୍ ସରକାର ଆରମ୍ଭ ହୋଇଛି । ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ବିଜେପି ସରକାର ଆଜି ଶପଥ ଗ୍ରହଣ କରିଛନ୍ତି । ଖଚାଖଚ ଜନତା ମଇଦାନଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅନ୍ୟ ତୁଙ୍ଗ ନେତାଙ୍କ ଉପସ୍ଥିତିରେ ଏହି ଶପଥ ସମାରୋହ ଅନୁଷ୍ଠିତ ହୋଇଥିଲା । ରାଜ୍ୟପାଳ ରଘୁବର ଦାସ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ ୮ ଜଣ କ୍ୟାବିନେଟ୍ ପାହ୍ୟା ଏବଂ ୫ ଜଣ ରାଷ୍ଟ୍ରମନ୍ତ୍ରୀ(ସ୍ୱାଧୀନ) ପାହ୍ୟାର ମନ୍ତ୍ରୀ ଭାବେ ଶପଥ ନେଇଥିଲେ ।

ମୋହନ ମାଝୀଙ୍କ ସରକାରର କ୍ୟାବିନେଟ୍ ମନ୍ତ୍ରୀମାନେ ହେଲେ- ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ୱୀରାଜ ହରିଚନ୍ଦନ, ଡ. ମୁକେଶ ମହାଲିଙ୍ଗ, ବିଭୂତି ଭୂଷଣ ଜେନା ଏବଂ ଡ. କୃଷ୍ଣଚନ୍ଦ୍ର ମହାପାତ୍ର । ରାଷ୍ଟ୍ରମନ୍ତ୍ରୀ(ସ୍ୱାଧୀନ ଦାୟିତ୍ୱ) ହେଲେ- ଗଣେଶ ରାମ ସିଂହଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଏବଂ ସମ୍ପଦ ଚନ୍ଦ୍ର ସ୍ୱାଇଁ ।

ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଶପଥ ଗ୍ରହଣ ସମାରୋହ ସ୍ଥଳରେ ଅପରାହ୍ନ ୫.୧୦ରେ ପହଞ୍ଚିବା ପରେ ଆରମ୍ଭ ହୋଇଥିଲା ଶପଥ ଗ୍ରହଣ ସମାରୋହ । ଏହା ଅଧଘଣ୍ଟା ଧରି ଚାଲିଥିଲା । ଏହି ସମାରୋହରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ୍ ଶାହ, ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା, ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଓଡ଼ିଶାର ୩ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଜୁଏଲ୍ ଓରାମଙ୍କ ସମେତ ବିଦାୟୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଉପସ୍ଥିତ ଥିଲେ ।

Previous Post

ଗୁରୁଜୀରୁ ଗୁରୁଦାୟିତ୍ୱ: ମୋହନ ମାଝୀ ମୁଖ୍ୟମନ୍ତ୍ରୀ

Next Post

ରାଜନୀତିରେ ଶ୍ରଦ୍ଧା, ସମ୍ମାନ

Next Post
ରାଜନୀତିରେ ଶ୍ରଦ୍ଧା, ସମ୍ମାନ

ରାଜନୀତିରେ ଶ୍ରଦ୍ଧା, ସମ୍ମାନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19150 shares
    Share 7660 Tweet 4788
  • ନବୀନ..ନବୀନ, ମୋହନ..ମୋହନ

    16594 shares
    Share 6638 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7295 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5811 shares
    Share 2324 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5481 shares
    Share 2192 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA