Wednesday, April 22, 2026 09:36 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଓଡ଼ିଶା ଛୁଇଁଲା ମୌସୁମୀ

by Our Correspondent
22 Jun, 2023- 04:52 PM
in Latest News, News
1 min read
0
ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି ଓଡ଼ିଶାରେ ପ୍ରବେଶ କରିଛି । ମାଲକାନଗିରି, କୋରାପୁଟ ଏବଂ ଗଜପତି ଜିଲ୍ଲାକୁ ଏହା ଛୁଇଁଥିବା ବେଳେ ଆଗାମୀ ୨ ଦିନ ମଧ୍ୟରେ ସାରା ରାଜ୍ୟକୁ ଅଗ୍ରସର ହେବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଆଜି ଅଢ଼େଇ ଘଣ୍ଟାରେ ଭୁବନେଶ୍ୱରରେ ୯୦.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ମୌସୁମୀ ପ୍ରବେଶ ଯୋଗୁଁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି । କଟକ, ଭୁବନେଶ୍ୱର ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରାକ୍ ମୋ÷ସୁମୀ ବର୍ଷା ମଧ୍ୟ ଆରମ୍ଭ ହୋଇଛି । ମାଲକାନଗିରି, କୋରାପୁଟ, ଗଜପତି ସମେତ ଆଜି ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବରଗଡ଼, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ପ୍ରାକ୍ ମୌସୁମୀ ପ୍ରଥମ ବର୍ଷାରେ ରାଜଧାନୀ ଭୁବନେଶ୍ୱରର ଅବସ୍ଥା ବେହାଲ ହୋଇଯାଇଛି । ଇସକନ୍ ମନ୍ଦିର ସାମନା ରାସ୍ତାରେ ଯଥା ପୂର୍ବଂ ତଥା ପରଂ ଅବସ୍ଥା ଦେଖିବାକୁ ମିଳିଥିବା ବେଳେ ମାଉସୀମାରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ଯାଇଥିବା ରଥରୋଡ୍ ରେ ଆଣ୍ଠୁଏ ଉଚ୍ଚରେ ପାଣିର ସୁଅ ଛୁଟିଥିଲା । ଜାଗମରା, ଖଣ୍ଡଗିରି, ରସୁଲଗଡ଼ ପ୍ରଭୃତି ଅଞ୍ଚଳରେ ମଧ୍ୟ ରାସ୍ତା ଉପରେ ବର୍ଷାପାଣିର ସୁଅ ଛୁଟିଥିଲା । ରାସ୍ତାର ବିଭିନ୍ନ ଜାଗାରେ ନିର୍ମାଣ କାର୍ଯ୍ୟ ଚାଲୁଥିବାରୁ ପାଣି ନିଷ୍କାସନ ସମସ୍ୟା ସୃଷ୍ଟି ହୋଇ ସଙ୍ଗୀନ ଅବସ୍ଥା ସୃଷ୍ଟି କରିଥିଲା । ଏଥିଯୋଗୁଁ ଲୋକମାନଙ୍କୁ ନାହିଁ ନ ଥିବା ଦୁର୍ଦ୍ଦଶା ଭୋଗିବାକୁ ପଡ଼ିଛି ।

ବିିଏମସି ମେୟର ସୁଲୋଚନା ଦାସ ଏବଂ ଅନ୍ୟ ଅଧିକାରୀଗଣ ଚିରାଚରିତ ଢ଼ଙ୍ଗରେ ଏଥର ମଧ୍ୟ ବର୍ଷା ବିତ୍ପାତ ଜାଗାଗୁଡ଼ିକୁ ଯାଇ ଆଶ୍ୱାସନାର ବାଣୀ ଶୁଣାଇଥିଲେ । ମାତ୍ର ସ୍ଥାନୀୟ ଲୋକମାନଙ୍କୁ ଏହି ଅଧିକ କ୍ଷୁବ୍ଧ କରୁଥିବା ଦେଖିବାକୁ ମିଳିଛି । ଆଗାମୀ ବର୍ଷା ଋତୁରେ ରାଜଧାନୀର ଅବସ୍ଥା କିଭଳି ହେବ ଏବଂ ବିଏମସି ଲୋକଙ୍କ କ୍ରୋଧକୁ କିଭଳି ସାମନା କରିବ ତାହା ଏବେ ବଡ଼ ପ୍ରଶ୍ନ ସୃଷ୍ଟି କରିଛି ।

 

Previous Post

୧୫ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର

Next Post

ବାହାନଗା ହାଇସ୍କୁଲ ପାଇଁ ୨.୪୯ କୋଟି

Next Post
ବାହାନଗା ହାଇସ୍କୁଲ ପାଇଁ ୨.୪୯ କୋଟି

ବାହାନଗା ହାଇସ୍କୁଲ ପାଇଁ ୨.୪୯ କୋଟି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA