Thursday, June 25, 2026 04:58 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ପ୍ରକୃତ ଦୋଷୀଙ୍କୁ ଧରାଯିବ: ମୁଖ୍ୟମନ୍ତ୍ରୀ

by Our Correspondent
19 Mar, 2025- 11:30 PM
in Latest News, News
1 min read
0
ପ୍ରକୃତ ଦୋଷୀଙ୍କୁ ଧରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ । ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି।

ସ୍ୱର୍ଗତ ଦାସଙ୍କ ପତ୍ନୀ ଶ୍ରୀମତୀ ମୀନତି ଦାସ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ତାଙ୍କ କନ୍ୟା ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁତ୍ର ବିଶାଳ ଦାସ ମଧ୍ୟ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯେଉଁଭଳି ଭାବେ ଏହି ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ । ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ। ଆଇନର ମର୍ଯ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଥିଲେ ।

ଶ୍ରୀମତୀ ଦାସଙ୍କୁ ତଦନ୍ତକାରୀ ସଂସ୍ଥାକୁ ସହଯୋଗ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେ ଯେ କୌଣସି ସମୟରେ ତାଙ୍କୁ ବ୍ୟକ୍ତିଗତ ଭାବେ ଏ ସମ୍ପର୍କରେ ଅବଗତ କରାଇପାରିବେ । ସେ ନିଜେ ଓ ତାଙ୍କ ସରକାର ନ୍ୟାୟ ସପକ୍ଷରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ବ୍ୟକ୍ତିଗତ ଭାବେ ଭେଟି ଏହି ଆଲୋଚନା କରିଥିବାରୁ ଏବଂ ନ୍ୟାୟ ମିଳିବାର ଭରସା ଦେଇଥିବାରୁ ଶ୍ରୀମତୀ ଦାସ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।

Previous Post

୫,୮୨୨ ଡାକ୍ତର ପଦବୀ ଖୁବ୍ ଶୀଘ୍ର ପୂରଣ ହେବ

Next Post

ଆମେରିକାର ତୁଲସା ବିଶ୍ୱବିଦ୍ୟାଳୟ ଓ କିଟ୍‍ ମଧ୍ୟରେ ବୁଝାମଣା

Next Post
ଆମେରିକାର ତୁଲସା ବିଶ୍ୱବିଦ୍ୟାଳୟ ଓ କିଟ୍‍ ମଧ୍ୟରେ ବୁଝାମଣା

ଆମେରିକାର ତୁଲସା ବିଶ୍ୱବିଦ୍ୟାଳୟ ଓ କିଟ୍‍ ମଧ୍ୟରେ ବୁଝାମଣା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA