Saturday, April 25, 2026 08:04 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ନନ୍ଦିଘୋଷ ଟିଭି ସାମ୍ବାଦିକଙ୍କୁ ଆକ୍ରମଣ

by Our Correspondent
01 Dec, 2022- 09:45 PM
in Latest News, News, Politics
1 min read
0
ନନ୍ଦିଘୋଷ ଟିଭି ସାମ୍ବାଦିକଙ୍କୁ ଆକ୍ରମଣ
ଭୁୁବନେଶ୍ୱର: ପଦ୍ମପୁର ଉପନିର୍ବାଚନ ଖବର ସଂଗ୍ରହ କରୁଥିବା ନନ୍ଦିଘୋଷ ଟିଭିର ବରିଷ୍ଠ ସାମ୍ବାଦିକ ଦେବହରି ବେହେରାଙ୍କୁ ବିଜେପି କର୍ମୀମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି ।
ଅଭିଯୋଗ ଅନୁଯାୟୀ, ଗତକାଲି ରାତି ପ୍ରାୟ ୧୦ଟା ବେଳେ ପାଇକମାଳ ଥାନାରେ ବିଜେପି କର୍ମୀମାନେ ପୁଲିସ ଉପସ୍ଥିତିରେ ନନ୍ଦିଘୋଷ ଟିଭିର କାର୍ଯ୍ୟରତ ବରିଷ୍ଠ ସାମ୍ବାଦିକ ଦେବହରି ବେହେରାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ । ଖାଲି ସେତିକି ନୁହେଁ, ତାଙ୍କୁ ଜୀବନରେ ମାରିଦେବା ଲାଗି ଥାନା ବାହାରେ ବିଜେପି କର୍ମୀମାନେ ମାରଣାସ୍ତ୍ର ଧରି ଜଗି ରହିଥିଲେ ।
ଘଟଣା ସମ୍ପର୍କରେ ଦେବହରି ଥାନାରେ ଏତଲା ଦେଇଥିଲେ ମଧ୍ୟ ପୁଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନାହିଁ । ଏହାକୁ ନେଇ ସାମ୍ବାଦିକ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି । ନନ୍ଦିଘୋଷ ଟିଭିର ସାମ୍ବାଦିକମାନେ ସେମାନଙ୍କ ସୁରକ୍ଷା ଦାବି କରି ଆଜି ପଦ୍ମପୁର ଉପଜିଲ୍ଲାପାଳ ଓ ରିଟର୍ଣ୍ଣିଂ ଅଫିସର ଏବଂ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଫେରାଦ ହୋଇଛନ୍ତି । ନନ୍ଦିଘୋଷ ଟିଭିର ସାମ୍ବାଦିକମାନଙ୍କୁ ବିଜେପି ନେତା ଓ କର୍ମୀମାନେ ଟାର୍ଗେଟ୍ କରି ଆକ୍ରମଣ କରୁଥିବା ସେମାନେ ଦର୍ଶାଇଛନ୍ତି । ଦେବହରିଙ୍କୁ ସୁରକ୍ଷା ପ୍ରଦାନ ପାଇଁ ସେମାନେ ନିବେଦନ କରିବା ସହ ତାଙ୍କ ଜୀବନ ପ୍ରତି ବିପଦ ରହିଥିବାରୁ ଏହାକୁ ଗୁରୁତର ସହ ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି ।
ବିଜେଡି ପକ୍ଷରୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଅନୁରୂପ ଦାବିରେ ଆଜି ସ୍ମାରକପତ୍ର ପ୍ରଦାନ କରାଯାଇଛି । ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବିଜେଡି ପ୍ରତିନିଧି ଦଳ ଦାବି କରିଛନ୍ତି ।
ବିଜେପି ପକ୍ଷରୁ ଏହି ଅଭିଯୋଗ ଉପରେ ପ୍ରତିକ୍ରିୟା ମିଳିପାରିନାହିଁ ।

ଧର୍ମେନ୍ଦ୍ରଙ୍କ ବିରୋଧରେ ଫେରାଦ: ପଦ୍ମପୁରରେ ଗୁଣ୍ଡାଗର୍ଦ୍ଦିକୁ ନେଇ ବିଜେଡି-ବିଜେପି ଆରୋପ ପ୍ରତ୍ୟାରୋପ ଭିତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖରେ ଫେରାଦ ହୋଇଛି ବିଜେଡି । ପଦ୍ମପୁରରେ ନିର୍ବାଚନ ପ୍ରଚାର କରୁଥିବା କେନ୍ଦ୍ରମନ୍ତ୍ରୀ ଅର୍ଗସ୍ ଟିଭିର ମହିଳା ସାମ୍ବାଦିକ ଶତରୂପା ସାମନ୍ତରାୟଙ୍କୁ ରାଜ୍ୟ କୃଷି ମନ୍ତ୍ରୀ ରାଜା ସ୍ୱାଇଁଙ୍କୁ ଆକ୍ରମଣ କରିବାକୁ ଉସକାଉଥିବାର ଭାଇରାଲ୍ ଭିିଡ଼ିଓ ସମ୍ପର୍କରେ ଅବଗତ କରାଇଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ବିହିତ କାର୍ଯ୍ୟାନୁଷ୍ଠାନ ପାଇଁ ବିଜେଡି ପ୍ରତିନିଧି ଦଳ ସ୍ମାରକପତ୍ର ଦେଇଛନ୍ତି ।
Previous Post

କାଲି ପଦ୍ମପୁରରେ ନବୀନ ସୋ’

Next Post

ପଦ୍ମପୁରରେ ନବୀନଙ୍କ ମେଗା ସୋ’

Next Post
ପଦ୍ମପୁରରେ ନବୀନଙ୍କ ମେଗା ସୋ’

ପଦ୍ମପୁରରେ ନବୀନଙ୍କ ମେଗା ସୋ'

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA