Thursday, October 15, 2026 04:30 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଏ ସରକାରର ମୁଖା ଖୋଲନ୍ତୁ

ଜନସମ୍ପର୍କ ପଦଯାତ୍ରାରେ ବର୍ଷିଲେ ନବୀନ

by Our Correspondent
14 Oct, 2026- 11:31 PM
in Latest News, News
1 min read
0
ଏ ସରକାରର ମୁଖା ଖୋଲନ୍ତୁ

ଭୁବନେଶ୍ୱର: ବିଜେଡି ସରକାରରେ ବିକାଶ ଥିଲା ମୁଖ୍ୟ ଏଜେଣ୍ଡା । କିନ୍ତୁ ଏ ଡବଲ ଇଞ୍ଜିନ ସରକାର ପାଇଁ ମୁଖ୍ୟ ଏଜେଣ୍ଡା ହୋଇଛି ତାଙ୍କ ଦଳର ବିକାଶ । ଅପାରଗତାରେ ନମ୍ବର ୱାନ ଏହି ସରକାରର ମୁଖା ଖୋଲି ଦେବାକୁ ବିଜେଡି କର୍ମୀଙ୍କୁ ଆହ୍ୱାନ ଦେଇଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ ।

ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରାରେ ଆଜି ଯୋଗଦେଇ ରାଜ୍ୟର ବିଜେପି ସରକାରଙ୍କ ଉପରେ ବର୍ଷିଥିଲେ ନବୀନ ।

ସେ କହିଥିଲେ, ବିଜେଡି ସରକାରରେ ବିକାଶ ଥିଲା ମୁଖ୍ୟ ଏଜେଣ୍ଡା । କିନ୍ତୁ ଏ ସରକାର ଅମଳରେ ସମସ୍ତେ ହଇରାଣ। ଚାଷୀ ହଇରାଣ ମହିଳା ହଇରାଣ, ବୁଢାବୁଢ଼ୀ ହଇରାଣ । ଗରିବ ଲୋକ ହଇରାଣ । ମଧ୍ୟବିତ୍ତ ହଇରାଣ । ଜେନ-ଜି ର ଭବିଷ୍ୟତ ଅନ୍ଧାର । ଅତ୍ୟାବଶକ ଦ୍ରବ୍ୟର ଦରଦାମ ବଢ଼ି ଚାଲିଛି । ସମସ୍ତେ ହଇରାଣ୍ । କିନ୍ତୁ ସରକାର ନିଦା ବିଷ୍ଣୁ । ଅପାରଗତାରେ ଓଡିଶା ସରକାର ସାରା ଦେଶରେ ନମ୍ବର ୱାନ ।
ଲୋକଙ୍କ ସହ ରହି ଏ ଅପାରଗ ସରକାରର ମୁଖା ଖୋଲି ଦେବାକୁ ନବୀନ ଆହ୍ୱାନ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା , ବିଧାୟକ ସୁଶାନ୍ତ ରାଉତ, ବିଧାୟକ ଅନନ୍ତ ନାରାୟଣ ଜେନା , ମେୟର ସୁଲୋଚନା ଦାସ ଓ ମନ୍ମଥ ରାଉତରାୟ ପ୍ରମୁଖ ଉଦବୋଧନ ଦେଇ ରାଜ୍ୟ ସରକାରଙ୍କ ତୀବ୍ର ସମାଲୋଚନା କରିଥିଲେ। ସାଂସଦ ଶୁଭାଶିଷ ଖୁଣ୍ଟିଆ ଓ ବେଗୁନିଆ ବିଧାୟକ ପ୍ରଦୀପ ସାହୁ, ସ୍ଥାନୀୟ କର୍ପୋରେଟର ଭରତ ଲେଙ୍କା ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

୧୪ ଜିଲ୍ଲାରେ ୩୯,୩୮୩ କୋଟିର ଶିଳ୍ପ ପ୍ରକଳ୍ପ

Next Post

ବିରୋଧୀ ଦଳକୁ ଭୟଭୀତ କରିବା ପାଇଁ ପୋଲିସ କଳର ବ୍ୟବହାର କରୁଛି ବିଜେପି: ବିଜେଡି

Next Post
ବିରୋଧୀ ଦଳକୁ ଭୟଭୀତ କରିବା ପାଇଁ ପୋଲିସ କଳର ବ୍ୟବହାର କରୁଛି ବିଜେପି: ବିଜେଡି

ବିରୋଧୀ ଦଳକୁ ଭୟଭୀତ କରିବା ପାଇଁ ପୋଲିସ କଳର ବ୍ୟବହାର କରୁଛି ବିଜେପି: ବିଜେଡି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA