Wednesday, April 22, 2026 11:06 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ହରିଶ୍ଚନ୍ଦ୍ର ସହାୟତା ରାଶି ୧ ହଜାର ବୃଦ୍ଧି

ପ୍ରତି ପଞ୍ଚାୟତରେ ପାଇଁ ୧୫ ହଜାର ଟଙ୍କାର ରିଭଲଭିଂ ଫଣ୍ଡ

by Our Correspondent
13 Apr, 2023- 08:26 PM
in Latest News, News
1 min read
0
ହରିଶ୍ଚନ୍ଦ୍ର ସହାୟତା ରାଶି ୧ ହଜାର ବୃଦ୍ଧି

ଭୁୁବନେଶ୍ୱର: ରାଜ୍ୟ ସରକାରଙ୍କ ହରିଶ୍ଚନ୍ଦ୍ର ସହାୟତା ଯୋଜନା ରାଶି ବୃଦ୍ଧି ପାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି ସହାୟତାକୁ ଗ୍ରାମାଞ୍ଚଳ ପାଇଁ ୨ ହଜାରରୁ ୩ ହଜାର ଟଙ୍କା ଏବଂ ସହରାଞ୍ଚଳ ଓ ପୁରୀ ସ୍ୱର୍ଗଦ୍ୱାର ପାଇଁ ୩ ହଜାରରୁ ୪ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଏଥିନିମନ୍ତେ ପ୍ରତ୍ୟେକ ଗ୍ରାମପଞ୍ଚାୟତରେ ଏକ ରିଭଲଭିଂ ଫଣ୍ଡ୍ ଖୋଲାଯାଇ ୧୫ ହଜାର ଟଙ୍କା ଲେଖାଏଁ ଅର୍ଥ ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ ଗରିବ ଲୋକମାନେ ଯେପରି ତାଙ୍କ ପ୍ରିୟଜନଙ୍କ ଅନ୍ତେଷ୍ଟିକ୍ରିୟା ସଂପାଦନରେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆରମ୍ଭ କରିଛନ୍ତି ହରିଶ୍ଚନ୍ଦ୍ର ସହାୟତା ଯୋଜନା । ଏହି ଯୋଜନାରେ ଅନ୍ତେଷ୍ଟି ପାଇଁ ଗ୍ରାମାଞ୍ଚଳରେ ଦୁଇ ହଜାର ଟଙ୍କା ଓ ସହରାଞ୍ଚଳରେ ତିନି ହଜାର ଟଙ୍କା ସହାୟତା ମିଳୁଥିଲା ।

ହରିଶ୍ଚନ୍ଦ୍ର ସହାୟତା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଭରଣା କରାଯାଉଛି । ସାରା ରାଜ୍ୟର ସମସ୍ତ ପଞ୍ଚାୟତର ରିଭଲଭିଂ ଫଣ୍ଡ ପାଇଁ ୧୦ କୋଟି ୧୯ ଲକ୍ଷ ୧୦ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମଞ୍ଜୁର କରାଯାଇଛି ।

ଏହି ନୂତନ ପ୍ରକ୍ରିୟାକୁ ତଦାରଖ କରିବା ପାଇଁ ଗ୍ରାମ ପଞ୍ଚାୟତ ଏକ୍‌ସଟେନସନ୍‌ ଅଫିସର କିମ୍ବା ଅନ୍ୟ କୌଣସି ବ୍ଲକସ୍ତରୀୟ ଏକ୍‌ସଟେନସନ୍‌ ଅଫିସରଙ୍କୁ ଦାୟିତ୍ବ ଦିଆଯାଇଛି । ବର୍ଦ୍ଧିତ ସହାୟତା ପାଇଁ ଯୋଜନାର ସଫ୍ଟୱାରରେ ଆବଶ୍ୟକ ପରିବର୍ତ୍ତନ କରାଯିବା ସହିତ ଜିଲ୍ଲାୱାରୀ ଗ୍ରାମପଞ୍ଚାୟତ ତାଲିକା ମଧ୍ୟ ପ୍ରସ୍ତୁତ କରାଯାଇସାରିଛି ।

Previous Post

ବେଦାନ୍ତ ପ୍ରୀତିରେ ସମସ୍ତେ ଫସିଗଲେ

Next Post

ସୋଆରେ କର୍ମଶାଳା: ଯୋଗ ଦେବେ ୮ ଦେଶର ପ୍ରତିନିଧି

Next Post
ସୋଆରେ କର୍ମଶାଳା: ଯୋଗ ଦେବେ ୮ ଦେଶର ପ୍ରତିନିଧି

ସୋଆରେ କର୍ମଶାଳା: ଯୋଗ ଦେବେ ୮ ଦେଶର ପ୍ରତିନିଧି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA