Wednesday, April 29, 2026 04:34 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ହିଞ୍ଜିଳି ପାଇଁ ନାମାଙ୍କନ ଭରିଲେ ନବୀନ

by Our Correspondent
30 Apr, 2024- 01:56 PM
in Latest News, News, Politics
1 min read
0
ହିଞ୍ଜିଳି ପାଇଁ ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ୱର: ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ଭାବେ ଷଷ୍ଠ ଥର ପାଇଁ ଆଜି ହିଞ୍ଜିଳିକାଟୁ ବିଧାନସଭା ଆସନରୁ ନାମାଙ୍କନ ଦାଖଲ କରିଛନ୍ତି । ମେ ୨୦ ଦ୍ୱିତୀୟ ପର୍ଯ୍ୟାୟରେ ଏଠାରେ ମତଦାନ ହେବ । ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆସି ନବୀନ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ଏହି ସମୟରେ ତାଙ୍କ ସାଙ୍ଗରେ ଥିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍, ମନ୍ତ୍ରୀ ବିକ୍ରମ ଆରୁଖ ଆରୁଖ, ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର, ଆସ୍କା ଲୋକସଭା ପ୍ରାର୍ଥୀ ରଞ୍ଜିତା ସାହୁ ଏବଂ ଦୁଇଟି ଯାକ ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀବୃନ୍ଦ ।

ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ସକାଳ ପ୍ରାୟ ୧୧ଟାରେ ଛତ୍ରପୁର ନିକଟ ନରସିଂହପୁର ଛକସ୍ଥିତ ହେଲିପ୍ୟାଡ୍ ରେ ଓହ୍ଲାଇଥିଲେ । ସେଠାରୁ କାର୍ ଯୋଗେ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠକୁ ଯାଇଥିଲେ । ବେଢ଼ା ପରିକ୍ରମା କରିବା ସହିତ ଗର୍ଭଗୃହରେ ମା’ଙ୍କର ପୂଜାର୍ଚ୍ଚନା କରି ଆଶୀର୍ବାଦ ନେଇଥିଲେ । ତାଙ୍କ ସାଙ୍ଗରେ ଥିଲେ ୫-ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍ । ସେଠାରୁ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ପୁଣି କାର୍ ଯୋଗେ ଫେରିଥିଲେ । ରାସ୍ତାର ଦୁଇପାଶ୍ୱର୍ରେ ହଜାର ହଜାର ଜନତା ମୁଖ୍ୟମନ୍ତ୍ରୀଙ୍କୁ ହାତ ହଲାଇ ଶୁଭେଚ୍ଛା ଜଣାଇଥିଲେ । ପ୍ରାୟ ୧୨.୪୦ ରେ ମୁଖ୍ୟମନ୍ତ୍ରୀ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଉପଜିଲ୍ଲାପାଳଙ୍କ ପାଖରେ ନାମାଙ୍କନ ଭରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଅଦ୍ଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ଦକ୍ଷିଣାଞ୍ଚଳ ଡିଆଇଜି ଜୟନାରାୟଣ ପଙ୍କଜ ଓ ଗଞ୍ଜାମ ଏସପି ଜଗମୋହନ ମୀନା ନିଜେ ଉପସ୍ଥିତ ରହି ସୁରକ୍ଷା ବ୍ୟବସ୍ଥାର ତତ୍ୱାବଧାନ କରିଥିଲେ । ହେଲିପ୍ୟାଡ୍ ସ୍ଥାନ ପୁରୁଷୋତମପୁର ଥାନା ଅଧୀନ ନରସିଂହପୁର ଛକଠାରୁ ତାରାତାରିଣୀ ଏବଂ ଛତ୍ରପୁରରେ ପାଖାପାଖି ୧୫ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଥିଲେ ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ତାଙ୍କର ପାରମ୍ପରିକ ଆସନ ହିଞ୍ଜିଳି ବ୍ୟତୀତ ଏଥର ବଲାଙ୍ଗିର ଜିଲ୍ଲା କଣ୍ଟାବାଂଝୀ ଆସନରୁ ବିଧାନସଭା ଆସନରୁ ମଧ୍ୟ ଲଢ଼ୁଛନ୍ତି ।

Previous Post

ଅପରାଧୀଙ୍କୁ ଟିକଟ ଦେବା ଓଡିଶା ବିଜେପିର ସଂସ୍କୃତି: ବିଜେଡି

Next Post

ଅଲ୍ ଦ ବେଷ୍ଟ ବବି: ନବୀନ

Next Post
ଅଲ୍ ଦ ବେଷ୍ଟ ବବି: ନବୀନ

ଅଲ୍ ଦ ବେଷ୍ଟ ବବି: ନବୀନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA