Saturday, April 25, 2026 11:55 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ

ଅତନୁଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

by Our Correspondent
09 Jun, 2023- 03:29 PM
in Latest News, News, Politics
1 min read
0
ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ

ଭୁବନେଶ୍ୱର: ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଛନ୍ତି । ମନ୍ତ୍ରିମଣ୍ଡଳରୁ ତାଙ୍କୁ ବାଦ୍ ଦେବା ପାଇଁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଙ୍କୁ ମୁଖ୍ୟମନ୍ତ୍ରୀ ସୁପାରିଶ କରିଛନ୍ତି । ନିକଟରେ ବିଭାଗୱାରୀ ବାର୍ଷିକ ସମୀକ୍ଷା ବେଳେ ଉଚ୍ଚଶିକ୍ଷା ବିଭାଗର ପ୍ରଦର୍ଶନ ଦୁର୍ବଳ ଥିଲା । ଯେଉଁଥିପାଇଁ ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟାନୁଷ୍ଠାନ ନେଇଥିବା କୁହାଯାଉଛି । ମୁଖ୍ୟମନ୍ତ୍ରୀ ଏହି ବିଭାଗର ଦାୟିତ୍ୱ ଅତନୁ ସବ୍ୟସାଚୀ ନାୟକଙ୍କୁ ଦେଇଛନ୍ତି । ଖାଦ୍ୟ ଯୋଗାଣ ଓ ସମବାୟ ମନ୍ତ୍ରୀ ଅତନୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ସମ୍ଭାଳିବେ ।

ରେଢ଼ାଖୋଲ ଆସନରୁ ଦ୍ୱିତୀୟ ଥର ନିର୍ବାଚିତ ରୋହିତ ପୂଜାରୀଙ୍କୁ ଗତବର୍ଷ ଜୁନ୍ ୫ ତାରିଖରେ ମୁଖ୍ୟମନ୍ତ୍ରୀ ତାଙ୍କ ମନ୍ତ୍ରିମଣ୍ଡଳରେ ସାମିଲ କରିଥିଲେ । ତାଙ୍କୁ ଉଚ୍ଚଶିକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ରାଷ୍ଟ୍ରମନ୍ତ୍ରୀ ଭାବେ ସ୍ୱାଧୀନ ଦାୟିତ୍ୱ ଦେଇଥିଲେ । ତେବେ ବିଭାଗ ସମ୍ଭାଳିବାରେ ତାଙ୍କର ଦକ୍ଷତାକୁ ନେଇ ସବୁବେଳେ ଆଲୋଚନା ହେଉଥିଲା । ନିକଟରେ ମୁଖ୍ୟମନ୍ତ୍ରୀ ସବୁ ବିଭାଗରର ବାର୍ଷିକ ସମୀକ୍ଷା କରିଥିଲେ । ଏହି ସମୀକ୍ଷାବେଳେ ଉଚ୍ଚଶିକ୍ଷା ବିଭାଗର ପ୍ରଦର୍ଶନ ଦୁର୍ବଳ ଥିବା ଜଣାପଡ଼ିଥିଲା । ସେବେଠାରୁ ମୁଖ୍ୟମନ୍ତ୍ରୀ ତାଙ୍କ ଉପରେ ଖୁସି ନ ଥିଲେ ।

କେବଳ ମନ୍ତ୍ରୀ ଭାବେ ଦୁର୍ବଳ ପ୍ରଦର୍ଶନ ନୁହେଁ, ସାଂଗଠନିକ ସ୍ତରରେ ମଧ୍ୟ କିଛି ବିବାଦୀୟ କାର୍ଯ୍ୟ ତାଙ୍କୁ ମହଙ୍ଗା ପଡ଼ିଲା ବୋଲି ଚର୍ଚ୍ଚା ହେଉଛି ।

Previous Post

ବାହାନଗା ହାଇସ୍କୁଲ ଭଙ୍ଗାଯାଇ ପୁନଃନିର୍ମାଣ ହେବ

Next Post

ସାଲୁଜା, ପଞ୍ଚାନନଙ୍କୁ ଗୁରୁ ଦାୟିତ୍ୱ

Next Post
ସାଲୁଜା, ପଞ୍ଚାନନଙ୍କୁ ଗୁରୁ ଦାୟିତ୍ୱ

ସାଲୁଜା, ପଞ୍ଚାନନଙ୍କୁ ଗୁରୁ ଦାୟିତ୍ୱ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA