Friday, November 13, 2026 04:54 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ତାରାଚାନ୍‌ଙ୍କ ଇଞ୍ଜିନିୟରିଂ ପଢିବା ସ୍ୱପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ

ନାମଲେଖା ପାଇଁ ମଞ୍ଜୁର କଲେ ୯୬,୫୦୦

by Our Correspondent
26 Nov, 2021- 09:04 PM
in Latest News, News
1 min read
0
ତାରାଚାନ୍‌ଙ୍କ ଇଞ୍ଜିନିୟରିଂ ପଢିବା ସ୍ୱପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବଲାଙ୍ଗୀର ବଙ୍ଗମୁଣ୍ଡା ଅଞ୍ଚଳର ପ୍ରତିଭାବାନ ଛାତ୍ର ତାରାଚାନ୍‌ ରଣାଙ୍କ ଇଞ୍ଜିନିୟରିଂ ପଢିବା ସ୍ୱପ୍ନକୁ ପୂରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅର୍ଥ ଅଭାବରୁ ତାଙ୍କର ନାମଲେଖା ପ୍ରକ୍ରିୟାରେ ବାଧା ସୃଷ୍ଟି ହେଉଥିବା ସଂପର୍କରେ ଜାଣି ମୁଖ୍ୟମନ୍ତ୍ରୀ ତାଙ୍କ ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କରିଛନ୍ତି ।

ବଲାଙ୍ଗୀର ଜିଲ୍ଲାର ସିନ୍ଧେକେଲା ଅଞ୍ଚଳର ବଡପଡା ଗାଁର ଛାତ୍ର ହେଉଛନ୍ତି ତାରାଚାନ୍‌ ରଣା । ବାପା ଉପସୁ ରଣାଙ୍କ ବାର୍ଷିକ ରୋଜଗାର ମାତ୍ର ୪୫ ହଜାର ଟଙ୍କା । ତଥାପି ନିଜର ସ୍ୱପ୍ନ ପୂରଣ କରିବା ପାଇଁ ତାରାଚାନ୍ ଅବିରତ ଉଦ୍ୟମ କରି ଚାଲିଥିଲେ ଏବଂ ଚଳିତ ବର୍ଷ ଇଞ୍ଜିନିୟରିଂ ପାଇଁ ପ୍ରବେଶିକା ପରୀକ୍ଷା ଜେଇଇ ମେନ୍ ରେ ୯୯.୩୫ ପ୍ରତିଶତ ମାର୍କ ରଖି ଏନଆଇଟି ୱାରାଙ୍ଗଲ୍ ରେ ପଢିବା ପାଇଁ କୃତକାର୍ଯ୍ୟ ହୋଇଛନ୍ତି।

କିନ୍ତୁ ଏଥିରେ ଅର୍ଥ ହୋଇଥିଲା ତାଙ୍କ ପାଇଁ ମୁଖ୍ୟ ବାଧକ । ତାଙ୍କର ଆଡ୍‌ମିଶନ ପାଇଁ ଆବଶ୍ୟକ ଅର୍ଥ ନ ଥିଲା। କଷ୍ଟେମଷ୍ଟେ ସେ ଅଳ୍ପ କିଛି ଟଙ୍କା ସଂଗ୍ରହ କରି ଆଡମିଶନ ପାଇଁ ସ୍ଥାନ ସୁରକ୍ଷିତ ରଖିପାରିଛନ୍ତି । ତାଙ୍କର ବାକି ଅର୍ଥ ପ୍ରଦାନ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ଏହା ଜାଣିବା ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ତାଙ୍କର ଆଡମିଶନ ପ୍ରକ୍ରିୟା ପୂରଣ କରିବା ପାଇଁ ୯୬,୫୦୦ ଟଙ୍କା ମଞ୍ଜୁର କରିଛନ୍ତି । ଏହାଦ୍ୱାରା ତାଙ୍କର ଆଡମିଶନ ପ୍ରକ୍ରିୟା ସଂପୂର୍ଣ୍ଣ ହୋଇପାରିବ।

ଟଙ୍କା ମଞ୍ଜୁର କରିବା ସହିତ ମୁଖ୍ୟମନ୍ତ୍ରୀ ଏହି ପ୍ରତିଭାବାନ ଛାତ୍ରଙ୍କୁ ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହିତ ତାଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି ।

Previous Post

ଅପରାଜିତା: ନିଜ ଗୋଡରେ ନିଜ କୁରାଢ଼ି !

Next Post

ବିଜୁ ସ୍ୱାସ୍ଥ୍ୟକାର୍ଡ ଯୋଜନାରେ ସାମିଲ ହେଲା ବାଲେଶ୍ୱର, ଭଦ୍ରକ ଜିଲ୍ଲା

Next Post
ବିଜୁ ସ୍ୱାସ୍ଥ୍ୟକାର୍ଡ ଯୋଜନାରେ ସାମିଲ ହେଲା ବାଲେଶ୍ୱର, ଭଦ୍ରକ ଜିଲ୍ଲା

ବିଜୁ ସ୍ୱାସ୍ଥ୍ୟକାର୍ଡ ଯୋଜନାରେ ସାମିଲ ହେଲା ବାଲେଶ୍ୱର, ଭଦ୍ରକ ଜିଲ୍ଲା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA