Monday, April 20, 2026 01:12 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିଜେଡିର ଜନଜାଗରଣ ଅଭିଯାନ: ନବୀନ ପଟ୍ଟନାୟକଙ୍କ ଉଦବୋଧନ

by Our Correspondent
10 Jun, 2025- 06:11 PM
in Latest News, News
1 min read
0
ବିଜେଡିର ଜନଜାଗରଣ ଅଭିଯାନ: ନବୀନ ପଟ୍ଟନାୟକଙ୍କ ଉଦବୋଧନ

ଗଣତନ୍ତ୍ରରେ ସାଧାରଣ ଲୋକ ହେଉଛନ୍ତି ମାଲିକ । ଲୋକଙ୍କ Mandate ରେ ଆମେ ଆଜି ବିରୋଧୀ ଦଳରେ ବସିଛେ । ଏବଂ ବିଜେଡି ଏକ Responsible Opposition ଭାବରେ କାମ କରୁଛି ।
ଭାରତୀୟ ଜନତା ପାର୍ଟି ସରକାର ଓଡିଶାର ଶାସନ ଦାୟୀତ୍ୱ ନେବାର ଏକ ବର୍ଷ ହୋଇଗଲା । କୁହାଯାଉଛି ଲୋକଙ୍କ ସରକାର । କିନ୍ତୁ ଲୋକ କାହାନ୍ତି ? କେବଳ ଲମ୍ବା ଭାଷଣ, ବଡ ବଡ Advertisement ରେ ବିକାଶ ଆସେ ନାହିଁ ।

ଆମ ସରକାର ସମୟରେ ଓଡିଶାର 90 % ଲୋକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରୁ ଉପକାର ପାଉଥିଲେ । ଆଜି ଆୟୁଷ୍ମାନ ଭାରତ୍ ଆରମ୍ଭ ହୋଇଛି । ଲୋକମାନେ ଔଷଧ ପାଉ ନାହାନ୍ତି । ବିନା ଟଙ୍କାରେ ହସ୍ପିଟାଲରେ ଚିକିତ୍ସା ହୋଇ ପାରୁନି ।

ହଜାର ହଜାର ଲୋକ ହଇରାଣ । ମା’ ମାନେ ହଇରାଣ । ବୁଢା ବୁଢି ହଇରାଣ । କ୍ୟାନ୍ସର ରୋଗୀ ହଇରାଣ । ପିଲାମାନେ ହଇରାଣ । Health System ପୁରା Collapse କରିଛି । Out of 30 Districts, CDMO post is vacant in 19 Districts. This is the success of the present Government.

ମିଶନ ଶକ୍ତି ଦ୍ୱାରା ସତୁରି ଲକ୍ଷ ମା’ ମାନେ Empower ହୋଇଥିଲେ । ଗୋଟିଏ ବର୍ଷ ଭିତରେ ମିଶନ ଶକ୍ତି Movement କୁ ଦୁର୍ବଳ କରିବା ହେଉଛି ଏ ସରକାରର ସଫଳତା । ବ୍ୟାଙ୍କରେ ମା’ ମାନେ ହଇରାଣ । ସରକାରୀ ଦପ୍ତରରେ ମା’ ମାନଙ୍କ କାମ ହେଉନାହିଁ । ଦୁବାଇ ଓ ସିଙ୍ଗାପୁର ଯାଇଥିବା ମା’ ମାନେ ଆଜି ଘରେ ବସି ହତାଶ । ମା’ ମାନଙ୍କ Self confidence ଭାଙ୍ଗି ଯାଇଛି । ଏହା ହେଉଛି ଏ ସରକାରର ବଡ ସଫଳତା । ଆଜି ଏ ସରକାର ଅଛି । କାଲି ଆଉ କିଏ ଆସିବ । ଆମ ସରକାର ସମୟରେ ମିଶନ ଶକ୍ତି Movement ସାରା ଭାରତରେ ରାଜ୍ୟ ପାଇଁ ସୁନାମ ଆଣି ଥିଲା । ତେଣୁ ମା’ ମାନଙ୍କ Empowerment ରେ ବାଧା ସୃଷ୍ଟି କରିବା ଏ ସରକାରର ସବୁଠାରୁ ବଡ ଭୁଲ୍‌ । ମା’ ମାନେ ଏହାକୁ କେବେ କ୍ଷମା ଦେବେ ନାହିଁ ।

Election ସମୟରେ କୁହା ଗଲା କଟନି ଛଟନି ବନ୍ଦ ହେବ । ସବୁ ଚାଷୀ MSP ପାଇବେ । ଆମ ଭିତରେ ବହୁ ଚାଷୀ ଭାଇ ଭଉଣୀ ଅଛନ୍ତି । ଆପଣ କୁହନ୍ତୁ କଟନୀ ଛଟନୀ ବନ୍ଦ ହୋଇଛି କି ? ମିଲରଙ୍କ ଦୟାରେ ଏବେ ଚାଷୀ । ସରକାରଙ୍କୁ ଭୟ ନାହିଁ । ଚାଷୀ ମାନେ କାହାକୁ ଗୁହାରୀ କରିବେ ? ଚାଷୀ Agricultural Loan ପାଇବାରେ ହଇରାଣ । ବିଜେଡି ସମୟରେ ରେକର୍ଡ ପରିମାଣରେ Irrigation ହୋଇଥିଲା । ଚାଲିଥିବା କାମକୁ ଏମାନେ ବନ୍ଦ କରିଦେଲେ । ଲୋକଙ୍କ ସରକାର । କିନ୍ତୁ ଲୋକ ନାରଖାର । ଲୋକ ଚେତିଲେଣି । ସରକାର ବୁଝନ୍ତୁ ।

2000 ରେ ବିଜେଡି ସରକାର ଦାୟୀତ୍ୱ ନେବା ସମୟରେ ଓଡିଶାର Loan burden ଥିଲା 18 ହଜାର କୋଟି । Over Draft ରେ ସରକାର ଚାଲିଥିଲା । 2024 ରେ ଆମେ ଦାୟୀତ୍ୱ ଛାଡିବା ବେଳେ Government Treasy ରେ Surplus ଥିଲା 45 ହଜାରେ କୋଟି । କିନ୍ତୁ ଏବେ ରେକର୍ଡ ପରିମାଣର ଲୋନରେ ସରକାର ଚାଲିଛି ।

2005-06 ରେ ଓଡିଶାର ଗରିବୀ 63.83 % ଥିବା ବେଳେ 2023 ରେ ଏହା 11.07 % କୁ ଆସିଥିଲା । 102.78 ଲକ୍ଷ ଲୋକ Poverty Line ଉପରକୁ ଉଠିଥିଲେ । IMR, MMR ଆଦି ସବୁ Development Indicator ରେ Visible Improvement ଆସିଥିଲା ।

ବିଜେଡି ବିରୋଧୀ ଦଳ ଭାବରେ ଲୋକଙ୍କ ସାଥିରେ ରହିଛି । ଲୋକଙ୍କ କଲ୍ୟାଣ ଓ ଓଡିଶାର ଉନ୍ନତି ପାଇଁ ସବୁବେଳେ ଆଗକୁ ଆସିବାର ଅଛି । ।
ମୁଁ ଆଶା କରିବି ଏଠି ଥିବା ନେତା ମାନେ ଓ ଗାଁରେ ଥିବା କର୍ମୀ ମାନେ ଲୋକଙ୍କ ସେବା ଜାରୀ ରଖିବେ ।

ବନ୍ଦେ ଉତ୍କଳ ଜନନୀ ।

Previous Post

ଏଠି ଘରୋଇ ଉଦ୍ୟୋଗୀଙ୍କ ଅବସ୍ଥା ଏମିତି…

Next Post

ସମ ହସ୍ପିଟାଲରେ ପ୍ରଥମ ଥର ପାଇଁ ଫିଜିଓଥେରାପି ମାଧ୍ୟମରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା

Next Post
ସମ ହସ୍ପିଟାଲରେ ପ୍ରଥମ ଥର ପାଇଁ ଫିଜିଓଥେରାପି ମାଧ୍ୟମରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା

ସମ ହସ୍ପିଟାଲରେ ପ୍ରଥମ ଥର ପାଇଁ ଫିଜିଓଥେରାପି ମାଧ୍ୟମରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19181 shares
    Share 7672 Tweet 4795
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA