Friday, June 26, 2026 10:04 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଆଉ ୯ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

୩ ଚାକିରିରୁ ବରଖାସ୍ତ, ୬ ଜଣଙ୍କ ପେନ୍‌ସନ ବନ୍ଦ

by Our Correspondent
07 Jul, 2023- 03:53 PM
in Latest News, News
1 min read
0
ଆଉ ୯ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଅପାରଗ ଓ ଦୁର୍ନାତିଗ୍ରସ୍ତ ଅଧିକାରୀମାନଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ଏହିକ୍ରମରେ ଆଉ ୯ ଜଣ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି । ୩ ଜଣଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବା ବେଳେ ୬ ଜଣଙ୍କର ପେନସନ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି । ଏହି ଅଧିକାରୀମାନଙ୍କ ମଧ୍ୟରେ ଅଛନ୍ତି ଏକ୍‌ଜିକ୍ୟୁଟିଭ ଇଂଜିନିୟର, ଓଏଏସ୍‌ ଅଧିକାରୀ, କୃଷି ବିଭାଗ ଅଧିକାରୀ, ସାମାଜିକ ଶିକ୍ଷା ଅଧିକାରୀ, ଅଡିଟର, ଜୁନିର ଇଂଜିନିୟର ପ୍ରମୁଖ ଅନ୍ତର୍ଭୁକ୍ତ । ଏମାନଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୯୭ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ସେମାନଙ୍କର ପେନ୍‌ସନ ବନ୍ଦ କରାଯାଇଛି ।

ଶିବରାମ ବିଶ୍ୱାଳ(ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ): କଟକ ଜିଲ୍ଲା RWSS Division-IIର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶିବରାମ ବିଶ୍ୱାଳ ଏକ ଦୁର୍ନୀତି ମାମଲାରେ ଦେଷୀସାବ୍ୟସ୍ତ ହୋଇଛନ୍ତି। ତାଙ୍କର ପେନ୍‌ସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି।

ଗଣ୍ଡାରାମ ଖମାରୀ(ପୂର୍ବତନ ବିଡିଓ): କଳାହାଣ୍ଡି ଜିଲ୍ଲା କାର୍ଲାମୁଣ୍ଡା ବ୍ଳକ୍‌ର ପୂର୍ବତନ ବିଡିଓ (ଅବସରପ୍ରାସ୍ତ ଓଏଏସ ଅଧିକାରୀ) ଗଣ୍ଡାରାମ ଖମାରୀ ଏକ ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବାପରେ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟି ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ଗୋକୁଳ ଚନ୍ଦ୍ର ନାୟକ(ପୂର୍ବତନ ସହକାରୀ କୃଷି ଅଧିକାରୀ): ନବରଙ୍ଗପୁର ଜିଲ୍ଲା ଉମରକୋଟର ପୂର୍ବତନ ସହକାରୀ କୃଷି ଅଧିକାରୀ ଗୋକୁଳ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁର୍ନୀତି, ଅପାରଗତା କାରଣରୁ ତାଙ୍କୁ ଚାକୀରିରୁ ବହିଷ୍କୃତ କରାଯାଇଛି।

କୃଷ୍ଣଚନ୍ଦ୍ର ଗୌଡ(ପୂର୍ବତନ ସହକାରୀ କୃଷି ଅଧିକାରୀ): ଜି. ଉଦୟଗିରିର ପୂର୍ବତନ ସହକାରୀ କୃଷି ଅଧିକାରୀ କୃଷ୍ଣଚନ୍ଦ୍ର ଗୌଡ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ଦାଶରଥୀ ତ୍ରିପାଠୀ(ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ): ମାଲକାନଗିରି ଜିଲ୍ଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ ଦାଶରଥୀ ତ୍ରିପାଠୀ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ଉପେନ୍ଦ୍ରଭଂଜ ନାୟକ(ପୂର୍ବତନ ଜୁନିଅର ଇଂଜିନିୟର): ବରଗଡ ଜିଲ୍ଲା ସୋହେଲା RWSSର ପୂର୍ବତନ ଜୁନିଅର ଇଂଜିନିୟର ଉପେନ୍ଦ୍ରଭଂଜ ନାୟକ ଜଣେ ସରକାରୀ ଅଧିକାରୀ ହେବା ସତ୍ତ୍ବେ କାର୍ଯ୍ୟରେ ସଚ୍ଚୋଟତା ରକ୍ଷା କରିବାରେ ଏବଂ କର୍ତ୍ତବ୍ୟ ପରାୟଣତାରେ ବିଫଳ ହୋଇଥିଲେ। ଏହାସହିତ ତାଙ୍କର ବ୍ୟବହାରରେ ଶିଷ୍ଟାଚାର ମଧ୍ୟ ନଥିଲା। ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଚାକିରୀରୁ ବହିଷ୍କୃତ କରାଯାଇଛି।

ସୁଶିଲ କୁମାର ମେହେର(ପୂର୍ବତନ ଅଡିଟର): ସୁନ୍ଦରଗଡ ଜିଲ୍ଲା ଲୋକାଲ ଫଣ୍ଡ ଅଡିଟ ବିଭାଗର ପୂର୍ବତନ ଅଡିଟର ସୁଶିଲ କୁମାର ମେହେର ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁର୍ନୀତି ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କୃତ କରାଯାଇଛି।

ଆନନ୍ଦ ଚନ୍ଦ୍ର ନାୟକ(ପୂର୍ବତନ ସାମାଜିକ ଶିକ୍ଷା ଅଧିକାରୀ): ମୟୁରଭଂଜ ଉଦଳାର ପୂର୍ବତନ ସାମାଜିକ ଶିକ୍ଷା ଅଧିକାରୀ ଆନନ୍ଦ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ଯୋଗୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ଡଃ ସୁରେନ୍ଦ୍ର ନାଥ ପତି(ପୂର୍ବତନ DMSN ସୁପରିନ୍‌ଟେଣ୍ଡେଟ): ନୟାଗଡ ଜିଲ୍ଲା ଚାନ୍ଦପୁରର ପୂର୍ବତନ DMSN ସୁପରିନ୍‌ଟେଣ୍ଡେଟ ଡଃ ସୁରେନ୍ଦ୍ର ନାଥ ପତି ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେ ପାଉଥିବା ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

Previous Post

ଗୌହାଟୀ ମିଟିଂରେ ଲୋକସଭା ଫୋକସ୍

Next Post

୬ ଜିଲ୍ଲାରେ ବିଜେଡିର ନୂଆ ସଭାପତି

Next Post
୬ ଜିଲ୍ଲାରେ ବିଜେଡିର ନୂଆ ସଭାପତି

୬ ଜିଲ୍ଲାରେ ବିଜେଡିର ନୂଆ ସଭାପତି

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA