Saturday, May 9, 2026 08:20 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ବିଜେଡିରେ ମିଶିଲେ ବସନ୍ତ ପଣ୍ଡାଙ୍କ ପୁତୁରା

by Our Correspondent
28 Oct, 2025- 09:42 PM
in Latest News, News, Politics
1 min read
0
ବିଜେଡିରେ ମିଶିଲେ ବସନ୍ତ ପଣ୍ଡାଙ୍କ ପୁତୁରା

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ମାହୋଲ ସରଗରମ ହୋଇଥିବା ବେଳେ ଆଜି ବିଜେପିର ପୂର୍ବତନ ସଭାପତି ତଥା ନୂଆପଡାର ପୂର୍ବତନ ବିଧାୟକ ବସନ୍ତ ପଣ୍ଡାଙ୍କ ପୁତୁରା ହରିଶ୍ଚନ୍ଦ୍ର ପଣ୍ଡା, ସରପଞ୍ଚ ସଙ୍ଘର ସାଧାରଣ ସମ୍ପାଦକ ତଥା ପୂର୍ବତନ ଜିଲ୍ଲା ଉପସଭାପତି  ଟେକରାମ ସାହୁ, ପୂର୍ବତନ ନୂଆପଡା ନଗର ସଭାପତି ଉମେଶ ସହିଷ, ଆଜି ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ଶ୍ରୀ ପଣ୍ଡା ଆଜି ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ସଭାପତି  ନବୀନ ପଟ୍ଟନାୟକଙ୍କୁ ଭେଟିବା ପରେ ଶଙ୍ଖ ଭବନରେ ଆନୁଷ୍ଠାନିକ ଭାବେ ତାଙ୍କୁ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ଦିବ୍ୟଶଙ୍କର ମିଶ୍ର ତାଙ୍କୁ ସ୍ୱାଗତ କରିଥିଲେ ।

ଉଲ୍ଲେଖଯୋଗ୍ୟ, ହରିଶଚନ୍ଦ୍ର ପଣ୍ଡା ନୂଆପଡାରେ ଜଣେ ଦୃଢ଼ ସଂଗଠକ । ନିର୍ବାଚନ ପରିଚାଳନାରେ, ଶ୍ରୀ ପଣ୍ଡାଙ୍କର ସକ୍ରିୟ ଅନୁଭୂତି ରହିଛି । ଶ୍ରୀ ପଣ୍ଡା, ଶ୍ରୀ ସାହୁ ଓ ଶ୍ରୀ ସହିଷଙ୍କୁ ଦଳକୁ ସ୍ୱାଗତ କରିବା ସହିତ, ଏମାନଙ୍କ ଯୋଗଦାନ ପରେ ନୂଆପଡାରେ ବିଜୁ ଜନତା ଦଳ ଅଧିକ ଶକ୍ତିଶାଳୀ ହେବ ବୋଲି ଶ୍ରୀ ମିଶ୍ର କହିଥିଲେ । ନୂଆପଡାରେ ବିଜେଡି ସ୍ଥିତି ମଜବୁତ ରହିଛି । ବିଜୁ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ ନୂଆପଡା ଜିଲ୍ଲା ଗଠନ ହୋଇଥିଲା । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମୟରେ ନୂଆପଡାରେ ଅନେକ ବିକାଶମୂଳକ କାର୍ଯ୍ୟ ହୋଇଛି, ଯାହାକୁ ଆଜି ବି ନୂଆପଡାବାସୀ ମନେ ରଖିଛନ୍ତି । ଗତ ୧୬ ମାସରେ ବିଜେପି ସରକାର ସବୁ କ୍ଷେତ୍ରରେ ବିଫଳ ହୋଇଛନ୍ତି । ନୂଆପଡା ଉପନିର୍ବାଚନରେ ବିଜେଡିର ବିପୁଳ ବିଜୟ ହେବ ।

ଏହି ଅବସରରେ, ଶ୍ରୀ ପଣ୍ଡା କହିଥିଲେ, ବିଜେପି ଜୟ ଢୋଲକିଆଙ୍କୁ ନିଜ ଦଳକୁ ନେଇ ପ୍ରାର୍ଥୀ କରି ବିଜେପି କର୍ମକର୍ତ୍ତାଙ୍କୁ ଅଣଦେଖା କରିଛନ୍ତି । ଆମେ ଶୁଣିବାକୁ ପାଉଛୁ, ବସନ୍ତ ପଣ୍ଡାଙ୍କୁ ରାଜ୍ୟସଭା ସାଂସଦ ଓ ତାଙ୍କ ପୁତ୍ର ଅଭିନନ୍ଦନଙ୍କୁ ନିଗମ ଅଧ୍ୟକ୍ଷ ପଦର ପ୍ରତିଶ୍ରୁତି ଦେଇଛି ବିଜେପି । ନୀତି ଆଦର୍ଶ କଥା କହୁଥିବା ବିଜେପି କେବଳ ଡିଲ୍ କରୁଛି । ଏହାଦ୍ୱାରା ଅସଲ କର୍ମକର୍ତ୍ତାମାନେ ପ୍ରତାରିତ ହେଉଛନ୍ତି । ଆଗାମୀ ସପ୍ତାହରେ ବିଜେପିର ଶତାଧିକ କର୍ମୀ ବିଜେଡିରେ ଯୋଗଦେବେ । ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ, ନୂଆପଡାରେ ଅନେକ ବିକାଶମୂଳକ କାର୍ଯ୍ୟ ହୋଇଛି । ନୂଆପଡାବାସୀ ଏହି ନିର୍ବାଚନରେ ବିଜେଡିକୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ବିଜୟୀ କରାଇବେ ।

Previous Post

ଦୁର୍ନୀତିଗ୍ରସ୍ତଙ୍କୁ କ୍ଷମା ନାହିଁ: ମୁଖ୍ୟମନ୍ତ୍ରୀ

Next Post

ଆଚରଣ ବିଧି ଉଲ୍ଲଙ୍ଘନ କରିଛନ୍ତି ପ୍ରଭାତୀ ପରିଡ଼ା

Next Post
ଆଚରଣ ବିଧି ଉଲ୍ଲଙ୍ଘନ କରିଛନ୍ତି ପ୍ରଭାତୀ ପରିଡ଼ା

ଆଚରଣ ବିଧି ଉଲ୍ଲଙ୍ଘନ କରିଛନ୍ତି ପ୍ରଭାତୀ ପରିଡ଼ା

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA