Monday, May 12, 2025 11:49 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home News

ପୋଖରୀପୁଟ ଡିଏଭିର ୩୪ ତମ ପ୍ରତିଷ୍ଠା ଦିବସ

by Our Correspondent
03 May, 2025- 12:09 AM
in News
1 min read
0
ପୋଖରୀପୁଟ ଡିଏଭିର ୩୪ ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ୩୪ ତମ ପ୍ରତିଷ୍ଠା ଦିବସ ଫାଉଣ୍ଡେସନ୍ ଟୁ ଫ୍ୟୁଚର ମହାସମାରୋହରେ ପାଳିତ ହୋଇଛି । ଏହି ଅବସରରେ ବିଦ୍ୟାଳୟର ସମସ୍ତ କର୍ମକର୍ତ୍ତାଙ୍କୁ ନେଇ ଏକ ସମୂହ ବୈଦିକ ଯଜ୍ଞର ଆୟୋଜନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ସାହିତ୍ୟିକ ଗୌରହରି ଦାସ ଯୋଗଦାନ କରି ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍ ଡ. ଅରୁଣ କୁମାର ରଥ ସ୍ୱାଗତ ପରିଚୟ ପ୍ରଦାନ କରି ବିଦ୍ୟାଳୟର ଗୌରବ ଅକ୍ଷୁଣ୍ଣ ରଖିବାକୁ ଆହ୍ୱାନ ଦେଇଥିଲେ ।

ମୁଖ୍ୟଅତିଥି ନିଜର ଅଭିଭାଷଣରେ କଠୋର ଅଧ୍ୟବସାୟ ଓ ଗଭୀର ଆତ୍ମବିଶ୍ୱାର ସହ କାର୍ଯ୍ୟକଲେ ସଫଳତା ମିଳିପାରିବ ବୋଲି ମତବ୍ୟକ୍ତ କରିଥିଲେ ।

ଓଡ଼ିଶା ଡିଏଭି ଅନୁଷ୍ଠାନର ଆଞ୍ଚଳିକ ନିର୍ଦ୍ଦେଶକ ଡ. କେଶବ ଚନ୍ଦ୍ର ଶତପଥୀ ନିଜର ବକ୍ତବ୍ୟରେ ଉତ୍ସାହ, ଆଚରଣ, ମନୋଯୋଗପୂର୍ବକ କାର୍ଯ୍ୟ ସମ୍ପାଦନ ଦ୍ୱାରା ଭବିଷ୍ୟତ ପଥ ସୁଗମ ହୋଇପାରିବ ବୋଲି କହିଥିଲେ ।

ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁ ବିଦ୍ୟାଳୟର ବିବରଣୀ ପ୍ରଦାନ ସହ ଉତ୍ସବର ସଫଳତା ପାଇଁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ବିଦ୍ୟାଳୟର ଜୁନିଅର ରେଡକ୍ରସ୍‌ ବିଭାଗର ଦାୟିତ୍ୱରେ ଥିବା ଶିକ୍ଷକ ମନୋଜ କୁମାର ନାହାକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ରକ୍ତଦାନ ଶିବିରରେ ୭୬ ୟୁନିଟ୍‌ ରକ୍ତ ସଂଗୃହୀତ ହୋଇଥିଲା । ବିବିଧ କ୍ଷେତ୍ରରେ ପ୍ରତିଭାଧାରୀ ବିଦ୍ୟାର୍ଥୀ , ଅଭିଭାବକ ତଥା ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ମଞ୍ଚାସୀନ ଅତିଥିଗଣଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।

ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରଦର୍ଶିତ ଦ୍ୱାରା ପ୍ରଦର୍ଶିତ ସାମୂହିକ ସଙ୍ଗୀତ ଏବଂ ଉକ୍ରଳୀୟ ସଂସ୍କୃତି ଆଧାରିତ ନୃତ୍ୟାଭିନୟ ସିଭିଙ୍କୁ ମନମୁଗ୍ଧ କରିଥିଲା । ଏଥିରେ କଟକ ଓ ଭୁବନେଶ୍ୱର ଡିଏଭି ଅନୁଷ୍ଠାନ ସମୂହର ଅଧ୍ୟକ୍ଷ-ଅଧ୍ୟକ୍ଷା , ଶିକ୍ଷୟିତ୍ରୀ-ଶିକ୍ଷକ ତଥା ଅଭିଭାବକ ଯୋଗ ଦେଇ କାର୍ଯ୍ୟକ୍ରମର ଭୂୟସୀ ପ୍ରଶଂସା କରିଥିଲେ ।

Continue Reading
Previous Post

ଚର୍ଚ୍ଚାରେ ମୋହନ ମାଝୀଙ୍କ ଥାଟବାଟ

Next Post

CM Calls for Global Recognition of Indigenous Sports at WAVES 2025

Next Post
CM Calls for Global Recognition of Indigenous Sports at WAVES 2025

CM Calls for Global Recognition of Indigenous Sports at WAVES 2025

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19040 shares
    Share 7616 Tweet 4760
  • ନବୀନ..ନବୀନ, ମୋହନ..ମୋହନ

    16580 shares
    Share 6632 Tweet 4145
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7287 shares
    Share 2915 Tweet 1822
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5766 shares
    Share 2306 Tweet 1442
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5460 shares
    Share 2184 Tweet 1365

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA