Friday, May 1, 2026 02:08 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଯୁକ୍ତ ଦୁଇ ପରୀକ୍ଷା ବାତିଲ

ଜୀବନ ଆଗ, ଆଉ ସବୁ ପଛ: ମୁଖ୍ୟମନ୍ତ୍ରୀ

by Our Correspondent
04 Jun, 2021- 02:03 PM
in Latest News, News
1 min read
0
ଯୁକ୍ତ ଦୁଇ ପରୀକ୍ଷା ବାତିଲ

ଭୁବନେଶ୍ୱର: ଆଇସିଏସଇ ଏବଂ ସିବିଏସଇ ଭଳି ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଏବର୍ଷର ଯୁକ୍ତ ଦୁଇ ପରୀକ୍ଷା ବାତିଲ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣ ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଜୀବନ ଆଗ, ଆଉ ସବୁ ପଛ । ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସାରା ଦେଶରେ କୋଭିଡ ମହାମାରୀର ଦ୍ୱିତୀୟ ଲହର ବର୍ତ୍ତମାନ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଛି । ଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପିଲାମାନଙ୍କ ପାଠପଢା ଓ ଲୋକମାନଙ୍କର ଜୀବନଜୀବିକା । କିନ୍ତୁ ଏସବୁ ଠାରୁ ଉର୍ଦ୍ଧ୍ବରେ ରହିଛି ମଣିଷ ଜୀବନର ସୁରକ୍ଷା । ତେଣୁ ଆମ ଦେଶ ଓ ଜାତିର ଭବିଷ୍ୟତ, ଆମ ପିଲାମନଙ୍କର ସ୍ବାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ । ପରୀକ୍ଷା କରାଯାଇଥିଲେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତେ । ତେଣୁ ଛାତ୍ର ସମାଜର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପରୀକ୍ଷା ବାତିଲ ସଂକ୍ରାନ୍ତୀୟ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଦ୍ବାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞ ମାନଙ୍କ ପରାମର୍ଶକ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ଉତ୍ତମ ଭାବରେ ନିର୍ଦ୍ଧାରିତ ମାପଦଣ୍ଡ ( Well Defined Objective Criteria ) ଦ୍ବାରା ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ ଏବଂ ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା କେତେବେଳେ କରାଯିବ ତାହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଥାଉକି, ଦୁଇଦିନ ତଳେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଭର୍ଚୁଆଲ୍ ବୈଠକରେ ଯୁକ୍ତ ଦୁଇ ପରୀକ୍ଷା ନେଇ ଦନ ତମାମ ବିଚାର ବିମର୍ଷ ହୋଇଥିଲା । ବିଭାଗୀୟ ପ୍ରମୁଖ ସଚିବ, ବରିଷ୍ଠ ଅଧିକାରୀବୃନ୍ଦ ଏବଂ ଉଚ୍ଚ ମାଧ୍ୟମିକ ପରିଷଦର ଅଧିକାରୀମାନେ ଏଥିରେ ଯୋଗଦେଇଥିଲେ । ତେବେ ବୈଠକରେ କୌଣସି ନିଷ୍କର୍ସ ବାହାରି ପାରି ନ ଥିଲା । ପରୀକ୍ଷା ବାତିଲ ହେଲେ ବିକଳ୍ପ କ’ଣ କରାଯିବ ସେ ନେଇ ଦ୍ୱନ୍ଦ ସୃଷ୍ଟି ହୋଇଥିଲା ।

Previous Post

ଅମ୍ରିତଙ୍କୁ ଏୟାର ଆମ୍ବୁଲାନସ୍ ରେ ଚେନ୍ନାଇ ନିଆଗଲା

Next Post

ନୂଆ ଜୀବନ ପାଇଲେ ପ୍ରତୀକ୍ଷ

Next Post
ନୂଆ ଜୀବନ ପାଇଲେ ପ୍ରତୀକ୍ଷ

ନୂଆ ଜୀବନ ପାଇଲେ ପ୍ରତୀକ୍ଷ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA