Sunday, April 5, 2026 06:27 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ବିଜେପିର ବିଜେଡି ହଟାଓ ଆକ୍ସନ ପ୍ଲାନ୍

ରାଜ୍ୟ କୋର୍ କମିଟି ବୈଠକ

by Our Correspondent
03 Sep, 2023- 09:13 PM
in Latest News, News, Politics
1 min read
0
ବିଜେପିର ବିଜେଡି ହଟାଓ ଆକ୍ସନ ପ୍ଲାନ୍

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ବିଜେପି ନିଜକୁ ପ୍ରସ୍ତୁତ କରିଛି । ବିଜେଡି ସରକାରକୁ ଗାଦିଚୁ୍ୟତ କରିବା ପାଇଁ ଦୁଇ ମାସିଆ ଆକ୍ସନ୍ ପ୍ଲାନ୍ ପ୍ରସ୍ତୁତ କରିଛି । ରାଜ୍ୟ ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୋଧରେ ଆନେ୍ଦାଳନକୁ ତୀବ୍ର କରି ତଳସ୍ତରକୁ ନେବାକୁ ଦଳ ନିଷ୍ପତ୍ତି ନେଇଛି ।

ଆଜି ରାଜ୍ୟ ବିଜେପି କୋର୍ କମିଟି ବୈଠକରେ ଦଳର ନିର୍ବାଚନ ରଣନୀତି ଉପରେ ବିସ୍ତୃତ ଆଲୋଚନା ହୋଇଥିଲା । ଏଥର ରାଜ୍ୟରେ କ୍ଷମତା ହାସଲ ପାଇଁ କୌଣସି ସୁଯୋଗ ହାତଛଡ଼ା ନ କରିବାକୁ ନିଷ୍ପତ୍ତିି ନିଆଯାଇଛି । ଉଭୟ ବିଧାନସଭା ଓ ଲୋକସଭାରେ ଅଧିକ ସିଟ୍ ପାଇବାର ଲକ୍ଷ୍ୟ ସ୍ଥିର ହୋଇଛି ।

ଦଳର ସାଂଗଠନିକ ଶକ୍ତିବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଇଥିଲା ବେଳେ ବିଜେଡି ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାର ଏବଂ ମୋଦୀ ସରକାରଙ୍କ ଜନହିତକର କାର୍ଯ୍ୟ ଲୋକଙ୍କ ପାଖରେ ପହଞ୍ଚାଇବାକୁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ।

ନିଷ୍ପତ୍ତି ଅନୁଯାୟୀ ବୁଥ୍, ଶକ୍ତିକେନ୍ଦ୍ର, ମଣ୍ଡଳ, ବ୍ଲକ୍ ଓ ସଂସଦୀୟ କ୍ଷେତ୍ରରେ ସଂଗଠନକୁ ମଜବୁତ କରାଯିବ । ଲୋକଙ୍କ ସହ ଯୋଡି ହେବା ପାଇଁ ଅନେକ ସାମାଜିକ କାର୍ଯ୍ୟକ୍ରମ ହାତକୁ ନିଆଯିବ । ମୋ ମାଟି ମୋ ଦେଶ ଭଳି ସାମାଜିକ କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦିଆଯିବ । ମୋଦୀ ସରକାରଙ୍କ ୯ ବର୍ଷର ସଫଳତା ଲୋକଙ୍କ ପାଖରେ ପହଞ୍ଚାଯିବ । ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରୁ ସେବା ପକ୍ଷ ପାଳନ କରାଯିବ ।

ଅପରପକ୍ଷେ ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧରେ ପଞ୍ଚାୟତସ୍ତରରେ ଆନ୍ଦୋଳନକୁ ଆହୁରି ବ୍ୟାପକ କରାଯିବ । ଆଗାମୀ ଦୁଇମାସ ଧରି ଆନ୍ଦୋଳନକୁ ତୀବ୍ରତର କରାଯିବ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ ଗଣମାଧ୍ୟମକୁ କହିଛନ୍ତି ।

ରାଜ୍ୟ ସଭାପତି ଶ୍ରୀ ସାମଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବିଜେପି କୋର୍ କମିଟି ବୈଠକରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସମେତ ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ ।

Previous Post

ହେଲିକପ୍ଟର ଖର୍ଚ୍ଚର ହିସାବ ଦେଲେ ମନ୍ତ୍ରୀ ଟୁକୁନି ସାହୁ

Next Post

ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ, ଡିସେମ୍ବରରୁ ପଟ୍ଟା ବଣ୍ଟନ

Next Post
ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ, ଡିସେମ୍ବରରୁ ପଟ୍ଟା ବଣ୍ଟନ

ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ, ଡିସେମ୍ବରରୁ ପଟ୍ଟା ବଣ୍ଟନ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19177 shares
    Share 7671 Tweet 4794
  • ନବୀନ..ନବୀନ, ମୋହନ..ମୋହନ

    16600 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5814 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA