Monday, February 23, 2026 07:28 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ତିନି ମାସର ଖସଡ଼ା ପ୍ରସ୍ତୁତ

ରାଜ୍ୟ ବିଜେପିର ମିସନ୍-୨୦୨୪

by Our Correspondent
06 Sep, 2022- 09:33 PM
in Latest News, News, Politics
1 min read
0
ତିନି ମାସର ଖସଡ଼ା ପ୍ରସ୍ତୁତ

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କ୍ଷମତା ଦଖଲ ପାଇଁ ରାଜ୍ୟ ବିଜେପି ପକ୍ଷରୁ ସମରସଜ୍ଜା । ନବ ନିଯୁକ୍ତ ପ୍ରଭାରୀ ସୁନିଲ ବଂଶଲଙ୍କ ପ୍ରଥମ ବୈଠକରେ ଆଜି ତିନି ମାସର ଖସଡ଼ା ପ୍ରସ୍ତୁତ ହୋଇଛି । ବୁଥ୍ ସ୍ତରରୁ ସଂଗଠନକୁ ସୁଦୃଢ଼ କରିବା ଉପରେ ଅଧିକ ଫୋକସ୍ ଦିଆଯାଇଛି । ଏଥିସହ କେନ୍ଦ୍ର ସରକାରଙ୍କ ସଫଳତା ଏବଂ ରାଜ୍ୟ ସରକାରଙ୍କ ବିଫଳତାକୁ ଦଳ ଲୋକଙ୍କ ପାଖରେ ପହଞ୍ଚାଇବ । ଆସନ୍ତା ୧୩, ୧୪ ଏବଂ ୧୫ ତାରିଖରେ ପୁରୀଠାରେ ଏଥିପାଇଁ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ । କର୍ମୀଙ୍କୁ ଉତ୍ସାହିତ କରିବା ପାଇଁ ଆସନ୍ତା ୨୯ ତାରିଖରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ।

ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଶ୍ରୀ ବଂଶଲ ଆଜି ମାରାଥନ୍ ବୈଠକରେ ଯୋଗଦେଇଥିଲେ । ଦିନ ୧୦ଟାରେ ପ୍ରଥମେ କୋର୍ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା । ଏହାପରେ ପଦାଧିକାରୀଙ୍କ ବୈଠକ ହୋଇଥିଲା । ଶେଷରେ ବିଧାୟକ ଓ ସାଂସଦମାନଙ୍କୁ ଭେଟି ଆଲୋଚନା କରିଥିଲେ ବଂଶଲ । ଏହିସବୁ ବୈଠକରେ ଆଗାମୀ ତିନି ମାସ ପାଇଁ ଦଳର ରଣନୀତି ପ୍ରସ୍ତୁତ ହୋଇଥିଲା ।

ଦଳର ମୁଖପାତ୍ର ଗୋଲକ ମହାପାତ୍ର କହିଛନ୍ତି, ବୈଠକରେ ୩ ମାସ ପାଇଁ ଦଳର ଖସଡ଼ା ପ୍ରସ୍ତୁତ ହୋଇଛି । ୩୭ ହଜାର ବୁଥ୍ କୁ ସଶକ୍ତ କରାଯାଇ କାର୍ଯ୍ୟକ୍ରମ ଆରମ୍ଭ ହେବ । ଏଥିପାଇଁ ପୁରୀଠାରେ ଆସନ୍ତା ୧୩ ତାରିଖଠାରୁ ଏକ ତିନି ଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ । ୨୯ ତାରିଖରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ସେ କହିଛନ୍ତି ।

Previous Post

ନବୀନଙ୍କୁ ଭବ୍ୟ ସ୍ୱାଗତ; ବିମାନବନ୍ଦରରୁ ନବୀନ ନିବାସ ଜନସମୁଦ୍ର

Next Post

ଭୁବନେଶ୍ୱରରେ ୨୦୦ ଶଯ୍ୟା ବିଶିଷ୍ଟ କ୍ୟାନସର ହସ୍ପିଟାଲ୍

Next Post
ଭୁବନେଶ୍ୱରରେ ୨୦୦ ଶଯ୍ୟା ବିଶିଷ୍ଟ କ୍ୟାନସର ହସ୍ପିଟାଲ୍

ଭୁବନେଶ୍ୱରରେ ୨୦୦ ଶଯ୍ୟା ବିଶିଷ୍ଟ କ୍ୟାନସର ହସ୍ପିଟାଲ୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA