Thursday, June 1, 2023 03:29 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଶପଥ ନେଲେ ୩ ନୂଆ ମନ୍ତ୍ରୀ

ସମସ୍ତଙ୍କୁ କ୍ୟାବିନେଟ୍ ପାହ୍ୟା

by Our Correspondent
22 May, 2023- 10:34 AM
in Latest News, News
1 min read
0
ଶପଥ ନେଲେ ୩ ନୂଆ ମନ୍ତ୍ରୀ

ଭୁବନେଶ୍ୱର: ମନ୍ତ୍ରିମଣ୍ଡଳରେ ସାମିଲ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଏବଂ ସାରଦା ପ୍ରସାଦ ନାୟକ । ସମସ୍ତଙ୍କୁ ମିଳିଛି କ୍ୟାବିନେଟ୍ ପାହ୍ୟା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଲୋକସଭା ଭବନର କନଭେନସନ୍ ହଲ୍ ରେ ଆଜି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା ।

ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ସକାଳ ୯.୫୦ ମିନିଟ୍ ରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ପ୍ରଥମେ ତିନି ମନ୍ତ୍ରୀଙ୍କ ନିଯୁକ୍ତି ସଂକ୍ରାନ୍ତୀୟ ବିଜ୍ଞପ୍ତି ପାଠ କରିଥିଲେ । ଏହାପରେ ୯.୫୨ ମିନିଟ୍ ରେ ପ୍ରଥମେ ବିକ୍ରମ କେଶରୀ ଆରୁଖଙ୍କୁ ରାଜ୍ୟପାଳ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ତାଙ୍କ ପରେ ସୁଦାମ ମାର୍ଣ୍ଡି ୯.୫୪ ମିନିଟ୍ ରେ ଏବଂ ସାରଦା ପ୍ରସାଦ ନାୟକ ୯.୫୭ ମିନିଟ୍ ରେ ଶପଥ ପାଠ କରିଥିଲେ । ୯.୫୯ ମିନିଟ୍ ରେ ସମାରୋହ ସମାପ୍ତ ଘୋଷଣା ହୋଇଥିଲା ।

ଶପଥ ଗ୍ରହଣ ସମାରୋହର ୧୦ ମିନିଟ୍ ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କନଭେନସନ୍ ହଲ୍ ରେ ପହଞ୍ଚିଥିଲେ । ତାଙ୍କ ପରେ ପରେ ରାଜ୍ୟପାଳ ପ୍ରଫେସର ଲାଲ୍ ଆସିଥିଲେ । ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ପହଞ୍ଚିବା ପୂର୍ବରୁ ସବୁ ମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ସମେତ ଉଚ୍ଚ ପଦାଧିକାରୀମାନେ ସେଠାରେ ଉପସ୍ଥିତ ହୋଇଥିଲେ ।

 

Previous Post

ନୂଆପଡ଼ାରେ ୫-ଟି ସଚିବ ପାଣ୍ଡିଆନ୍

Next Post

୩ ନୂଆ ମନ୍ତ୍ରୀଙ୍କୁ ମିଳିଲା ବିଭାଗ

Next Post
୩ ନୂଆ ମନ୍ତ୍ରୀଙ୍କୁ ମିଳିଲା ବିଭାଗ

୩ ନୂଆ ମନ୍ତ୍ରୀଙ୍କୁ ମିଳିଲା ବିଭାଗ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Breaking News
  • Business & Economy
  • Crime
  • Editors Pick
  • Entertainment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ଗଣଦୁଷ୍କର୍ମ ମାମଲା ଚାପିଦେବାକୁ ଚାହିଁଥିଲେ ଓଟିଭି ଏମଡି ଜାଗୀ ପଣ୍ଡା!

    ଗଣଦୁଷ୍କର୍ମ ମାମଲା ଚାପିଦେବାକୁ ଚାହିଁଥିଲେ ଓଟିଭି ଏମଡି ଜାଗୀ ପଣ୍ଡା!

    3329 shares
    Share 1332 Tweet 832
  • ଏୟାରଲିଫ୍ଟ ହେଲେ କୃଷି ଅଧିକାରୀ ଆଦିତ୍ୟ ପାତ୍ର

    2183 shares
    Share 873 Tweet 546
  • ସ୍ୱତନ୍ତ୍ର ବିକାଶ ପରିଷଦ: ୮ ଜିଲ୍ଲାରେ ନୂଆ ଅଧ୍ୟକ୍ଷ

    2076 shares
    Share 830 Tweet 519
  • ଧର୍ମେନ୍ଦ୍ର ବିରୋଧୀ ମେଳିରେ ୧୨ ବିଧାୟକ, ୬ ସାଂସଦ !

    2043 shares
    Share 817 Tweet 511
  • ସାଂସଦ ଅପରାଜିତା ହେବେ ମେୟର ପ୍ରାର୍ଥୀ!

    1930 shares
    Share 772 Tweet 483

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Breaking News
  • Business & Economy
  • Crime
  • Editors Pick
  • Entertainment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA