Saturday, November 15, 2025 07:51 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୪୫୦ ଟଙ୍କାକୁ ବୃଦ୍ଧି

ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ ଟି ପ୍ରସ୍ତାବକୁ ମୋହର

by Our Correspondent
10 Jul, 2024- 03:31 PM
in Latest News, News
1 min read
0
ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୪୫୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: ଶ୍ରମିକମାନଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧିକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛି । ଏଥିରେ ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚ କୁଶଳୀଙ୍କ ମଜୁରୀ ୨୫ ପ୍ରତିଶତ ବୃଦ୍ଧି କରାଯାଇଛି । ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ କୁଶଳୀ ଶ୍ରମିକଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କା ଏବଂ ଉଚ୍ଚ କୁଶଳୀ ଶ୍ରମିକଙ୍କ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି ପାଇଛି ।

ଏହାକୁ ମିଶାଇ ନୂଆ ସରକାରଙ୍କ ଦ୍ୱିତୀୟ କ୍ୟବିନେଟ୍ ବୈଠକରେ ଆଜି ମୋଟ ୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି । କ୍ୟାବିନେଟ୍ ବୈଠକ ଶେଷରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଣମାଧ୍ୟମକୁ ଏହି ପ୍ରସ୍ତାବଗୁଡ଼ିକ ଅବଗତ କରିଥିଲେ ।

ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟି ଟଙ୍କାର କର୍ପସ୍ ପାଣ୍ଠି ଗଠନ ହେବ । ସେଥିରେ ଓଡ଼ିଆ ଅସ୍ମିତା ଭବନ ନିର୍ମାଣ ସମେତ ଓଡ଼ିଆ ଅନୁବାଦ ଏକାଡେମୀ ପ୍ରତିଷ୍ଠା, ତାଳପତ୍ର ପୋଥି ସଂଗ୍ରହାଳୟ, ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ଚେୟାର ପ୍ରତିଷ୍ଠା କରାଯିବ । ବାଲିଯାତ୍ରାକୁ ଅନ୍ତର୍ଜାତୀୟ ମାନ୍ୟତା ପ୍ରଦାନ ପାଇଁ ମଧ୍ୟ ଚେଷ୍ଟା କରାଯିବ ।

ପିଏମ୍ କିଷାନ ଯୋଜନାରେ ବାଦ୍ ପଡ଼ିଥିବା ୬ ଲକ୍ଷ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବ । ଏଥିରେ ଅଛନ୍ତି କ୍ଷୁଦ୍ର, ମଧ୍ୟମ ଓ ସହରାଞ୍ଚଳ ଚାଷୀ ।

ରାଜ୍ୟରେ ବିଭିନ୍ନ ଅଚଳ ପ୍ରକଳ୍ପକୁ ସଚଳ କରାଯିବ । ପ୍ରାରମ୍ଭିକ ପର୍ଯ୍ୟାୟେରେ ୨ ହଜାର ୬୫ ଟି ଅଚଳ ପ୍ରକଳ୍ପକୁ ସଚଳ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।

ରାଜ୍ୟରେ ୨୦ ହଜାର କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯିବ ।

ଗଣମାଧ୍ୟମଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସୂଚନା ବେଳେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମେତ ସବୁ ବିଭାଗର ଶାସନ ସଚିବ ଓ ଅଧିକାରୀମାନେ ଉପସ୍ଥିତ ଥିଲେ ।

Previous Post

ବିଜେଡି ଘର ସଜଡ଼ା; ନାଁ କୁ ନବୀନ, ନେପଥ୍ୟରେ ପାଣ୍ଡିଆନ୍

Next Post

ପାପ ଅଧିକ ହୋଇଗଲା !

Next Post
ପାପ ଅଧିକ ହୋଇଗଲା !

ପାପ ଅଧିକ ହୋଇଗଲା !

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19120 shares
    Share 7648 Tweet 4780
  • ନବୀନ..ନବୀନ, ମୋହନ..ମୋହନ

    16589 shares
    Share 6636 Tweet 4147
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7293 shares
    Share 2917 Tweet 1823
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5804 shares
    Share 2322 Tweet 1451
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5478 shares
    Share 2191 Tweet 1370

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA