Friday, February 20, 2026 10:29 PM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ଆଉ ୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ନବୀନ ଛାଟ

by Our Correspondent
29 Jan, 2021- 06:07 PM
in Latest News, News
1 min read
0
ଆଉ ୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଦୁର୍ନୀତି ଓ ଅପାରଗତା ବିରୋଧରେ ଜିରୋ ଟଲେରାନ୍ସ ନୀତି ଧରିଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଛାଟ ବାଜିଛି ଆଉ ୯ ଅଧିକାରୀଙ୍କ ଉପରେ । ୭ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀ ଓ ୨ ଜଣ ଅପରାଗ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେମାନଙ୍କ ମଧ୍ୟରେ ଅଛନ୍ତି ଖଣି ବିଭାଗର ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନର ।

ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଖଣି ବିଭାଗର ଉପନିର୍ଦ୍ଦେଶକ ମଦନ ମୋହନ ବିଶ୍ୱାଳଙ୍କ ବିରୋଧରେ ୯ଟି ଭିଜିଲାନସ୍ କେସ୍ ରହିଛି । ତାଙ୍କର ସାଧୁତା ଅତ୍ୟନ୍ତ ସନ୍ଦେହଜନକ ଥିଲା । ସରକାରୀ କାର୍ଯ୍ୟରେ ତାଙ୍କର ଆନ୍ତରିକତା ଅଭାବ ରହିଥିଲା ଏବଂ ଜଣେ ସରକାରୀ ଅଧିକାରୀ ଭାବରେ ସେ  ଆବଶ୍ୟକ ସୌଜନ୍ୟ ମଧ୍ୟ ରକ୍ଷା କରୁ ନଥିଲେ।

ରମେଶ ଚନ୍ଦ୍ର ମହାଲିକ, ଖଣି ଅଧିକାରୀ ଗ୍ରୁପ-କ ପାହ୍ୟାର ଅଧିକାରୀ ଶ୍ରୀ ମହାଲିକଙ୍କ ବିରୁଦ୍ଧରେ ୪ଟି ଭିଜିଲାନ୍‌ସ କେସ୍ ଥିବାବେଳେ ତାଙ୍କର ସାଧୁତା ମଧ୍ୟ ସନ୍ଦେହଜନକ ଥିଲା । ଜଣେ ସରକାରୀ ଅଧିକାରୀ ଭାବରେ ଆବଶ୍ୟକ ଆନ୍ତରିକତା ଓ ସୌଜନ୍ୟର ଅଭାବ ତାଙ୍କ ଠାରେ ଥିଲା ।

ବଲାଙ୍ଗୀର ମୂରିବାହାଲ ଫରେଷ୍ଟ ରେଞ୍ଜ ଅଫିସର ପ୍ରଶାନ୍ତ କୁମାର ନାୟକ ୧ କୋଟି ୪୦ ଲକ୍ଷ ଟଙ୍କାର ଆୟବହିର୍ଭୁତ ସଂପତ୍ତି ସହିତ ବଲାଙ୍ଗୀର ଜିଲ୍ଲାରେ ତାଙ୍କର ୧୦ଟି ପ୍ଲଟ ଓ ୨ଟି କୋଠା ମଧ୍ୟ ଠାବ କରାଯାଇଥିଲା । ସେଥିପାଇଁ ତାଙ୍କ ନାମରେ ଭିଜିଲାନ୍‌ସ ମାମଲା ରହିଛି ।

ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟର ନାରାୟଣ ପ୍ରଧାନଙ୍କ ବିରୁଦ୍ଧରେ ଭିଜିଲାନ୍‌ସ ମାମଲା ରହିଛି । ତାଙ୍କର ଆୟ ବହିର୍ଭୂତ ୨ କୋଟି ୨୦ ଲକ୍ଷ ଟଙ୍କାର ସଂପତ୍ତି ସହିତ ଦେଓଗଡ ଜିଲ୍ଲାରେ ୪ଟି କୋଠା, ସମ୍ବଲପୁର, ଦେଓଗଡ, ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲାରେ ୩୧ଟି ଜମି ମଧ୍ୟ ରହିଛି ।

ଜଂଗଲ ବିଭାଗର ସହକାରୀ ବନ ସଂରକ୍ଷକ ଲକ୍ଷ୍ଣଣ କୁମାର ପ୍ରଧାନଙ୍କ ବିରୁଦ୍ଧରେ ୨ଟି ଭିଜିଲାନ୍‌ସ କେସ ରହିଛି ।

ଭରତ କୁମାର ଘଡେଇ ଜଙ୍ଗଲ ବିଭାଗର ରେଞ୍ଜ ଅଫିସରଙ୍କ ବିରୁଦ୍ଧରେ ୩ଟି ଭିଜିଲାନ୍‌ସ କେସ୍ ରହିଛି ।

ପ୍ରଦୀପ କୁମାର ଭୋଇ, ରାୟଗଡା ଜିଲ୍ଲା ଶ୍ରମ ଅଧିକାରୀଙ୍କ ବିରୁଦ୍ଧରେ ଗୋଟିଏ ଭିଜିଲାନ୍‌ସ କେସ ରହିଛି ।

ଏମାନଙ୍କୁ ସମସ୍ତଙ୍କୁ ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଭୁବନେଶ୍ବରର ଯୁଗ୍ମ ଶ୍ରମ କମିଶନର ଶରତ କୁମାର ଚୌଧୁରୀ ଏବଂ ଗଜପତି ଜିଲ୍ଲାର ଡିଭିଜିନାଲ ଶ୍ରମ କମିଶନର ଶ୍ରୀମତୀ ନମିତା ଦାସଙ୍କୁ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଉପରୋକ୍ତ ୯ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୧୩ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।

Previous Post

ରମାଦେବୀ ଛାତ୍ରୀ ଝରାଫୁଲ ହତ୍ୟା: ବୟଫ୍ରେଣ୍ଡ୍ ରାକେଶ ସ୍ୱାଇଁ ଗିରଫ

Next Post

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଇଣ୍ଡିଆନ୍‍ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଲ’

Next Post
ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଇଣ୍ଡିଆନ୍‍ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଲ’

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଇଣ୍ଡିଆନ୍‍ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଲ'

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19161 shares
    Share 7664 Tweet 4790
  • ନବୀନ..ନବୀନ, ମୋହନ..ମୋହନ

    16597 shares
    Share 6639 Tweet 4149
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7296 shares
    Share 2918 Tweet 1824
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5813 shares
    Share 2325 Tweet 1453
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5483 shares
    Share 2193 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA