ଦୁର୍ନୀତି ବିରୋଧରେ ମୋହନଙ୍କ କଡ଼ା ଆଭିମୁଖ୍ୟ

ଭୁବନେଶ୍ଵର: ଆଜିଠାରୁ ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ । ଲୋକସେବା ଭବନର କନଭେନସନ୍ ହଲଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ପୋଷଣ କରିଛନ୍ତି । ଦୁର୍ନୀତିଖୋରଙ୍କୁ କଡା ଚେତାବନୀ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦୁର୍ନୀତିକୁ କୌଣସି ସ୍ତରରେ ବରଦାସ୍ତ କରାଯିବ ନାହିଁ। କର୍କଟ ରୋଗକୁ ଠିକ୍‌ କରିବାକୁ ହେଲେ ଯେଭଳି ପ୍ରଭାବିତ ସ୍ଥାନକୁ ସର୍ଜରୀ ମାଧ୍ୟମରେ କାଢିବାକୁ ପଡେ ଠିକ୍ ସେହିଭଳି … Continue reading ଦୁର୍ନୀତି ବିରୋଧରେ ମୋହନଙ୍କ କଡ଼ା ଆଭିମୁଖ୍ୟ