Saturday, April 25, 2026 04:03 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
Home Latest News

ତାପସଙ୍କୁ ମିଳିଲା ନୂଆ ଜୀବନ

ସାହା ହେଲା ଓଡ଼ିଶା-ମୋ ପରିବାର

by Our Correspondent
13 Jun, 2023- 09:22 PM
in Latest News, News
1 min read
0
ତାପସଙ୍କୁ ମିଳିଲା ନୂଆ ଜୀବନ

ଭୁବନେଶ୍ୱର: ଦୁର୍ଘଟଣାଗ୍ରସ୍ତ ଯୁବକ ତାପସଙ୍କ ଜୀବନରେ ଘୋଟି ଆସିଥିବା ଅନ୍ଧକାରକୁ ଦୂର କଲା ଓଡ଼ିଶା-ମୋ ପରିବାର । ଜୀବନ ଜିଇବା ଦୁର୍ବିସହ ହୋଇପଡ଼ିଥିଲା ତାଙ୍କର, ତାଙ୍କ ଜୀବନକୁ ସରଳପୂର୍ଣ୍ଣ କରିବା ପାଇଁ ଆଶାର ଆଲୋକ ସାଜି ଓଡ଼ିଶା-ମୋ ପରିବାର ଯୋଗାଇଦେଲା କୃତ୍ରିମ ଅଙ୍ଗ।

ସୂଚନା ଯୋଗ୍ୟ, କେନ୍ଦ୍ରାପଡ଼ା ଜିଲ୍ଲା ପଦମପୁର ଅଞ୍ଚଳର ୨୯ବର୍ଷିୟ ଯୁବକ ତାପସ ଦାସ ବେଙ୍ଗାଲୁରୁର ଏକ ଘରୋଇ କମ୍ପାନୀରେ ମେକାନିକ ଭାବେ କାର୍ଯ୍ୟ କରୁଥିଲେ । ଗତ ୨୦୧୪ ମସିହାରେ ସେ କାମ କରୁଥିବା ସମୟରେ ହଠାତ୍ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇ ଡାହାଣ ଗୋଡ଼ ତଳକୁ ହରାଇଥିଲେ । ପରେ, ତାଙ୍କୁ ଏକ କୃତ୍ରିମ ଗୋଡ ଯୋଗାଇ ଦେବା ପାଇଁ ସେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଅନୁରୋଧ କରିଥିଲେ । ଶ୍ରୀ ନାୟକ ଏହି ବିଷୟକୁ ଗୁରୁତ୍ଵ ଦେଇ ଘଟଣା ସମ୍ପର୍କରେ ତଦାରଖ କରିବା ପାଇଁ ଓଡ଼ିଶା-ମୋ ପରିବାରକୁ ସୂଚନା ଦେଲା ପରେ ତୁରନ୍ତ ପଦକ୍ଷେପ ନିଆଯାଇ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ପରିସରଭୁକ୍ତ ଏ.ଆର.ସି ସହିତ ସମନ୍ଵୟ ରକ୍ଷା କରି ତାପସଙ୍କୁ ଆଜି ଏକ କୃତ୍ରିମ ଗୋଡ଼ ଯୋଗାଇ ଦିଆଯାଇଛି ।

ତାଙ୍କୁ କୃତ୍ରିମ ଗୋଡ଼ ପ୍ରଦାନ କରାଯିବା ସମୟରେ ମାନ୍ୟବର ମନ୍ତ୍ରୀ ଶ୍ରୀ ନାୟକଙ୍କ ସମେତ ବିଜୁ ଜନତା ଦଳ ତଥା ଓଡ଼ିଶା-ମୋ ପରିବାର ଯୁଗ୍ମ ସମ୍ପାଦକ ରୁଦ୍ର ନାରାୟଣ ସାମନ୍ତରାୟ ଓରଞ୍ଜିତ ରାୟ ଏବଂ ପ୍ରବାସୀ ଓଡ଼ିଆ ଉପଦେଷ୍ଟା ସୁରେନ୍ଦ୍ରନାଥ ମହାପାତ୍ର (ଓଡ଼ିଶା-ମୋ ପରିବାର) ପ୍ରମୁଖ ଉପସ୍ଥିତ ଥିଲେ ।

Previous Post

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪% ବୃଦ୍ଧି

Next Post

ନିଟ୍ ରେଜଲ୍ଟ: ସ୍ୱୟଂଶକ୍ତି ତ୍ରିପାଠୀ ଓଡ଼ିଶା ଟପ୍ପର୍

Next Post
ନିଟ୍ ରେଜଲ୍ଟ: ସ୍ୱୟଂଶକ୍ତି ତ୍ରିପାଠୀ ଓଡ଼ିଶା ଟପ୍ପର୍

ନିଟ୍ ରେଜଲ୍ଟ: ସ୍ୱୟଂଶକ୍ତି ତ୍ରିପାଠୀ ଓଡ଼ିଶା ଟପ୍ପର୍

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

  • ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    ପ୍ରତି ସପ୍ତାହରେ କୁଆଡ଼େ ଯାଉଛନ୍ତି ପାଣ୍ଡିଆନ୍?

    19182 shares
    Share 7673 Tweet 4796
  • ନବୀନ..ନବୀନ, ମୋହନ..ମୋହନ

    16601 shares
    Share 6640 Tweet 4150
  • ଅରୂପ ପଟ୍ଟନାୟକ ପୁରୀ ଲୋକସଭା ପ୍ରାର୍ଥୀ!

    7298 shares
    Share 2919 Tweet 1825
  • ହୋଲଡିଂ ଟାକ୍ସ: କିଟ୍ ବିରୋଧରେ ମିଛ ଖବର ଧରାପଡ଼ିଲା

    5815 shares
    Share 2326 Tweet 1454
  • ନଘାଂ ତଣ୍ଟିଆ ଖାଇଲ କାହିଁକି?

    5485 shares
    Share 2194 Tweet 1371

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

LIKE US ON FB

WordPress YouTube plugin

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA