Friday, October 2, 2026 01:36 AM
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha
  • HOME
  • NEWS
    • Business & Economy
    • Entertainment
    • Health
    • International
    • National
    • Sports
    • Story Of The Week
  • ARCHIVES
  • GUEST COLUMN
  • INTERVIEWS
  • POLITICS
    • GOSSIPS
  • More News
    • Auto
    • Crime
    • Environment
    • Food
    • Gadgets
    • Lifestyle
    • Mobile
    • Money
    • Quiz
    • Science
    • Shopping
    • Technology
    • Travels
  • CONTACT
    • Advertisement Tariff
Mid Day Odisha

ଫେବ୍ରୁଆରୀ ୧୬ରୁ ପଞ୍ଚାୟତ ଭୋଟ; ରାଲି, ସମାବେଶ ମନା

ଆଜିଠାରୁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି

by Our Correspondent
11 Jan, 2022- 12:16 PM
in Latest News, News
1 min read
0
ଫେବ୍ରୁଆରୀ ୧୬ରୁ ପଞ୍ଚାୟତ ଭୋଟ; ରାଲି, ସମାବେଶ ମନା

ଭୁବନେଶ୍ୱର: ରାଜ୍ୟ ନିର୍ବାଚନ କମିସନ ଆଦିତ୍ୟ ପ୍ରସାଦ ପାଢ଼ୀ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତାରିଖ ଘୋଷଣା କରିଛନ୍ତି । ପାଞ୍ଚଟି ପର୍ଯ୍ୟାୟରେ ଫେବ୍ରୁଆରୀ ୧୬, ୧୮, ୨୦, ୨୨ ଏବଂ ୨୪ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ । ୱାର୍ଡ ମେମ୍ବର ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ପାଇଁ ଏହି ନିର୍ବାଚନ ହେବ । ଫେବ୍ରୁଆରୀ ୨୬, ୨୭ ଏବଂ ୨୮ ତାରିଖରେ ସଂପୃକ୍ତ ବ୍ଲକ୍ ସଦର ମହକୁମାରେ ଭୋଟ ଗଣତି ହେବ । ରାଜ୍ୟରେ ଆଜିଠାରୁ ଫେବ୍ରୁଆରୀ ୨୮ ତାରିଖ ପର୍ଯ୍ୟନ୍ତ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି ।

ଜାନୁଆରୀ ୧୩ ତାରିଖରେ ନିର୍ବାଚନ ବିଜ୍ଞପ୍ତି ଜାରି ହେବ । ଜାନୁଆରୀ ୧୭ ରୁ ମନୋନୟନ ପତ୍ର ଦାଖଲ ଆରମ୍ଭ ହୋଇ ୨୧ ତାରିଖ ଯାଏଁ ଚାଲିବ । ୨୨ ତାରିଖରେ ମନୋନୟନପତ୍ର ଯାଞ୍ଚ ହେବ । ମନୋନୟନପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି ୨୫ । ସେହି ୨୫ ତାରିଖରେ ହିଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶିତ ହେବ ।

ସମ୍ପୂର୍ଣ୍ଣ କୋଭିଡ୍ କଟକଣା ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ । କେବଳ ଡୋର୍ ଡୋର୍ କ୍ୟାମ୍ପେନ୍ ପାଇଁ ଅନୁମତି ଦିଆଯାଇଛି । ସର୍ବାଧିକ ୫ ଜଣଙ୍କୁ ନେଇ ପ୍ରାର୍ଥୀ ନିର୍ବାଚନ ପ୍ରଚାର କରିବେ । କୌଣସି ପ୍ରକାର ରାଲି, ଶୋଭାଯାତ୍ରା ଓ ସମାବେଶକୁ ନିଷିଦ୍ଧ କରାଯାଇଛି । ବିଜୟ ଶୋଭାଯାତ୍ରା ମଧ୍ୟ ହୋଇପାରିବ ନାହିଁ । କରୋନା ସ୍ଥିତି ଅନୁଯାୟୀ ଏହି ନିୟମରେ କୋହଳ କିମ୍ବା ଅଧିକ କଡ଼ାକଡ଼ି କରାଯାଇପାରେ ବୋଲି ନିର୍ବାଚନ କମିସନ କହିଛନ୍ତି ।

ଏଥର ନିର୍ବାଚନରେ କମିସନଙ୍କ ପକ୍ଷରୁ କିଛି ନୂଆ ପଦକ୍ଷେପ ଗ୍ରହଣ କରାଯାଇଛି । ପୋଲିଂ ସମୟକୁ ଘଣ୍ଟାଏ ବଢ଼ାଇ ଦିଆଯାଇଛି । ମତଦାନ ସକାଳ ୭ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ । ସେହିପରି ବ୍ଲକ୍ ସଦର ମହକୁମାରେ ୱାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ଭୋଟଗଣତି ହେବ । ଜିଲ୍ଲା ପରିଷଦ ସଭ୍ୟଙ୍କ ସତ୍ୟପାଠ ଜିଲ୍ଲା ୱେବସାଇଟ୍ ରେ ପ୍ରକାଶ ପାଇବ । ପ୍ରାର୍ଥୀ ମିଥ୍ୟା ସତ୍ୟପାଠ ଦେଇଥିଲେ ଦଣ୍ଡିତ ହେବେ ।

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୨ କୋଟି ୭୯ ଲକ୍ଷ ଭୋଟର ମତଦାନ ସାବ୍ୟସ୍ତ କରିବେ । ୯୧, ୯୧୩ ୱାର୍ଡ ମେମ୍ବର, ୬,୭୯୪ ସରପଞ୍ଚ, ୬,୭୯୩ ସମିତି ସଭ୍ୟ ଏବଂ ୮୫୩ ଜିଲ୍ଲା ପରିଷଦ ସଭ୍ୟ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ ।

Previous Post

ପୂର୍ବତନ ମନ୍ତ୍ରୀ ଦୁର୍ଯୋଧନ ମାଝୀଙ୍କ ପରଲୋକ

Next Post

ଚାଲିଗଲେ ମିହିର ଦାସ

Next Post
ଚାଲିଗଲେ ମିହିର ଦାସ

ଚାଲିଗଲେ ମିହିର ଦାସ

Leave a Reply Cancel reply

Your email address will not be published. Required fields are marked *

BROWSE BY CATEGORIES

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • 1.3k Fans





BROWSE BY TOPICS

best odia news poratl bhubaneswar best odia news portal odisha middayodisha-bipin mishra

POPULAR NEWS

Plugin Install : Popular Post Widget need JNews - View Counter to be installed

1092064267102663354MiddayOdisha fills a gap in local media for the numerous speakers living and visiting Odisha and outside Odisha.

Category

  • blog
  • Business & Economy
  • Crime
  • Editors Pick
  • Entertainment
  • Environment
  • Gossips
  • Guest Column
  • Health
  • International
  • Interview
  • Latest News
  • Lifestyle
  • Media
  • Mobile
  • Money
  • National
  • News
  • Opinion
  • Politics
  • Science
  • Shopping
  • Sports
  • Story Of The Week
  • Technology
  • HOME
  • ABOUT US
  • ADVERTISEMENT TARIFF
  • FEEDBACK
  • DISCLAIMER

© 2020-2022 MIDDAY ODISHA

No Result
View All Result
  • Home
  • Politics
  • News
  • Archives
  • Money
  • Lifestyle
  • National
  • Sports
  • Food
  • Travels
  • Opinion

© 2020-2022 MIDDAY ODISHA